ଘାଟିରେ ଓଲଟିଲା ପିକ୍‌ଅପ୍‌: ୪୦ ଆହତ

ଦିଗପହଣ୍ଡି,୧୦ା୩(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାଙ୍କେଶ୍ୱରୀ ଶକ୍ତିପୀଠରୁ ଫେରୁଥିବା ଏକ ପିକ୍‌ଅପ୍‌ ରବିବାର ଘାଟିରେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେବାରୁ ୪୦ଜଣ ଆହତ ହୋଇଛନ୍ତି।

ଦିପଗହଣ୍ଡି ଦମକଳ କର୍ମଚାରୀମାନେ ଆହତମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ୬ ଜଣଙ୍କ ଅବସ୍ଥା ଗୁରୁତର ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ ମେଡିକାଲ୍‌ ସ୍ଥାନାନ୍ତର କରାଯାଇଛି। ଅନ୍ୟ ସମସ୍ତ ଆହତଙ୍କୁ ପ୍ରାଥମିକ ଚିକିତ୍ସା କରାଯାଇ ଛାଡି ଦିଆଯାଇଛି। ଆହତ ଓ ଗୁରୁତରମାନେ ପାତ୍ରପୁର ବ୍ଲକ ଜରଡା ଥାନା ଅନ୍ତର୍ଗତ କେନ୍ଦୁଗୁମ୍ମା, ପାଣିପାଟ୍ଟ, ଝଗଡାପଲ୍ଲୀ, ଘାଟି ଆମ୍ବଗଁା, ବାଲିବାଡ,ବାଦୁଆ ଗ୍ରାମର ବୋଲି ସୂଚନା ମିଳିିଛି। ଦିଗପହଣ୍ଡି ପୋଲିସ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ତଦନ୍ତ ଆରମ୍ଭ କରିବା ସହ ଦୁର୍ଘଟଣାଗ୍ରସ୍ତ ପିକ୍‌ଅପ୍‌ ଗାଡିକୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

ଓଡିଆ ଭାଷା ସାହିତ୍ୟର ଶ୍ରୀବୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଥିଲା ଭଞ୍ଜନଗରର ଭୂମିକା

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ରବିବାର ଓଡିଆ ଭାଷା ସାହିତ୍ୟର ଶ୍ରୀବୃଦ୍ଧି ସାଧନରେ ଭଞ୍ଜନଗରର ଭୂମିକା ଉପରେ ଏକ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri