ଓଲଟିଲା ପିକ୍‌ଅପ୍‌, ୩୦ରୁ ଊର୍ଦ୍ଧ୍ୱ ଆହତ

କେନ୍ଦୁଝର,୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ନୟାକୋଟ ଥାନା ବାଂଶପାଳ ନିକଟରେ ଏକ ପିକ୍‌ଅପ୍‌ ଦୁର୍ଘଟଣାଗ୍ରସ୍ତ ହେବାରୁ ୩୦ରୁ ଊଦ୍ଧର୍‌ବ ଆହତ ହୋଇଥିବା ଜଣାପଡ଼ିଛି। ଖବର ପାଇ ପୋଲିସ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତମାନଙ୍କୁ ବାଂଶପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଆଜି ମଧ୍ୟାହ୍ନରେ ସେମାନେ ଅନୁଗୋଳ ଜିଲା ପାଲଲହଡ଼ା ଅଞ୍ଚଳ ରଡ଼ା ଗ୍ରାମର ଲୋକମାନେ ବାଂଶପାଳ ବ୍ଲକ ତଳଯାଗର ଗାଁକୁ ଭୋଜି ଆସୁଥିଲେ। ବାଂଶପାଳ ଆଇଟିଆଇ ନିକଟରେ ହଠାତ୍‌ ପିକ୍‌ଅପ୍‌ ଭ୍ୟାନ୍‌ଟି ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡ଼ିଥିଲା। ଗାଡ଼ିରେ ପ୍ରାୟ ୫୦ ଜଣ ମହିଳା ଓ ପୁରୁଷ ଥିଲେ। ସେମାନଙ୍କୁ ଉଦ୍ଧାର କରି ବାଂଶପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୪ ଜଣ ଗୁରୁତରଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଛି। ପୋଲିସ ଗାଡ଼ି ଜବତ କରି ଘଟଣାର ଅନୁଧ୍ୟାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଦିବ୍ୟାଙ୍ଗ ସାର୍ଟିଫିକେଟ୍ ନାଁରେ ଚାଲିଛି ମୋଟା ଅଙ୍କର ଠକେଇ! ଶିବିରରେ ଉତ୍ତେଜନା

ହାଟଡ଼ିହୀ/ଛେନାପଦୀ,୧୩।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଆୟୋଜିତ ହୋଇଥିବା ଭୀମଭୋଇ ଭିନ୍ନକ୍ଷମ ଶିବିରରେ ଦଲାଲଙ୍କ ପ୍ରାଦୁର୍ଭାବ ଦେଖାଯାଇଥିଲା। ଅଧିକ ପ୍ରତିଶତର…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?