ପୁଅ ସହ କ୍ରିକେଟ ଖେଳୁଛନ୍ତି ବଲିଉଡର ଏହି ଚର୍ଚ୍ଚିତ ଅଭିନେତ୍ରୀ

ମୁମ୍ବାଇ,୨୬।୧୧-ବଲିଉଡ ଅଭିନେତ୍ରୀ ମଲାଇକା ଆରୋରା ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହିଥାନ୍ତି। ସେ ଇନ୍‌ଷ୍ଟାଗ୍ରାମରେ ନିଜର ଫଟୋ ଶେୟାର କରି ଚର୍ଚ୍ଚାରେ ମଧ୍ୟ ରହିଥାନ୍ତି। ବର୍ତ୍ତମାନ ମଲାଇକା ନିଜ ପୁଅ ଅରହାନଙ୍କ ସହ କ୍ରିକେଟ ଖେଳୁଥିବା ଫଟୋ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ମଲାଇକା ବର୍ତ୍ତମାନ ଛୁଟିରୁ ଫେରିବା ପରେ ଅରହାନଙ୍କୁ ଯଥେଷ୍ଟ ସମୟ ଦେଉଛନ୍ତି। ଗତ ମାସରେ ନିଜ ଇନ୍‌ଷ୍ଟାଗ୍ରାମରେ ପୁଅର ଜନ୍ମଦିନର ଅନେକ ଫଟୋ ଶେୟାର କରିଥିଲେ ମଲାଇକା। ନିକଟରେ ଅର୍ଜୁନ କପୁର ଏବଂ ସୈଫ ଅଲ୍ଲୀ ଖାନ ଆଗାମୀ ଚଳଚ୍ଚିତ୍ରର ସୁଟିଂ ପାଇଁ ଧର୍ମଶାଳା ଯାଇଥିଲେ। ତାଙ୍କ ସହ ମଲାଇକା ଏବଂ କରୀନା କପୁର ଥିଲେ। ଚଳିତବର୍ଷ ଧର୍ମଶାଳାଠାରେ ୪ ଜଣ ଯାକ ମିଶି ଦୀପାବଳି ପାଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ୍ ହେଲା ‘ଦ ପାୱାର’ର ଟ୍ରେଲର

ମୁମ୍ବାଇ: ଆଜିକାଲି ବଲିଉଡ୍‌ର କିଛି ବଡ ବଡ ଫିଲ୍ମକୁ ନେଇ ଚର୍ଚ୍ଚା ଯୋର ଧରିଛି । କିଛିର ଶୁଟିଂ ଜାରି ରହିଛି ତ ଆଉ କିଛି...

ବେହୋସ ହେବା ପର୍ଯ୍ୟନ୍ତ ବାପା ମୋତେ ମାରୁଥିଲେ: ଉର୍ଫି

ମୁମ୍ବାଇ: ଉର୍ଫି ଯାଭେଦ ଏବେ ଏକ ଚର୍ଚ୍ଚିତ ଚେହେରା। ତାଙ୍କର ଡ୍ରେସିଂ ସେନ୍ସକୁ ନେଇ ଅନେକ ସମୟରେ ସେ ଟ୍ରୋଲର ଶିକାର ହୋଇଥାଆନ୍ତି। ଆକ୍ଟ୍ରେସରୁ ସୋସିଆଲ...

ପ୍ରଶଂସକଙ୍କୁ ଘାଇଲା କରୁଛି ଲକ୍ଷ୍ମଣଙ୍କ ନିଶ

ରାମାନନ୍ଦ ସାଗରଙ୍କ ରାମାୟଣ ଧାରାବାହିକ ପୁନଃ ପ୍ରସାରଣ ପରଠାରୁ ଏହି ସିରିଏଲର କଳାକାରଙ୍କ ମଧ୍ୟ ଲୋକପ୍ରିୟତା ବଢ଼ିଛି। ଧାରାବାହିକରେ ଅଭିନୟ କରିଥିବା ଅରୁଣ ଗୋବିଲ, ଦୀପିକା...

ସ୍ତ୍ରୀଙ୍କ ପାଇଁ କରଓ୍ବାଚୌଥ ଉପବାସ କରନ୍ତି ଏହିସବୁ ସେଲିବ୍ରିଟି

୨୪ ଅକ୍ଟୋବର ଅର୍ଥାତ୍‌ ଆଜି କରଓ୍ବାଚୌଥ ବ୍ରତ ପାଳନ କରାଯାଉଛି। ଆଜି ମହିଳାମାନେ ନିଜ ସ୍ବାମୀଙ୍କ ଦୀର୍ଘ ଜୀବନ ପାଇଁ ଏକ ନିର୍ଜଳା ଉପବାସ ପାଳନ...

ହସାଇବ ବି କନ୍ଦାଇବ ବି ମୁଭି ‘ ଦ ଭ୍ୟାକ୍ସିନ ଓ୍ବାର’

ମୁମ୍ବାଇ: ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀଙ୍କ ମୁଭି ‘ଦ ଭ୍ୟାକ୍ସିନ ଓ୍ବାର’ର ପ୍ରିମିୟର ନିକଟରେ ନ୍ୟୁୟର୍କରେ ହୋଇଥିଲା। ଏବେ ଅଭିନେତା ଆର ମାଧବନ ଫିଲ୍ମର ରିଭ୍ୟୁ ସେୟାର...

ଅଯୋଧ୍ୟାରେ ପହଞ୍ଚିଲେ ଅକ୍ଷୟ କୁମାର

ମୁମ୍ବାଇ: ଅଭିନେତା ଅକ୍ଷୟ କୁମାର ଆଜିକାଲି ଫିଲ୍ମ ‘ରାମସେତୁ’କୁ ନେଇ ଚର୍ଚ୍ଚାରେ ରହିଛନ୍ତି। ଅକ୍ଷୟ ମାର୍ଚ୍ଚ ୧୮ ଅର୍ଥାତ୍‌ ଆଜି ଫିଲ୍ମ ଶୁଟିଂ କରିବା ପାଇଁ...

ଦ୍ୱିତୀୟ ଥର ପାଇଁ ମା’ ହେବାକୁ ଯାଉଛନ୍ତି ଇଶା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଇଶା କୋପ୍ପିକର ଗତ କିଛି ବର୍ଷ ହେବ ଇଣ୍ଡଷ୍ଟ୍ରିଠାରୁ ଦୂରରେ ରହିଛନ୍ତି କିନ୍ତୁ ସେ ସୋସିଆଲ ମିଡିଆରେ ବହୁତ ସକ୍ରିୟ ।...

ଆକ୍ଟ୍ରେସ୍‌ ହେବା ନିଷ୍ପତ୍ତିରେ ମୁଁ ହଣ୍ଡ୍ରେଡ୍‌ ପର୍‌ସେଣ୍ଟ ସନ୍ତୁଷ୍ଟ

ପାଠପଢ଼ା ଆଉ ଅଭିନୟ – ଏହି ଦୁଇଟିକୁ ବେଶ୍‌ ସମାନ୍ତରାଳ ଭାବରେ ନେଇ ଆଗେଇ ଚାଲିଛନ୍ତି ନବାଗତା ଆହାନା । ଡେବ୍ୟୁ ଫିଲ୍ମ ‘ଭରବ’ ପରେ...

Advertisement
Archives

Model This Week