ପିକ୍‌ନିକ୍‌ ବସ୍‌ ଦୁର୍ଘଟଣାଗ୍ରସ୍ତ: ୧୦ ଛାତ୍ର ଆହତ

କେନ୍ଦୁଝର,୨୮ା୧୨: କଲେଜ ଛାତ୍ରଙ୍କୁ ନେଇ ପିକ୍‌ନିକ୍‌ ସାରି ଫେରୁଥିବା ବେଳେ ଏକ ବସ୍‌ ଗୁରୁବାର ଭୋର୍‌ରୁ କେନ୍ଦୁଝର ଜିଲା ଆନନ୍ଦପୁର ୨୦ ନଂ ଜାତୀୟ ରାଜପଥର ଧକୋଠା ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୧୦ ଜଣ ଛାତ୍ର ଗୁରୁତର ହୋଇଛନ୍ତି।

ସୂଚନାଯୋଗ୍ୟ, ବାଲେଶ୍ୱର ଜିଲା ସୋର ଅଞ୍ଚଳର ଏକ ଟ୍ୟୁଟରିଆଲ୍‌ର ୫୦ରୁ ଊର୍ଦ୍ଧ୍ୱ ପିଲାଙ୍କୁ ନେଇ ଶ୍ରୀକୁଞ୍ଜ ନାମକ ବସ୍‌ରେ ବୁଲାବୁଲି କରିବାକୁ ସମଲେଶ୍ୱରୀ ପୀଠକୁ ଯାଇଥିଲେ। ସେଠାରୁ ଫେରୁଥିବା ବେଳେ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡି ସ୍ଥାନାନ୍ତରଣକୁ ଚାଷୀଙ୍କ ବିରୋଧ: ଧାନ କିଣାବିକା ସମସ୍ୟା ଅସମାହିତ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୮ଦିନ ବିତି ଯାଇଛି। ହେଲେ ଧାନବିକ୍ରି ସମସ୍ୟା ଏପର୍ଯ୍ୟନ୍ତ ଅସମାହିତ ରହିଛି।...

୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ

ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍‌ମ୍ୟାପ୍‌...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri