ଭଦ୍ରକ ଅଫିସ,୨।୪: ଭଦ୍ରକ ଜିଲା ବନ୍ତ ଛକ ବୀଣା ପେଟ୍ରୋଲ ପମ୍ପ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭୁବନେଶ୍ୱରରୁ କୋଲକାତା ଅଭିମୁଖେ ଯାଉଥିବା ଶୁଭ ନାମକ ଉକ୍ତ ବସ୍ ଭରସାମ୍ୟ ହରାଇ ଏକ ଟ୍ରକ୍ (ଓଡି ୦୪ ଏନ୍ ୧୩୪୭)କୁ ଧକ୍କା ଦେଇଥିଲା । ଦୁର୍ଘଟଣାରେ ୭ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ବସ୍ ଡ୍ରାଇଭର ଓ ହେଲଫର ଫେରାରଥିବା ଜଣାପଡିଛି l
Posted inHome Left, ଆମ ଜିଲା ଖବର, ଭଦ୍ରକ, ରାଜ୍ୟ View All
କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍ର ପରୀକ୍ଷଣ ସଫଳ
ନୂଆଦିଲ୍ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…
ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି
ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…
ଟ୍ରେନ ଆଗକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…
ବଲାଙ୍ଗୀର,୨୮।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖୁଜେନପାଲି କବାଟପଡ଼ା ରେଳ ଲାଇନ୍ ନିକଟରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ରେଳବାଇ ପୋଲିସ ଉଦ୍ଧାର କରିଛି। ମହିଳାଙ୍କ ପରିଚୟ ମିଳି…
ବିପଦ ସଂକେତ ଉପରେ ବୁଢ଼ାବଳଙ୍ଗ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ, ଏସ୍ପି
ବୈଶିଙ୍ଗା,୨୮।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ତଥା ବେତନଟୀ ବ୍ଲକ ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ପୋଲ ନିକଟରେ ମଙ୍ଗଳବାର ଦ୍ୱିପ୍ରହର ସୁଦ୍ଧା ଜଳସ୍ତର ବିପଦ…
ପାଲଲହଡ଼ା-ବାଉଁଶଯୋଡ଼ା ବ୍ରିଜରେ ୫ ଫୁଟ ବନ୍ୟା ପାଣି
ଭୁବନେଶ୍ୱର,୨୮।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଯୋଗୁ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁ ପାଲଲହଡ଼ା-ବାଉଁଶଯୋଡ଼ା ନଦୀ ବ୍ରିଜ ଉପରେ…
ଅଚାନକ ଭାରତୀୟ କୋଚ୍ ଦେଲେ ଇସ୍ତଫା: କ୍ରିକେଟ ଜଗତରେ ହଇଚଇ, ଏମିତି ନିଷ୍ପତ୍ତି ନେଇ…
ମୁମ୍ବାଇ,୨୮।୭: ଅଚାନକ ଟିମ ଇଣ୍ଡିଆର ସହକାରୀ କୋଚ୍ ରୟାନ ଟେନ ଡୋଶେଟ (Ryan ten Doeschate) ନିଜ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁକେ (UK) ଗସ୍ତରେ…
ସରକାରଙ୍କ ବଡ଼ ଘୋଷଣା ରାକ୍ଷୀ ପୂର୍ଣ୍ଣିମାଠାରୁ ପ୍ରତି ମାସରେ ମହିଳାଙ୍କ ଖାତାକୁ ଆସିବ ୨୫୦୦ଟଙ୍କା
ନୂଆଦିଲ୍ଲୀ,୨୮।୭: ରକ୍ଷା ବନ୍ଧନ ପୂର୍ବରୁ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କ୍ୟାବିନେଟ ନିଷ୍ପତ୍ତି ମାଧ୍ୟମରେ ଦିଲ୍ଲୀର ଭଉଣୀମାନଙ୍କୁ…
କେରଳ ଦାଦନ ଖଟିବାକୁ ଯାଇ ଯୁବକ ମୃତ: ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା
ଜି.ଉଦୟଗିରି,୨୮।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲାରୁ ସୁଦୂର କେରଳରେ ଦାଦନ ଖଟିବାକୁ ଯାଇ ଯୁବକଙ୍କ ମୃତ୍ୟୁ ଘଟଣା ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା…
Archives

