କେରଳରୁ ଭୁବନେଶ୍ୱର ଆସୁଥିଲା ତୀର୍ଥଯାତ୍ରୀ ବସ୍‌, ବାଟରେ ଓଲଟିପଡ଼ିଲା

ବାଲେଶ୍ୱର,୨୪ା୪(ବାଞ୍ଛାନିଧି ଦେ): ରାଜପଥରେ ଓଲଟିପଡ଼ିଲା ତୀର୍ଥଯାତ୍ରୀ ବସ୍‌। ଫଳରେ ୮ ଜଣ ଗୁରୁତର ହୋଇଛନ୍ତି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଶେରଗଡ଼ ଓଭରବ୍ରିଜ ପାଖରେ ଶୁକ୍ରବାର ରାସ୍ତାକଡ଼କୁ ଏହି ତୀର୍ଥଯାତ୍ରୀ ବସ୍‌ଟି ଓଲଟିପଡ଼ିଥିଲା। ବସ୍‌ଟି କେରଳରୁ ତୀର୍ଥଯାତ୍ରୀଙ୍କୁ ନେଇ ଭୁବନେଶ୍ବର ଆସୁଥିଲା । ଘଟଣାସ୍ଥଳରେ ପୋଲିସ ଓ ଉଦ୍ଧାରକାରୀ ଦଳ ପହଞ୍ଚି ବସ୍‌ର କାଚ ଭାଙ୍ଗି ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲେ। ସମସ୍ତ ଆହତମାନଙ୍କୁ ଖନ୍ତାପଡ଼ା ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଭାରସାମ୍ୟ ହରାଇ ବସ୍‌ଟି ରାସ୍ତା ପାର୍ଶ୍ୱକୁ ଓଲଟି ପଡ଼ିଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଚମକାଇ ଦେଲେ ନେତାନ୍ୟାହୁ, ମେଡିକାଲ ରିପୋର୍ଟ କଲେ ସାର୍ବଜନୀନ! ଗୁରୁତର ରୋଗରେ…

ଜେରୁଜେଲମ,୨୪।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ତାଙ୍କର ବାର୍ଷିକ ଚିକିତ୍ସା ରିପୋର୍ଟ ସାର୍ବଜନୀନ କରି ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛନ୍ତି। ଯୁଦ୍ଧ ଏବଂ କୂଟନୀତିର କେନ୍ଦ୍ରସ୍ଥଳରେ ଥିବା ନେତାନ୍ୟାହୁ…

ଭାଜପାରେ ଯୋଗଦେଲେ ରାଘବ ଚଢା, ମିଳିବ ବଡ଼ ଦାୟିତ୍ୱ! ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୪।୪: ଭାଜପାରେ ଯୋଗଦେଲେ ରାଘବ ଚଢା। କିଛି ସମୟ ପୂର୍ୱରୁ ଏଏପିରୁ ଇସ୍ତଫା ଘୋଷଣା କରିଥିବା ରାଜ୍ୟ ସଭା ଏମପି ରାଘବ ଚଢା, ଅଶୋକ ମିତ୍ତଲ ଏବଂ…

୩୦ ଜୀବନ ବଞ୍ଚାଇ ହାରିଗଲା ‘କାଳୀ’: ଲୁହ ଝରାଇଲେ ଗାଁ ଲୋକ

ଉଦଳା,୨୪।୪(ସନ୍ତୋଷ କୁମାର ବାଚ୍ଛିନୀ): ଆଜିର ସମାଜରେ ଉପକାର କରିଥିବା ଆପଣାର ଲୋକଙ୍କୁ ମଣିଷ ଠକି ଦେଉଛି। ମାତ୍ର ମଣିଷ ପାଖରୁ ପାଇଥିବା ସ୍ନେହ ମମତା ଓ ଭଲ…

ଏଏପିର ୭ ଏମପି : ରାଜ୍ୟ ସଭାରେ ଭାଜପାର ବଡ଼ ଗେମ୍‌, ଦିଲ୍ଲୀରେ ହଲଚଲ!

ନୂଆଦିଲ୍ଲୀ,୨୪।୪: ଆମ ଆଦମୀ ପାର୍ଟି (ଏଏପି)ର ସାତ ଜଣ ରାଜ୍ୟ ସଭା ସଦସ୍ୟ ରାଘବ ଚଢା ଏବଂ ସନ୍ଦୀପ ପାଠକ ଶୁକ୍ରବାର ଭାଜପାରେ ଯୋଗଦେବାର ଘୋଷଣା କରିଛନ୍ତି।…

ମୋଦି କ୍ୟାବିନେଟ ନା ପଞ୍ଜାବ ଭାଜପାର ଚେହେରା ହେବେ ଚଢା? ଜଣାପଡିଲା ଭିତିରି ଖେଳ

ନୂଆଦିଲ୍ଲୀ,୨୪।୪: ରାଘବ ଚଢା ଏବଂ ଅନ୍ୟ ଛଅ ଜଣ ରାଜ୍ୟ ସଭା ଏମପି ଆମ ଆଦମୀ ପାର୍ଟି (ଆପ) ଛାଡି ଭାଜପାରେ ଯୋଗଦେବାର ଘୋଷଣା ଭାରତୀୟ ରାଜନୀତିରେ…

ଭାଙ୍ଗିଯିବ ପଞ୍ଜାବର ମାନ ସରକାର? ଏଏପିର ୭ ଏମପି ଦଳ ଛାଡିବା ପରେ ବଢିଲାଣି ଚିନ୍ତା

ନୂଆଦିଲ୍ଲୀ,୨୪।୪: ପଞ୍ଜାବରେ ଆମ ଆଦମୀ ପାର୍ଟି (AAP) ସରକାର ପତନ ଦ୍ୱାରରେ ପହଞ୍ଚିଛି କି? ଏକ ଗୁରୁତ୍ୱପୂର୍ଣ୍ଣ ଘଟଣାକ୍ରମରେ, AAP ରାଜ୍ୟ ସଭା ଏମପି ରାଘବ ଚଢା,…

ରାଘବ ଚଢାଙ୍କ ଇସ୍ତଫା ପରେ ମୁହଁ ଖୋଲିଲେ କେଜରିଓ଼୍ବାଲ, ଜାତୀୟ ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୪।୪: ଆମ ଆଦମୀ ପାର୍ଟିକୁ ଏକ ବଡ଼ ରାଜନୈତିକ ଝଟକା ଲାଗିଛି। ଶୁକ୍ରବାର ୨୪ ଏପ୍ରିଲ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି ରାଘବ ଚଢା କହିଛନ୍ତି ଯେ…

ସମୟ ପୂର୍ବରୁ କେରଳ ଛୁଇଁବ ମୌସୁମୀ, IMDର ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୪।୪: ଏପ୍ରିଲ ମାସରୁ ଦେଶର ଅଧିକାଂଶ ଅଞ୍ଚଳରେ ପ୍ରବଳ ଗରମ ଅନୁଭୂତ ହେଉଛି। ଫଳରେ, ଲୋକମାନେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଉତ୍ତର, ମଧ୍ୟ ଏବଂ ପୂର୍ବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri