ଗୋରୁ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଦୁର୍ଘଟଣାଗ୍ରସ୍ତ, ୩ ଗୋରୁ ମୃତ

ଧୂଷୁରୀ, ୨୭।୪( ଦୀପ୍ତି ରଞ୍ଜନ ନାୟକ ): ଭଦ୍ରକ ଜିଲାର ଧୂଷୁରୀ ଥାନା ଅଧୀନ ଅସୁରାଳିଠାରେ ଶନିବାର ଭୋର ୪ଟାରେ ଗୋରୁ ବୋଝେଇ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଉକ୍ତ ଭ୍ୟାନରେ ପ୍ରାୟ ୪୦ ଗୋରୁ ଥିଲାବେଳେ ୩ଟି ଗୋରୁ ମରିଥିବା ଜଣାପଡିଛି । ଡ୍ରାଇଭର୍‌କୁ ଗୁରୁତର ଅବସ୍ଥାରେ ଭଦ୍ରକ ପଠା ଯାଇଛି । ଘଟଣା ସ୍ଥଳରେ ଧାମନଗର ଦମକଳ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି । ଧୂଷୁରୀ ପୋଲିସ ମଧ୍ୟ ଦୁର୍ଘଟଣାର ତଦନ୍ତ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

ତାତିଲେ ଚାଷୀ, ୧୦ରେ ଜେଲଭରୋ ଆନ୍ଦୋଳନ: ଚାଷ, ଚାଷୀ ସମସ୍ୟା ଅସମାହିତ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। କିନ୍ତୁ ଏଠାରେ ଚାଷ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri