ପିକ୍‌ନିକ୍‌ ବସ୍‌ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୧୧(ବ୍ୟୁରୋ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବେଲପଡ଼ା ଛକରେ ଏକ ପିକ୍‌ନିକ୍‌ ବସ୍‌ ଦୁର୍ଘଟଣା ଘଟିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରଛନ୍ତି। ଏଥିସହିତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

ଖବର ଅନୁଯାୟୀ, ବ୍ରହ୍ମପୁର ଅଞ୍ଚଳର ପ୍ରାୟ ୨୦ଜଣ ଏକ ବସ୍‌ ଯୋଗେ ପିକ୍‌ନିକ୍‌ କରିବାକୁ ଆସିଥିଲେ। ସମସ୍ତେ ଘଟଗାଁ ତାରିଣୀ ପୀଠରୁ ବୁଲି ଘରକୁ ଫେରୁଥିବା ବେଳେ ଶୁକ୍ରବାର ରାତି ୩ଟାରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଥିଲା। ଖୋର୍ଦ୍ଧା ବାଲୁଗାଁ ଓଭରବ୍ରିଜ ନିକଟରେ ବସ୍‌ଟି ଅଟକି ରହି ଯାତ୍ରୀମାନେ ପରିସ୍ରା କରିବା ବେଳେ ପଛପଟୁ ଆସି ଏକ ଟ୍ରକ୍‌ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣଙ୍କର ମେଡିକାଲରେ ମୃତ୍ୟୁ ଘଟିଥିଲା। ଦୁର୍ଘଟଣାରେ ମୋଟ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୭ଜଣ ଆହତ ହୋଇଛନ୍ତି। ଏହି ୩ ମୃତକ ହେଉଛନ୍ତି ଛାତ୍ର।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ସିବିରୁ ଚିହ୍ନଟ ହେଲେ ଆଉ ୨୪ ପଜିଟିଭ

କଟକ ଅଫିସ,୨୬ା୮- ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରୁ ବୁଧବାର ଆଉ ୨୪ ଜଣ ପଜିଟିଭ ଚିହ୍ନଟ ହୋଇନ୍ତି। ସେହିପରି ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ...

ନୂଆବର୍ଷରୁ ଗାଡ଼ି ଯାଞ୍ଚ କଡ଼ାକଡ଼ି

ଭୁବନେଶ୍ୱର,୭ା୧୨(ବ୍ୟୁରୋ): ବେପରୁଆ ଗାଡ଼ି ଚାଳକ ସାବଧାନ। ଏଣିକି ନିୟମ ଉଲ୍ଲଂଘନ କଲେ ଆଉ ନିସ୍ତାର ନାହିଁ। ଆସନ୍ତା ଜାନୁୟାରୀରୁ ରାଜ୍ୟରେ ଗାଡ଼ି ଯାଞ୍ଚକୁ ଜୋରଦାର କରାଯିବ।...

ବାଲେଶ୍ୱର, ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଛୁଟି ଘୋଷଣା

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ)- ଆସନ୍ତା ନଭେମ୍ବର ୩ ତାରିଖରେ ବାଲେଶ୍ୱର ଏବଂ ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଭୋଟ ଗ୍ରହଣ ଦିନ ଅର୍ଥାତ୍‌ ନଭେମ୍ବର...

ମହାନଦୀ ପଠାରେ ମାଣପେଡି,ଖଟୁଲି ସଫା

ଖଣ୍ଡପଡା,୫।୧୨(ସ୍ବ.ପ୍ର.): ପରିବାରର ସୁଖ ଏବଂ ସମୃଦ୍ଧି ପାଇଁ ମା’ଲକ୍ଷ୍ମୀଙ୍କୁ ମାର୍ଗଶିର ମାସର ପ୍ରତି ଗୁରୁବାର ଆରାଧନା କରାଯାଇଥାଏ। ଆସନ୍ତା ୧୨ ତାରିଖ ମାର୍ଗଶିର ମାସର ଶେଷ...

ଗୁରୁବାରଠୁ ଗଡିବ ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ

ଭୁବନେଶ୍ୱର,୧୭।୫(ବ୍ୟୁରୋ): ଗୁରୁବାରଠୁ ଗଡିବ ପୁରୀ-ହାୱଡା  ବନ୍ଦେ ଭାରତ ଏକ୍ସପ୍ରେସ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚୁଆଲ ମାଧ୍ୟମରେ ଶୁଭାରମ୍ଭ କରିବେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,...

ଭ୍ରୁଣ ନିରୂପଣ ଲ୍ୟାବ୍‌ ଲିଙ୍କ୍‌ରେ ଆଉ ଜଣଙ୍କୁ ବାନ୍ଧିଲା ପୋଲିସ

କଟକ ଅଫିସ,୨୩ା୧: ଭ୍ରୁଣ ନିରୂପଣ କରିଥିବା ଲ୍ୟାବ୍‌ ଲିଙ୍କ୍‌ରେ ଆଉ ଜଣଙ୍କୁ ଗିରଫ କରିଛି  ମଙ୍ଗଳାବାଗ  ପୋଲିସ। ଗିରଫ ବ୍ୟକ୍ତି ଜଣକ ହେଲେ ମାନସ ରଞ୍ଜନ...

ଯୋଗାଣ କର୍ମଚାରୀଙ୍କୁ ଅଫିସରୁ ବାହାର କରି ଧାରଣା ଦେଲା ଓକିଲ ସଂଘ

ବରଗଡ଼ ଅଫିସ,୨୩।୬: ବରଗଡ଼ ଜିଲାରେ ରବି ଧାନ ବିକ୍ରି ସମସ୍ୟା ଅସମାହିତ ହୋଇ ରହି ଯାଇଛି । ମଣ୍ଡିକୁ ବିକ୍ରି ପାଇଁ ଚାଷୀମାନେ ଧାନ ଆଣୁଥିଲେ...

ଦନ୍ତାହାତୀର ମୃତଦେହ ଠାବ

ଠାକୁରମୁଣ୍ଡା,୧୦ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଚମ୍ପାଝର ଫରେଷ୍ଟ ବିଟ୍‌ ଅନ୍ତର୍ଗତ ଡଙ୍ଗାଡିହା ଗ୍ରାମ ମଙ୍ଗଲକଚା ଜଙ୍ଗଲ କଡ଼ରେ ସୋମବାର ଏକ ଦନ୍ତାହାତୀର...

Advertisement
Archives

Model This Week