ଶ୍ରମିକଙ୍କୁ ଧରି ଯାଉଥିଲା ପିକଅପ୍‌ ଭ୍ୟାନ: ବାଟରେ ଓଲଟି ପଡ଼ିଲା

ସମ୍ବଲପୁର,୧୭।୨: ସମ୍ବଲପୁର-ରେଢାଖୋଲ ୫୫ ନମ୍ବର ଜାତୀୟ ରାଜପଥର ଯୁଜୁମୁରା ଥାନା ଅଧୀନ ହାତୀବାରୀ ନିକଟରେ ଶନିବାର ଏକ ଦୁର୍ଘଟଣା ଘଟିଛି। ଏକ ପିକ୍‌ଅପ୍‌ ଭ୍ୟାନ୍‌ ଓଲଟି ୪ଜଣ ଶ୍ରମିକ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି।

ମିଳିଥିବା ସୂଚନା ମୁତାବକ, ପିକଅପ ଭ୍ୟାନ ଡ୍ରାଇଭର ୨୦ଜଣ ଶ୍ରମିକଙ୍କୁ ଧରି ଯାଉଥିଲେ। ବେଳେ ହାତୀବାରୀ ନିକଟରେ ଗାଡିଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ ୪ଜଣ ଶ୍ରମିକ ଚାପି ହୋଇ ଗୁରୁତର ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରି ପ୍ରଥମେ ସମ୍ବଲପୁର ସଦର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ ବୁର୍ଲା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ପୋଲିସ ପହଞ୍ଚି ଗାଡ଼ି ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ରାସ୍ତାରେ ପଡ଼ିଲା ବିରାଟକାୟ ଗଛ

ମୋହନା,୧୧।୪(ମନ୍ମଥ ମିଶ୍ର) :ବର୍ଷା ଅଛି ନା ପବନ ଅଛି । ତଥାପି ରାସ୍ତା ଉପରେ ପଡ଼ିଲା ବିରାକାୟ ଗଛ । ଅଟକି ରହିଲା ଅନେକ ଗାଡ଼ି ରାସ୍ତାର…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri