ନିଜ ଖାଦ୍ୟକୁ ମାଛ ସହ ବାଣ୍ଟି ଦେଉଛିି ପାରା, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ପାରା ନିଜର ଖାଦ୍ୟକୁ ମାଛକୁ କିପରି ବାଣ୍ଟୁଛି, ତାହା ଦେଖିବାକୁ ମିଳିଛି। ଜଳାଶୟ ଉପରେ ପାରାଭାଡି ଥିବା ବେଳେ ସେଠାରୁ ମାଛକୁ ତଳକୁ ଖାଦ୍ୟ ପକାଉଛି ପାରା। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଆଉ ୨ ଦିନ ଗରମ, ଗୁଳୁଗୁଳି

ଭୁବନେଶ୍ୱର ୨୭।୫ (ବନ୍ଦନା ସେଠୀ): ରାଜ୍ୟରେ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଥିଲେ ମଧ୍ୟ ମଙ୍ଗଳବାର ଗରମ ଓ ଗୁଳୁଗୁଳି ଜାରି ରହିଥିଲା। ୨୦ ସ୍ଥାନର ତାପମାତ୍ରା ୪୦…

ବ୍ୟବସାୟୀଙ୍କ ଦୋକାନରୁ ୪୩ ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ଜବତ, ଅତର୍କିତ ଚଢାଉ କରି ପୋଲିସ…

ମହାକାଳପଡ଼ା, ୨୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା କଣ୍ଟିଲୋ ଓ ପୂର୍ବ ସୁନୀତି ଗ୍ରାମରେ ଦୁଇ ବ୍ୟବସାୟୀଙ୍କ ଦୋକାନ ଗୃହରୁ…

୧୦ ବର୍ଷର ଝିଅକୁ ବଳାତ୍କାର ପରେ ହତ୍ୟା ଘଟଣାର ପ୍ରେସମିଟ୍‌ କରୁଥିବାବେଳେ ହସି ହସି ଗଡ଼ିଲେ ୩ IPS: ଭିଡିଓ ଭାଇରାଲ ପରେ…

କୋଏମ୍ବାଟୁର,୨୭।୫: ତାମିଲନାଡୁର କୋଏମ୍ବାଟୁରରେ ଜଣେ ୧୦ ବର୍ଷୀୟା ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ନୃଶଂସ ହତ୍ୟାକାଣ୍ଡ ସମଗ୍ର ରାଜ୍ୟକୁ ଦୋହଲାଇ ଦେଇଛି। ବିଜୟ ସରକାର…

ବାପା ମାଛ ଧରାଳି, ପୁଅ ପାଇଲେ OAS: ବିନା କୋଚିଙ୍ଗ୍‌ରେ ମୋବାଇଲରୁ ପଢି ପାଇଲେ ସଫଳତା

ସୋରଡା,୨୭।୫( ରଜନି ମହାପାତ୍ର ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ ଦ୍ୱାରା ଆୟୋଜିତ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ୨୦୨୪-୨୫ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ସୋରଡା…

ମନ୍ତ୍ରୀଙ୍କ ଛାତି ଧଡ଼ପଡ଼: କାହାର ଯିବ ପଦ କିଏ ଯୋଡ଼ା ହେବେ ନୂଆ

ଭୁବନେଶ୍ୱର,୨୭।୫ ଓଡ଼ିଶାରେ ଖୁବ୍ ଶୀଘ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇପାରେ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍ ଧରିଛି। ଏହାକୁ ନେଇ ମନ୍ତ୍ରୀ ଓ ବିଧାୟକମାନଙ୍କ ମଧ୍ୟରେ ଉତ୍ସୁକତା…

ପୁଣି ଦେବାଶିଷ ଯିବେ ରାଜ୍ୟ ସଭା ନା ଆଉ କିଏ? ବଡ଼ ଇସାରା ଦେଲେ ସୁରେଶ ପୂଜାରୀ, କହିଲେ ଯିଏ ଇସ୍ତଫା ଦେଇ…

ଭୁବନେଶ୍ୱର,୨୭।୫: ଓଡ଼ିଶାରେ ରାଜ୍ୟ ସଭା ଉପନିର୍ବାଚନ ପାଇଁ ECI ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ଦେବା ପରେ ବିଜ୍ଞପ୍ତି ପ୍ରକାଶ ପାଇଛି। ଖାଲି…

ଆମ୍ବ ଗୋଟାଇବାକୁ ଯାଇଥିଲେ ଗୁରୁବାରୀ: ଆକ୍ରମଣ କଲା ହାତୀ: ଆଉ ତା’ପରେ…

ତିଗିରିଆ,୨୭।୫(ଜାଫର ଖାଁ): କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଭୋଗଡା ପଞ୍ଚାୟତ ବଡଭେଜିଆ ଆମ୍ବ ତୋଟାରୁ ବୁଧବାର ସକାଳେ ଆମ୍ବ ଗୋଟାଇବା ପାଇଁ ଯାଇଥିବା ଗୋକର୍ଣ୍ଣଖାଲ ଗ୍ରାମର…

ବେଙ୍ଗଲରେ ୫ ଟଙ୍କାରେ ମିଳିବ ମାଛ-ଭାତ; ଜାଣନ୍ତୁ ଦେଶର କେଉଁ ରାଜ୍ୟରେ ମିଳେ ସବୁଠୁ ଶସ୍ତା ସରକାରୀ ଥାଳି?

କୋଲକାତା,୨୭।୫: ପଶ୍ଚିମବଙ୍ଗ ସରକାର ସାଧାରଣ ଏବଂ ଗରିବ ଲୋକଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟର ସରକାରୀ ସହାୟତା ପ୍ରାପ୍ତ ସ୍ୱତନ୍ତ୍ର କ୍ୟାଣ୍ଟିନଗୁ ବର୍ତ୍ତମାନ ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri