Posted inଜାତୀୟ

ତୀର୍ଥଯାତ୍ରା ହେଲା ମହାଯାତ୍ରା: ସଡ଼କ ଦୁର୍ଘଟଣାରେ ୧୪ ମୃତ

କୁରନୋଲ,୧୪।୨: ତୀର୍ଥଯାତ୍ରା ପାଲଟିଛି ମହାଯାତ୍ରା। ଆନ୍ଧ୍ରପ୍ରଦେଶର କୁରନୋଲ ଜିଲାର ଭେଲଡୁରୁଟି ଗାଁଠାରେ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ମିନି ବସ୍‌ ଏବଂ ଟ୍ରକ୍‌ ମଧ୍ୟରେ ଧକ୍କା ଘଟିଛି। ଜାତୀୟ ରାଜପଥରେ ରବିବାର ଭୋର୍‌ ୪ଟା ସମୟରେ ଘଟିଥିବା ଏହି ସଡ଼କ ଦୁର୍ଘଟଣାରେ ୧୪ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ଶିଶୁ ରହିଥିବା ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ୪ ଜଣ ଶିଶୁଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଉଦ୍ଧାର ହୋଇଥିବା ଫୋନ୍‌ ଏବଂ ଆଧାର କାର୍ଡରୁ ପୋଲିସ ସବିଶେଷ ତଥ୍ୟ ସଂଗ୍ରହ ଜାରି ରଖିଛି। ୧୮ ଜଣ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ମିନିବସ୍‌ ନିୟନ୍ତ୍ରଣ ହରାଇ ରୋଡ୍‌ ଡିଭାଇଡରରେ ପିଟି ହୋଇ ଟ୍ରକ୍‌କୁ ଧକ୍କା ଦେଇଥିଲା। ପରେ ମିନି ବସ୍‌ଟି ଓଲଟି ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ପରେ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି:ଏହି ଦିନ ହେବ ଭୋଟିଂ

ଭୁବନେଶ୍ୱର,୨୭।୫: ରାଜ୍ୟ ସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜେଡି ଛାଡ଼ି ଭାଜପାରେ ଦେଇଥିବା ଦେବାଶିଷ ସାମନ୍ତରାୟ ଇସ୍ତଫା ଦେବା ପରେ ଏହି ବିଜ୍ଞପ୍ତି ଜାରି…

ଶ୍ରେଷ୍ଠ ବିଧାୟକ ଚୟନ କମିଟି ଗଠନ: ବାଛିବେ ୬ ସଦସ୍ୟ, ଜଣେ ସାମ୍ବାଦିକ ସାମିଲ

ଭୁବନେଶ୍ୱର,୨୭।୫: ଓଡ଼ିଶା ବିଧାନସଭାର ଶ୍ରେଷ୍ଠ ବିଧାୟକଙ୍କ ଚୟନ ପାଇଁ କମିଟି ଗଠନ ହୋଇଛି। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ୬ ଜଣ ସଦସ୍ୟଙ୍କୁ ନେଇ ଏହି କମିଟି ଗଠନ କରାଯାଇଛି।…

ଭାରତରେ କରୋନାଠାରୁ ବିପଜ୍ଜନକ ‘ଇବୋଲା’ ଭାଇରସର ଏଣ୍ଟ୍ରି! ଆଫ୍ରିକାରୁ ଫେରିଥିବା ୨୮ ବର୍ଷୀୟ ମହିଳା ମେଡିକାଲରେ ଭର୍ତ୍ତି

ନୂଆଦିଲ୍ଲୀ, ୨୭।୫: ଆଫ୍ରିକାରେ ବ୍ୟାପିବା ପରେ ଏବେ ଭାରତରେ ଇବୋଲା ଭାଇରସ ମାମଲା ଦେଖାଯାଇଛି। ଉଗାଣ୍ଡାରୁ ଫେରିଥିବା ଜଣେ ମହିଳାଙ୍କଠାରେ ଇବୋଲା ଭାଇରସ ଲକ୍ଷଣ। ଏନେଇ କେନ୍ଦ୍ର…

କାହିିଁକି ଇସ୍ତଫା ଦେବେ ସିଦ୍ଦାରାମାୟା, ଜଣାପଡିଲା ଅସଲ କାରଣ, କଂଗ୍ରେସ ଖେଳିଲା ବଡ଼ ଚାଲ୍‌

ନୂଆଦିଲ୍ଲୀ, ୨୭।୫: କଂଗ୍ରେସ ଦଳ କର୍ନାଟକରେ ଦୀର୍ଘ ଦିନ ଧରି ଚାଲିଥିବା ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱର ପ୍ରାୟ ସମାଧାନ କରିସାରିଛି। ଦୀର୍ଘ ସମୟ ଧରି ଦୁଇ ଶକ୍ତିଶାଳୀ ନେତା,…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ପଶିଲା ଇଡି: ୧୨ଟି ସ୍ଥାନରେ ଚଢାଉ

ଥିରୁଭାନନ୍ତପୁରମ,୨୭।୫:କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରୁଛି। ଏହି ଚଢାଉଗୁଡ଼ିକ ଏକ ମନି ଲଣ୍ଡରିଂ ମାମଲା ସହିତ ଜଡିତ। ଇଡି ପିନାରାଇ…

ଜୁନ ୧ ତାରିଖରେ ମିଳିବନି ପେଟ୍ରୋଲ-ଡିଜେଲ! ଧର୍ମଘଟ ଘୋଷଣା କଲେ…

ନୂଆଦିଲ୍ଲୀ, ୨୭।୫: ଜୁନ ୧ ତାରିଖରେ ମିଳିବନି ପେଟ୍ରୋଲ-ଡିଜେଲ । ରାଜସ୍ଥାନର ପେଟ୍ରୋଲ ପମ୍ପ ଅପରେଟରମାନେ ଜୁନ ୧ ତାରିଖରେ ରାଜ୍ୟବ୍ୟାପୀ ଧର୍ମଘଟ ଘୋଷଣା କରିଛନ୍ତି। ପେଟ୍ରୋଲିୟମ…

ତୋରଣ ନିର୍ମାଣରେ ଅନିୟମିତତା ଅଭିଯୋଗ: ଭିଜିଲାନ୍ସ ତଦନ୍ତ ଦାବି

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଥାନାଛକ ସମ୍ମୁଖରେ ନିର୍ମିତ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ତୋରଣ ଭାଙ୍ଗିଯିବା ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି। ନିମ୍ନମାନର କାମ ହୋଇଥିବା ଯୋଗୁ…

ସିମନବାଡିରେ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ: ଭାଇଚାରା ପାଇଁ…

ଦାରିଙ୍ଗବାଡି,୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପାଟ୍ଟଖଣ୍ଡା ଖେଳ ପଡିଆଠାରେ ବ୍ଲକସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ ଉଦଘାଟିତ ହୋଇଯାଇଛି। ଏହାକୁ ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri