ଓଲଟିଲା ପିକଅପ ଭ୍ୟାନ୍‌: ୪ ଗାଈ ମୃତ

ନୟାଗଡ,୧୯।୨(ଲୋକନାଥ ମିଶ୍ର):ଦଶପଲା ଗଣିଆ ରାସ୍ତାର ଯୋଗୀ ବନ୍ଧ ନିକଟରେ ପିକଅପ ଭ୍ୟାନ ଓଲଟି ୪ ଗାଈ ପ୍ରାଣ ହରାଇଛନ୍ତି। ପିକଅପ ଭ୍ୟାନରେ ଦଶପଲା ଅଞ୍ଚଳରୁ ୧୦ ଗାଈ ଗଣିଆ ଅଞ୍ଚଳକୁ ଯାଉଥିଲେ। ଦୁର୍ଘଟଣା ପରେ ୪ ଗାଈ ପ୍ରାଣ ହରାଇଥିବା ବେଳେ ୨ ଗାଈ ଗୁରୁତର ଅଛନ୍ତି। ଗୁରୁତର ଗାଈଙ୍କୁ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଖବର ପାଇ ଦଶପଲା ଥାନା ପୋଲିସ ଦୁର୍ଘଟଣା ଗସ୍ତ ପିକଅପ ଭ୍ୟାନକୁ ଜବତ କରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ଉତ୍ତମ ରାଷ୍ଟ୍ର ଗଠନ ପାଇଁ ଉତ୍ତମ ସାହିତ୍ୟ ଚେତନା ଜରୁରୀ

ଭଞ୍ଜନଗର,୨୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଳକ୍ ଶାସନ ପଞ୍ଚାୟତ ଅନ୍ତର୍ଗତ ବଡ଼ଦୋଡଙ୍ଗା ଗ୍ରାମରେ ବୁଧବାର ଏକ କବିତା ଆସର ଏବଂ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

ରାଜନୀତିରେ ହଲଚଲ୍! ସରକାରଙ୍କ ଆଗରେ ୩ ଦାବି ରଖିଲେ ରାହୁଲ, ଜାଣିଲେ….

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପେପର ଲିକ୍ ଏବଂ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ସମ୍ପର୍କରେ ଦିଲ୍ଲୀର ଇନ୍ଦିରା ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି…

‘ମୋତେ ଘୋଷାଡି ନେଉଥିବା ପୋଲିସ କହିଲା, ଏ ସରକାରକୁ ହଟାନ୍ତୁ’, ରାହୁଲଙ୍କ ବିସ୍ଫୋରକ ବୟାନ

ନୂଆଦିଲ୍ଲୀ,୨୨।୭: ଲୋକ ସଭାର ବିରୋଧୀ ଦଳ ନେତା , କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ନିଟ୍ (NEET) ପରୀକ୍ଷାରେ ପେପର୍ ଲିକ୍, ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri