Odisha Elections 2024

ଗଞ୍ଜେଇ ଭର୍ତ୍ତି ପିକ୍‌ଅପ ଜବତ: ୬୦୦ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ବ୍ରହ୍ମପୁର,୧।୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଲଙ୍ଗଳଦେଇ ଗ୍ରାମର ଛକରେ ମଙ୍ଗଳବାର ଚଢ଼ାଉ କରାଯାଇ ଏକ ଗଞ୍ଜେଇ ଭର୍ତ୍ତି ପିକଅପ ନଂ(ଓ ଆର ୦୭ଏଲ – ୧୧୦୨)ଜବତ କରାଯାଇଛି। ଅବକାରୀ ଗୁଇନ୍ଦା ବିଭାଗ ଡେପୁଟି କମିଶନର ଡମ୍ବୁରୁ ଧର ଖଣ୍ଡାଙ୍କ ନିର୍ଦ୍ଦେଶ କ୍ରମେ ଚଢ଼ାଉ ହୋଇଛି। ସେଥିରୁ ୬୦୦ କେଜି ଗଞ୍ଜେଇ ଜବତ ହୋଇଛି। ଜଣେ ଚାଲାଣକାରୀଙ୍କୁ ମଧ୍ୟ ଗିରଫ କରଯାଇଛି। ଅଭିଯୁକ୍ତ ଜଣଙ୍କ ଖାଲିକୋଟ ଥାନା ଅନ୍ତର୍ଗତ କେଶପୁରର ହର୍ଷ ବାରିକ(୩୫)। ଅଭିଯୁକ୍ତଙ୍କୁ ଜେରା ବେଳେ ସେ ଉକ୍ତ ଗଞ୍ଜେଇ ଗଜପତି ଜିଲା ଜିରାଙ୍ଗ ଅଞ୍ଚଳରୁ ଆଣି ଲଙ୍ଗଳଦେଇ ହୋଇ ବ୍ରହ୍ମପୁର ଚାଲାଣ ହୋଇଥାନ୍ତା ବୋଲି ଟିମ ଜାଣିବାକୁ ପାଇଛି। ଜବତ ଗଞ୍ଜେଇ ଓ ପିକଅପର ମୂଲ୍ୟ ୬୫ ଲକ୍ଷ ଟଙ୍କା ହେବ ବୋଲି ଟିମ କହିଛି। ଅଭିଯୁକ୍ତ ହର୍ଷଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଜମୁଛି ତାଳସଜ ବେପାର

ମୋରଡା,୨୧ା୫(ସ୍ମାରକ ମାଜୀ):ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଖରା ତାତିରେ ଲୋକଙ୍କ ପ୍ରଥମ ପସନ୍ଦ ପାଲଟିଛି ଥଣ୍ଡା ଜାତୀୟ ଖାଦ୍ୟ। ମୟୂରଭଞ୍ଜ ଜିଲା...

ଜିଲାରେ ମାନସିକ, ଆର୍ଥିକ ଦଣ୍ଡ ଭୋଗୁଛନ୍ତି ରୋଗୀ

କେନ୍ଦ୍ରାପଡ଼ା, ୨୧ା୫ (ଜଗନ୍ନାଥ ଧଳ):ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ଜିଲା ଭାବେ କେନ୍ଦ୍ରାପଡ଼ାକୁ ଚିହ୍ନଟ କରାଯାଇଛି। କୃଷିଭତ୍ତିକ ଅର୍ଥନୀତିରେ ଏହି ଜିଲା ପରିଚାଳିତ ହେଉଥିବା ବେଳେ ପ୍ରାୟ ୭୦%...

ନିର୍ବାଚନ ସେକ୍ଟର ଅଫିସରଙ୍କୁ ଘେରିଲେ ଗ୍ରାମବାସୀ

ଲୋଇସିଂହା,୨୧।୫(ସୁଶାନ୍ତ ବାରିକ) ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଲୋଇସିଂହା ବ୍ଲକ ସରଗାଡ ଗ୍ରାମରେ ନିର୍ବାଚନରେ ନିୟୋଜିତ ସେକ୍ଟର ଅଫିସର ସୂର୍ଯ୍ୟକାନ୍ତ ପଧାନଙ୍କୁ ଘେରିଲେ...

ବରଗଡ଼ ଜିଲାରେ ୭୫.୯୭ ପ୍ରତିଶତ ମତଦାନ: ଭଟଲିରେ ସର୍ବାଧିକ, ଅତାବିରାରେ ସର୍ବନିମ୍ନ

ବରଗଡ଼,୨୧।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ମତଦାନ ପ୍ରକ୍ରିୟା ସରିଛି । ଖରା,ତ ାତି ସତ୍ତ୍ବେ ମତଦାନ କେନ୍ଦ୍ର ଗୁଡିକରେ ଏଥର...

ମୁଖ୍ୟମନ୍ତ୍ରୀ ଜଣେ, ଶାସନ ଚଳାଉଛନ୍ତି ଅନ୍ୟ ଜଣେ

କୁଚିଣ୍ଡା,୨୧ା୫(ବିରଞ୍ଚତ୍ ଦର୍କା):ବିଜେଡି ସରକାରରେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ। ହେଲେ ତାଙ୍କୁ ମୋହାରା କରି କାର୍ତ୍ତିକ ପାଣ୍ଡିଆନ ସରକାର ଚଳାଉଛନ୍ତି। ଏଭଳି ସରକାରକୁ ହଟାଇବାକୁ ପଡ଼ିବ। ଏଥର...

ଗୋଟିଏ ଇଆଡ଼େ, ଆଉ ଗୋଟେ ସିଆଡ଼େ

ସମ୍ବଲପୁର/ରେଙ୍ଗାଲିରୁ,୨୧ା୫ (ଅନିଲ ଦାସ):ରାଜ୍ୟରେ ଆସନ୍ତା ୨୫ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ସମ୍ବଲପୁର ସମେତ ୫ ଲୋକ ସଭା ନିର୍ବାଚନମଣ୍ଡଳୀରେ ପ୍ରାର୍ଥୀମାନେ...

ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀଙ୍କ ୧ କୋଟିରୁ ଊର୍ଦ୍ଧ୍ୱ ସମ୍ପତ୍ତି ବାଜ୍ୟାପ୍ତି

ଭୁବନେଶ୍ୱର,(ସତ୍ୟଜିତ୍‌ ରାଉତ)/ ମାଲକାନଗିରି, ୨୧ା୫ (ଦୁର୍ଯ୍ୟୋଧନ ପାତ୍ର):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦଣ୍ଡିତ ହୋଇଥିବା ମାଲକାନଗିରି ଜିଲାର ପୂର୍ବତନ ମୃତ୍ତିକା...

ମତଦାନ କଲେ ମୃତ ଦିଲୀପଙ୍କ ସ୍ତ୍ରୀ

ଖଲ୍ଲିକୋଟ,୨୧ା୫(ପ୍ରଶାନ୍ତ କୁମାର ମିଶ୍ର):ନିର୍ବାଚନ ପାଇଁ ଦିଲୀପ ବହୁତ ଉତ୍ସାହିତ ଥିଲା। ଭୋଟ ଦେବା ପାଇଁ ସେ ଉତ୍କଣ୍ଠାର ସହ ୨୦ ତାରିଖକୁ ଅପେକ୍ଷା କରିଥିଲା। ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri