କେନାଲକୁ ଓଲଟିଲା ମାଛ ବୋଝେଇ ପିକଅପ୍‌: ମାନବିକତା ଦେଖାଇ ପାଣିରୁ ମାଛ କାଢି ଫେରାଇଲେ ଲୋକେ

ମାହାଙ୍ଗା,୨୪ା୮(ସ୍ବ.ପ୍ର.): ମାହାଙ୍ଗା ଥାନା ହଳଦିଆ ପଞ୍ଚାୟତ ଇଟାମୁଣ୍ଡଳୀ ଗଁା ନିକଟରେ ବୁଧବାର ସକାଳେ ଏକ ମାଛ ବୋଝେଇ ପିକ୍‌ଅପ୍‌ ଭ୍ୟାନଟି ନିଶ୍ଚିନ୍ତକୋଇଲିରୁ ପଞ୍ଚୁପାଣ୍ଡବକୁ ଯାଉଥିବା ଭାରସାମ୍ୟ ହରାଇ କେନାଲ ପାଣି ମଧ୍ୟକୁ ଓଲଟି ପଡିଥିଲା। ପିକ୍‌ଅପ୍‌ ଭ୍ୟାନରେ ଥିବା ଗାଡି ଚାଳକଙ୍କ ସହ ଅନ୍ୟ ଦୁଇଜଣ ବର୍ତ୍ତୀ ଯାଇଥିଲେ। ଏହି ଗାଡିରେ ଥିବା କୁଇଣ୍ଟାଲ କୁଇଣ୍ଟାଲ ମାଛ ସବୁ ପାଣିରେ ଭାସି ଯାଉଥିଲା। ହେଲେ ଏହା ଦେଖି ସ୍ଥାନୀୟ ଲୋକେ ପାଣିରୁ ଗାଡି ଚାଳକକୁ ଉଦ୍ଧାର କରିବା ସହ ଭାସି ଯାଉଥିବା ମାଛକୁ ପାଣିରୁ ଛାଣି ମାଛ ବେପାରୀଙ୍କୁ ଡ୍ରେରେ ପୁରାଇ ଦେଇଥିଲେ। ସାଧାରଣତଃ ଦୁର୍ଘଟଣା ବେଳେ ଅଧିକାଂଶ ସ୍ଥଳେ ଲୋକମାନେ ଜିନିଷପତ୍ର ଲୁଟ୍‌ କରି ନେଇ ଯାଉଥିବା ନଜୀରରହିଛି। କିନ୍ତୁ ଏଠି ଲୋକମାନେ ମାନବିକତା ଦେଖାଇ ବ୍ୟବସାୟୀଙ୍କୁ ମାଛ ଫେରାଇ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ନେଲା ଦୁଇ ଭାଇଙ୍କ ଜୀବନ: ସାନ ପରେ ବଡ଼ଭାଇଙ୍କ ଜୀବନ ଗଲା

ରାୟଗଡ଼ା,୧୧।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ସରୁନି ଦାଦନ ଦୁଃଖ। କାଶୀପୁର ବ୍ଲକ ଟିକିରି ପଞ୍ଚାୟତ ମକାପଦର ଗ୍ରାମର ୨ ଭାଇ ରୋଜଗାର ଆଶାରେ ପଡ଼ୋଶୀ...

ଜମି ଭାଗବଣ୍ଟାରୁ ସାନ ଭାଇଙ୍କୁ ହତ୍ୟା

ଧରାକୋଟ,୧୧ା୧୨(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବଡଗଡ଼ ଥାନା ଅଧୀନ ଜଗନ୍ନାଥପୁର ଶାସନ ଗ୍ରାମରେ ଜମି ଭାଗବଣ୍ଟାକୁ ନେଇ ନିଲୁ ବିଷୋୟୀଙ୍କୁ ହତ୍ୟା...

ଦୁର୍ଦ୍ଦାନ୍ତ ଅପରାଧୀ ସନ୍ତୁଙ୍କୁ ଏନ୍‌କାଉଣ୍ଟର

ପୁରୀ,୧୧।୧୨: ପୁରୀରେ ସୋମବାର ଏକ ଏନ୍‌କାଉଣ୍ଟର ହୋଇଛି। ଏଥିରେ ଦୁର୍ଦ୍ଦାନ୍ତ ଅପରାଧୀ ସନ୍ତୁ ବାରିକ ଆହତ ହୋଇଛନ୍ତି। ସନ୍ତୁଙ୍କ ଗୋଡ଼ରେ ଗୁଳି ବାଜିଥିବା ଜଣାପଡିଛି। ତାଙ୍କୁ...

କଳା ଟଙ୍କାରେ ଭୋଟ କିଣିବା ଥିଲା ଯୋଜନା: ଭାଜପା ନେତା

ଛତ୍ରପୁର,୧୧।୧୨(ସନ୍ତୋଷ ପାଢ଼ୀ ): କେନ୍ଦ୍ରୀୟ ଆୟକର ବିଭାଗ ଓଡ଼ିଶାରେ ଜବତ କରିଥିବା କଳା ଟଙ୍କାକୁ ନେଇ ରାଜନୀତି ତେଜିବାରେ ଲାଗିଛି। ଯେଉଁଭଳି ଭାବେ ଓଡ଼ିଶାରେ ବିଜେଡି...

ଆଇଡି ବିସ୍ଫୋରଣରେ ୨ ଯବାନ ଗୁରୁତର

ମାଲକାନଗିରି,୧୧।୧୨: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକମାରେ ମାଓବାଦୀଙ୍କ ଆଇଡି ବିସ୍ଫୋରଣରେ ୨ ଯବାନ ଗୁରୁତର  ହୋଇଛନ୍ତି। ସେମାନଙ୍କୁ ରାୟପୁର ସ୍ଥାନାନ୍ତର କରାଯାଇଛି। ସକାଳେ ଡ଼ାମବାମ...

ରଶି ଲଗାଇ ଜୀବନ ହାରିଲେ ଶିକ୍ଷକ: କାରଣ ଖୋଜୁଛି ପୋଲିସ

ଲାଞ୍ଜିଗଡ଼,୧୧।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ନର୍ଲା ଥାନା ସିକେରକୂପା ଫାଣ୍ଡି ଅଧୀନ କାଉଗୁଡା ଗ୍ରାମରେ ସୋମବାର ଜଣେ ଶିକ୍ଷକ ଘରେ ରଶି...

ଷଷ୍ଠ ଦିନରେ ଆୟକର ବିଭାଗର ଚଢାଉ: ଭାଟି ମ୍ୟାନେଜରଙ୍କୁ ପଚରାଉଚରା

ବଲାଙ୍ଗୀର,୧୧।୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ମଦଭାଟି, ଅଫିସ ଓ ମଦ ବ୍ୟବସାୟୀଙ୍କ ବାସଭବନରେ ଚଢ଼ାଉ କରି ଆୟକର ବିଭାଗ ଜବତ କରିଥିବା କୋଟି କୋଟି...

ବାପା ପୁଅଙ୍କୁ ଏସିଡ୍‌ ମାଡ଼ 

ପୁରୀ,୧୧।୧୨: ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଗୋମୁଣ୍ଡିଆ ପଞ୍ଚାୟତ ଉଆସପଦର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିବାଡ଼ି ବିବାଦକୁ ନେଇ  ଏସିଡ୍‌ ମାଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri