ସରକାରୀ ହୋର୍ଡିଂରୁ ଉଠିବ ନେତା, ମନ୍ତ୍ରୀଙ୍କ ଫଟୋ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ନିର୍ବାଚନ କମିଶନର କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସମସ୍ତ ସରକାରୀ ହୋର୍ଡିଂରୁ ନେତା, ମନ୍ତ୍ରୀଙ୍କ ଫଟୋ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛିି । ଏଥି ସହିତ ସମସ୍ତ ସରକାରୀ ଗାଡ଼ିରୁ ମଧ୍ୟ ନେତା ଏବଂ ମନ୍ତ୍ରୀଙ୍କ ଫଟୋ ହଟାଇବାକୁ କୁହାଯାଇଛି । ଏ ନେଇ ନିର୍ବାଚନ ଆୟୋଗ ସମସ୍ତ ଜିଲାର ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟକଣା ସହ ଆରମ୍ଭ ହେବ ଡିଏଲ୍‌, ଏଲ୍‌ଏଲ୍‌ ଟେଷ୍ଟିଂ

ଭୁବନେଶ୍ୱର,୧୦ା୯(ବ୍ୟୁରୋ): କରୋନା କଟକଣା ଯୋଗୁ ଦୀର୍ଘଦିନ ଧରି ଡିଏଲ ଓ ଏଲଏଲ ପାଇଁ ବନ୍ଦ ହୋଇଯାଇଥିବା ଡ୍ରାଇଭିଂ ଟେଷ୍ଟ ପୁଣିଥରେ ଆରମ୍ଭ ହେବ। ଆସନ୍ତା ଦୁଇରୁ...

‘ଅରୁଆ’, ‘ଛାତ’ ଯୋଜନାରେ ବଢ଼ିବ ଭୂତଳ ଜଳ

ହର୍ଷବର୍ଦ୍ଧନ ବେହେରା ଯାଜପୁର ଅଫିସ,୨ା୧୧: ରାଜ୍ୟର ୧୮ ଜିଲାର ୫୨ ବ୍ଲକରେ ଭୂତଳ ଜଳ ହ୍ରାସ ପରିମାଣ ସର୍ବାଧିକ । ଏଥିରେ ଖୋର୍ଦ୍ଧା, ଯାଜପୁର ଓ...

ହୁମ୍ମର ଗାଁ ରାସ୍ତା ନିର୍ମାଣ ନିମ୍ନମାନର: ପୁନଃ ନିର୍ମାଣ ନିର୍ଦ୍ଦେଶ ଦେଲେ ବିଡିଓ

ଛତ୍ରପୁର,୨୫ା୭(ଡି.ଏନ.ଏ)-ଗୋପବନ୍ଧୁ ଗ୍ରାମୀଣ ଯୋଜନାରେ ଛତ୍ରପୁର ବ୍ଲକ ପୋଡାପଦର ପଞ୍ଚାୟତ ହୁମ୍ମର ଗାଁରେ ଅତି ନିମ୍ନମାନର କଂକ୍ରିଟ୍‌ ରାସ୍ତା ନିର୍ମାଣ ହେଉଥିବା ବ୍ଲକ ପ୍ରଶାସନ ନିକଟରେ ଅଭିଯୋଗ...

ଟ୍ୟୁଶନ୍‌ ସାରଙ୍କ ନାଁରେ ୨ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ଦୁଇ ଜଣ ଛାତ୍ରୀଙ୍କୁ ଜଣେ ଟ୍ୟୁଶନ୍‌ ମାଷ୍ଟର ଅପହରଣ କରିନେଇଥିବା ବଡ଼ଗଡ଼ ଥାନାରେ ଅଭିଯୋଗ ହୋଇଛି। ପରିବାର ଲୋକଙ୍କ ଅଭିଯୋଗ କ୍ରମେ ପୋଲିସ ଟ୍ୟୁଶନ୍‌...

ଚଳିତବର୍ଷ ପ୍ରଦର୍ଶନୀ ପଡିଆରେ ହେବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ

ଭୁବନେଶ୍ୱର,୨୯।୭(ବ୍ୟୁରୋ)-ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏପରିସ୍ଥଳେ ରାଜ୍ୟ ସରକାର ଚଳିତବର୍ଷ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସକୁ ମହାତ୍ମା ଗାନ୍ଧି ମାର୍ଗ ପରିବର୍ତ୍ତେ...

ଗାନ୍ଧୀ ଜୟନ୍ତୀରୁ ରେଳଷ୍ଟେଶନରେ ‘ପର୍ଯ୍ୟଟନ ପର୍ବ’

ଭୁବନେଶ୍ୱର, ୨୧ା୯(ବ୍ୟୁରୋ): ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ଭାରତୀୟ ରେଳପଥ ପକ୍ଷରୁ ବିଶେଷ ପଦକ୍ଷେପମାନ ନିଆଯାଉଛି। ଏବେ ‘ସ୍ବଚ୍ଛତା ପଖଓ୍ବାଡ଼ା’ ଚାଲିଛି।...

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୮୬ ଆକ୍ରାନ୍ତ, ମୋଟ ସୁସ୍ଥଙ୍କ ସଂଖ୍ୟା ୩ ,୭୨୦ରେ ପହଞ୍ଚିଲା

ଭୁବନେଶ୍ୱର,୨୧।୬(ବ୍ୟୁରୋ): ରାଜ୍ୟରେ ଆଉ ୧୮୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ସୁସ୍ଥଙ୍କ ସଂଖ୍ୟା ୩ ହଜାର ୭୨୦ରେ ପହଞ୍ଚିଛି। ଏନେଇ ରାଜ୍ୟ...

ପଲ୍ୟୁଶନ ଟେଷ୍ଟିଂ ସେଣ୍ଟରରେ ଲାଗିବ ରେଟ୍‌ ଚାର୍ଟ

ଭୁବନେଶ୍ୱର,୧୧-୯(ବ୍ୟୁରୋ):ନୂଆ ମୋଟର ଯାନ ଆଇନ ଅନୁଯାୟୀ ଲୋକଙ୍କୁ କିଭଳି ସେମାନଙ୍କ ଗାଡ଼ି ପାଇଁ ଆବଶ୍ୟକ କାଗଜପତ୍ର ପ୍ରସ୍ତୁତ କରିବାକୁ ସୁବିଧା ଯୋଗାଇ ଦିଆଯାଇପାରିବ ସେନେଇ ମଙ୍ଗଳବାର...

Advertisement
Archives

Model This Week