ଗୋରୁ ବୋଝେଇ ପିକଅପ ଭ୍ୟାନ ଜବତ: ୯ ଗୋରୁ ଉଦ୍ଧାର

ପାଟଣା ,୧୬।୧୧(ବୀର କିଶୋର ଦାଶ)କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ମୁମ୍ବାଇ କଲିକତା ୪୯ ନମ୍ବର ଜାତୀୟ ରାଜପଥ ବାଉଁଶୁଳି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଗୋରୁ ବୋଝେଇ ପିକଅପ ଭ୍ୟାନକୁ ତୁରୁମୁଙ୍ଗା ପୋଲିସ ଜବତ କରିଛି । ଗାଡି ଭିତରେ ଦୟନୀୟ ଭାବେ ବନ୍ଧାଯାଇଥିବା ୯ ଗୋରୁଙ୍କୁ ପୋଲିସ ଉଦ୍ଧାର କରିଛି। ଏହି ଘଟଣାରେ ତୁରୁମୁଙ୍ଗ ପୋଲିସ ଗାଡିର ଡ୍ରାଇଭର ଓ ହେଲପରଙ୍କୁ ଅଟକ ରଖି ପଚରାଉଚରା ଆରମ୍ଭ କରିଛି।
ସୂଚନାଥାଉ କି, ବିଳମ୍ବିତ ରାତିରେ ପୋଲିସ ପେଟ୍ରୋଲିଂ କରୁଥିବା ସମୟରେ ଗାଡି ଭିତରେ ଗୋରଙ୍କୁ ବାନ୍ଧି କଲିକତା ଅଞ୍ଚଳକୁ ଚାଲାଣ କରାଯାଉଥିଲା। ଏହି ସମୟରେ ପୋଲିସ ଗାଡିକୁ ଜବତ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ୪ ଦିନ ଝଡ଼ବର୍ଷା

ଭୁବନେଶ୍ୱର, ୧୫ା୩(ବନ୍ଦନା ସେଠୀ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବାବେଳେ ଶନିବାର ୩ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଝାରସୁଗୁଡାରେ ସର୍ୱାଧିକ ତାପମାତ୍ରା…

ଆମେରିକା ଉପରେ ଭୟଙ୍କର ଆକ୍ରମଣ କଲା ଇରାନ, ସବୁ ଛାରଖାର…

ତେହରାନ୍‌/ଓ୍ୱାଶିଂଟନ୍‌,୧୫ା୩:(ଏ.ପି./ରଏଟର୍ସ) ମଧ୍ୟପ୍ରାଚ୍ୟ ଯୁଦ୍ଧ ଶନିବାର ତୃତୀୟ ସପ୍ତାହରେ ପ୍ରବେଶ କରିଥିବାବେଳେ ଇରାନ୍‌ର ମୁଖ୍ୟ ତୈଳ ରପ୍ତାନି କେନ୍ଦ୍ର ଖାର୍ଗ ଦ୍ୱୀପରେ ଆମେରିକା ଆକ୍ରମଣ କରିଛି। ‘କ୍ରାଉନ୍‌ ଜୁଏଲ୍‌’…

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

୧୬ରେ କଂଗ୍ରେସର ସଂସଦ ଘେରାଉ ଆନ୍ଦୋଳନ

ନୂଆଦିଲ୍ଲୀ,୧୪ା୩: କେନ୍ଦ୍ର ସରକାର ନିକଟରେ କରିଥିବା ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା ଦେଶ ପାଇଁ କ୍ଷତିକାରକ ହେବ ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହାର ପ୍ରତିବାଦ ସ୍ବରୁପ…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

ଚାଷୀଙ୍କ ଦୁଃଖ: ଅମଳ ବେଳେ କଲରା କିଆରୀ ଉଜାଡ଼ିଲେ ଦୁର୍ବୃତ୍ତ, ଜମୁର୍ଡା ଗ୍ରାମରେ ଉତ୍ତେଜନା!

ବରଗଡ଼, ୧୪/୦୩ (ପ୍ରେମାନନ୍ଦ ଖମାରୀ): ଜଣେ ଚାଷୀ ରକ୍ତକୁ ପାଣି କରି ଫସଲ ଉଜେଇଥିବା ବେଳେ, ଅମଳ ସମୟରେ ଦୁର୍ବୃତ୍ତଙ୍କ କଳା ପାହାର ଚାଷୀର ମେରୁଦଣ୍ଡ ଭାଙ୍ଗି…

ଛାତ୍ରୀଙ୍କ ଅସଦାଚରଣ ଭିଡିଓ ଭାଇରାଲ ମାମଲା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

କାକଟପୁର/ଅସ୍ତରଙ୍ଗ,୧୪ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା): ପୁରୀ ଜିଲା କାକଟପୁର ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସ୍କୁଲର ଅବସରପ୍ରାପ୍ତ କର୍ମଚାରୀ ଅସଦାଚରଣ କରିଥିବା ଭିଡିଓ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ LPG ସିଲିଣ୍ଡର, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ଗ୍ୟାସ ଯୋଗାଣକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri