ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି l ମୋଟରସାଇକେଲରେ ଜଣେ ବ୍ୟକ୍ତି ଉକ୍ତ ରାସ୍ତାରେ ଯାଉଥିବା ବେଳେ ଏକ ପିକଅପ୍‌ ଭ୍ୟାନ ତାଙ୍କୁ ପଛ ପଟୁ ପିଟି ଦେଇଥିଲା। ଫଳରେ ଘଟଣାସ୍ଥଳରେ ମୋଟରସାଇକେଲ ଆରୋହୀଙ୍କ ଜୀବନ ଚାଲିଯାଇଛି l ମୃତ ବ୍ୟକ୍ତି ଜଣକ ହେଲେ ବୁଢୀପଦର ଗ୍ରାମର ଭୋଜରାଜ ରଣା।

ଅପରପକ୍ଷେ ଦୁର୍ଘଟଣା ଘଟାଇଥିବା ମୋଟରସାଇକେଲକୁ ପିଟିଥିବା ପିକଅପ୍‌ ଭ୍ୟାନ୍‌ ପଛ ପଟେ ନମ୍ବର ନ ଥିବା ବେଳେ ଆଗ ପଟେ ନମ୍ବର ଥିବା ଦେଖାଯାଇଛି l ଭୋଜରାଜ ନିଜ ମଟର ସାଇକେଲରେ ଘରକୁ ଫେରୁଥିବା ବେଳେ ରାସ୍ତାରେ ଦୁର୍ଘଟଣା ଘଟିଥିଲା l ତୁଷୁରା ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ପିକଅପ ଭ୍ୟାନ୍‌କୁ ଜବତ କରିଛି l ପିକଅପ ଭ୍ୟାନ୍‌ର ଡ୍ରାଇଭର ଦୁର୍ଘଟଣା ଘଟାଇ ଫେରାର ହୋଇଯାଇଛନ୍ତି। ଦୁର୍ଘଟଣାକୁ ନେଇ ପୋଲିସ ତଦନ୍ତ କରୁଥିବା ତୁଷୁରା ଥାନା ଆଇଆଇସି ମନୋଜ ପ୍ରଧାନ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ ଚାମ୍ପିୟନ ଭାରତକୁ ଧରାଶାୟୀ କଲା ଆୟାର୍ଲାଣ୍ଡ

ବେଲ୍‌ଫାଷ୍ଟ, ୨୮ା୬: ଆୟର୍ଲାଣ୍ଡ ବିପକ୍ଷରେ ଭାରତର ଶକ୍ତିଶାଳୀ ବ୍ୟାଟିଂ ଲାଇନ୍‌ ଅପ୍‌ ପୁଣି ବିଫଳ ହୋଇଛି। ସ୍ଥାନୀୟ ସିଭିଲ ସର୍ଭିସ କ୍ରିକେଟ କ୍ଲବଠାରେ ରବିବାର ଖେଳାଯାଇଥିବା ଦ୍ୱିତୀୟ…

ଟି୨୦ ବିଶ୍ୱକପରେ ଭାରତର ଅଭିଯାନ ଶେଷ

ଲଣ୍ଡନ, ୨୮।୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପର ଗ୍ରୁପ୍‌ ପର୍ଯ୍ୟାୟରୁ ଭାରତ ଅଭିଯାନ ଶେଷ ହୋଇଛି। ରବିବାର ଅନୁଷ୍ଠିତ ଅନ୍ତିମ ଲିଗ୍‌ ମ୍ୟାଚରେ ଭାରତକୁ ଅଷ୍ଟ୍ରେଲିଆ…

କ୍ରିକେଟ ଟୁର୍ନାମେଣ୍ଟ, ସୋମପେଣ୍ଠା ବିଜୟୀ, ଖେଳାଳିଙ୍କୁ ଉତ୍ସାହିତ କଲେ ବିଧାୟକ

ଛତ୍ରପୁର,୨୮।୬(ଦିଲ୍ଲୀପି ସାମଲ): ଛତ୍ରପୁର ନିକଟସ୍ଥ ଟି. ନୂଆଁଗାଁ ପଡ଼ିଆରେ ଚାଲିଥିବା ଶ୍ରୀଶ୍ରୀ ବାବା ଅଗସ୍ତିଶ୍ୱର କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ରଙ୍ଗେଈଲୁଣ୍ଡା ଏବଂ…

ସରକାରୀ ଚାକିରି ଦେବା ନାମରେ ୨୩ ଲକ୍ଷ ଠକେଇ

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ପୋଲିସ ଚାକିରି ଦେବା ନାମରେ ଠକେଇ ମାମଲାର ପର୍ଦ୍ଦାଫାଶ କରିଛି। ଘଟଣାରେ ଜଡ଼ିତ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ…

ତିରୁମାଲା ମନ୍ଦିର ସୁପ୍ରଭାତ ସେବାରେ ଯୋଗଦେଲେ ଅନନ୍ତ ଅମ୍ବାନୀ, କଲେ ମୁଣ୍ଡନ

ତିରୁମାଲା,୨୮।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅନନ୍ତ ଅମ୍ବାନୀ ରବିବାର ତିରୁମାଲାର ପାହାଡ଼ରେ ଅବସ୍ଥିତ ପବିତ୍ର ଭଗବାନ ଭେଙ୍କଟେଶ୍ୱରଙ୍କ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଅନନ୍ତ ତିରୁମାଲାରେ…

ଅଚାନକ ଅବସର ନେଲେ ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ

ୱେଲିଂଟନ,୨୮।୬: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ତୃତୀୟ ଟେଷ୍ଟରେ କ୍ରିକେଟକୁ ବିଦାୟ ଦେଇ ଅଲ୍‌ରାଉଣ୍ଡର ତଥା ଇଂଲଣ୍ଡ ଟେଷ୍ଟ ଅଧିନାୟକ ବେନ୍‌ ଷ୍ଟୋକ୍ସ ଆଶ୍ଚର୍ଯ୍ୟଜନକ ଭାବେ ଅବସର ନେଇଛନ୍ତି।…

ବ୍ରାଉନସୁଗାର ଜବତ ଘଟଣା: ୪ ଜଣଙ୍କ ମଧ୍ୟରୁ ଜେଲ ହାଜତକୁ ଗଲେ ୩, ଜଣେ ଖଲାସ

ହାଟଡିହୀ/କେନ୍ଦୁଝର,୨୮।୬(ଶୁଭକାନ୍ତ ନାୟକ/ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରାଉନସୁଗାର ଜବତ ଘଟଣାରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ଜେଲ ହାଜତକୁ…

ଚେନ୍ନାଇରୁ ଘରକୁ ଫେରିବା ବାଟରେ ଶ୍ରମିକ ନିଖୋଜ, ଖୋଜିବା ପାଇଁ ସ୍ତ୍ରୀଙ୍କ ନିବେଦନ

ଦେବଗଡ,୨୮ା୬(ଶଶାଙ୍କ ଶେଖର ଝାଙ୍କର): ଚେନ୍ନାଇରୁ ଘରକୁ ଫେରୁଥିବା ସମୟରେ ଦେବଗଡ ଜିଲା ରିଆମାଳ ଥାନା ଅଞ୍ଚଳର ପୁରମୁଣ୍ଡା ଗ୍ରାମର ଜଣେ ଶ୍ରମିକ ନିଖୋଜ ହୋଇଯାଇଥିବା ଜଣାପଡିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri