କରୋନାରେ ପିଆଇବି ଉପନିର୍ଦ୍ଦେଶକଙ୍କ ପରଲୋକ

ନୂଆଦିଲ୍ଲୀ, ୨୯ା୪: କରୋନାରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ପ୍ରେସ୍‌ ଇନ୍‌ଫରମେଶନ ବ୍ୟୁରୋ(ପିଆଇବି) ଉପନିର୍ଦ୍ଦେଶକ ସଞ୍ଜୟ କୁମାର ଶ୍ରୀବାସ୍ତବ( ୫୬)ଙ୍କ ମଙ୍ଗଳବାର ପରଲୋକ ହୋଇଛି। ଏ ନେଇ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଭାରତୀୟ ସୂଚନା ସେବାରେ ସେ ୩୪ ବର୍ଷ କାର୍ଯ୍ୟରତ ଥିଲେ। ବାଜପେୟୀ ସରକାର ଅମଳରେ ମନ୍ତ୍ରୀ ଥିବା ଶରଦ ଯାଦବଙ୍କ ସହ ସେ କାମ କରିଛନ୍ତି। ପୂର୍ବତନ ଉପରାଷ୍ଟ୍ରପତି ହମିଦ୍‌ ଅନ୍‌ସାରୀଙ୍କ ସହ ମଧ୍ୟ ପିଆଇବି ଅଧିକାରୀ ଭାବେ ସେ କାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘର ଦାବି, ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଛତ୍ରପୁର,୨୧।୭(ଦିଲ୍ଲୀପ ସାମଲ/ଦ୍ଵାରୀକା ପଟ୍ଟନାୟକ): ରାଜ୍ୟର ବେସରକାରୀ ଅନୁଦାନପ୍ରାପ୍ତ ଓ ଅଣଅନୁଦାନ ମହାବିଦ୍ୟାଳୟରେ ୨୦୦୮ରୁ ୨୦୧୮ ମଧ୍ୟରେ ପରିଚାଳନା କମିଟି ଦ୍ବାରା ନିଯୁକ୍ତ ଅଧ୍ୟାପକ ଓ କର୍ମଚାରୀମାନଙ୍କୁ ଦରମା…

ଅଭିଜିତ ଦିପ୍‌କେଙ୍କ ବଡ଼ ପ୍ଲାନ୍‌! ଆଜି ବି ସଂସଦ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରତିଷ୍ଠାତା ଅଭିଜିତ ଦିପ୍‌କେ କହିଛନ୍ତି ଯେ ମଙ୍ଗଳବାର ଦ୍ୱିତୀୟ ଦିନ ପାଇଁ ମଧ୍ୟ ସଂସଦ ପର୍ଯ୍ୟନ୍ତ ମାର୍ଚ୍ଚ ଜାରି…

ଦିଲ୍ଲୀ ପୋଲିସ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲା CJP: ଯେଉଁ ଟ୍ରକ୍‌ରେ ଅଭିଜିତ, ଅଭିନେତା ପ୍ରକାଶ ରାଜ ଥିଲେ…

ନୂଆଦିଲ୍ଲୀ,୨୧।୭: ସଂସଦ ମାର୍ଚ୍ଚ ସମୟରେ ହୋଇଥିବା ଧସ୍ତିଧାସ୍ତିର ଗୋଟିଏ ଦିନ ପରେ ଅର୍ଥାତ୍‌ ମଙ୍ଗଳବାର ‘କକ୍ରୋଚ ଜନତା ପାର୍ଟି’ (CJP) ଦିଲ୍ଲୀ ପୋଲିସ ବିରୋଧରେ ଗୁରୁତର ଅଭିଯୋଗ…

ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ ବଡ଼ ଘୋଷଣା କଲା CJP: ଯେ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟିର ମୁଖପାତ୍ର ସୌରଭ ଦାସ ଏବଂ ଆଶୁତୋଷ ରାଙ୍କା ସୋମବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ସମ୍ମୁଖରେ ନିଜର ଦାବିଗୁଡ଼ିକ ରଖିଛନ୍ତି। ବିଳମ୍ବିତ ସନ୍ଧ୍ୟା…

ଶେଷରେ କ୍ଷମା ମାଗିଲେ ଅଭିଜିତ୍‌ ଦୀପକେ: କହିଲେ, ଧର୍ମେନ୍ଦ୍ର ପ୍ରଧାନଙ୍କ ପାଇଁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ଦଳର ମୁଖ୍ୟ ଅଭିଜିତ୍‌ ଦୀପକେ ମଙ୍ଗଳବାର ଜନ୍ତର ମନ୍ତରରେ ପହଞ୍ଚିଛନ୍ତି। ସେ ତାଙ୍କ ସମର୍ଥକମାନଙ୍କୁ କ୍ଷମା ମାଗିଛନ୍ତି। Xରେ ସେ ଲେଖିଛନ୍ତି, ମୁଁ…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା, ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ୪….

କଟକ,୨୧।୭(ପ୍ରଭୁକଲ୍ୟାଣ ପାଲ୍): ରାଜ୍ୟରେ ପାଠ୍ୟପୁସ୍ତକ ତ୍ରୁଟି ଘଟଣାରେ ଆଉ ଚାରି ଜଣଙ୍କ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି । ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ଦିଲ୍ଲୀପ…

ସୋନମ ୱାଙ୍ଗଚୁକଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌ : ସ୍ବାସ୍ଥ୍ୟାବସ୍ଥାରେ…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ବର୍ତ୍ତମାନ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି ଅଛନ୍ତି। ଏଭଳି ପରିସ୍ଥିତିରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଏକ ସଦ୍ୟତମ ଅପଡେଟ୍‌ ସାମ୍ନାକୁ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri