ମଦ୍ୟପାନ କରି ବିମାନରେ ଯାଇ ପାରିବେନି ପାଇଲଟ କେବିନ୍‌ କ୍ରୁ, ଡିଜିସିଏ ନିର୍ଦ୍ଦେଶ…

ନୂଆଦିଲ୍ଲୀ, ୧୪।୯ : ମଦ୍ୟପାନ କରି ବିମାନ ଉଡ଼ାଣ ରୋକିକା ଲାଗି ପୁଣି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) ପାଇଲଟ ଏବଂ କ୍ରୁ ସଦସ୍ୟଙ୍କ ନିଶ୍ୱାସ ବିଶ୍ଳେଷଣକାରୀ ପରୀକ୍ଷା ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି।

ନିର୍ଦ୍ଦେଶାବଳୀ ଅନୁଯାୟୀ, ଅକ୍ଟୋବର ୧୫ ରୁ ସମସ୍ତ ପାଇଲଟ ଏବଂ କ୍ରୁ ସଦସ୍ୟଙ୍କ ପାଇଁ ପୁନର୍ବାର ନିଶ୍ୱାସ ବିଶ୍ଳେଷଣକାରୀ ପରୀକ୍ଷା ବାଧ୍ୟତାମୂଳକ କରାଯାଇଛି। କରୋନା ମାମଲାର କ୍ରମାଗତ ହ୍ରାସ ଏବଂ ବିମାନ ଚଳାଚଳ ବୃଦ୍ଧିକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି।

ବର୍ତ୍ତମାନ ବିମାନଗୁଡିକ ସାଧାରଣ ଭାବରେ କାର୍ଯ୍ୟ ଆରମ୍ଭ କରିଛି, ତେଣୁ ବିପଦ ମଧ୍ୟ ବୃଦ୍ଧି ପାଇଛି ବୋଲି ଡିଜିସିଏ ପକ୍ଷରୁ କୁହାଯାଇଛି। ଏହି ମର୍ମରେ ସମ୍ଭାବ୍ୟ ବିପଦକୁ ରୋକିବା ଲାଗି ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା ଡିଜିସିଏ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୨ରେ ଚାଲିବନି UPI! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍‌ଲୀ,୨୭।୯: ୨ ତାରିଖରେ ଦେଶବ୍ୟାପୀ ‘ନୋ UPI ଡେ’ ପାଳନ ହେବା ନେଇ ମିଡିଆରେ ଯେଉଁ ଖବର ପ୍ରକାଶ ପାଇଛି ତାହା ସମ୍ପୂର୍ଣ୍ଣ ମିଛ। ଏଭଳି କୌଣସି…

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ ସବୁ ସରକାରୀ ବ୍ୟାଙ୍କ୍‌ର ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍‌ଲୀ,୨୭।୯: ସାରା ଦେଶରେ ୨୮ ରୁ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ସମସ୍ତ ସରକାରୀ ଏବଂ ଘରୋଇ (ପ୍ରାଇଭେଟ) ବ୍ୟାଙ୍କ ତିନି ଦିନିଆ ଧର୍ମଘଟରେ ରହିବାକୁ ଯାଉଛନ୍ତି। ଏହା…

ସୋମବାରରୁ ୩ ଦିନ ବ୍ୟାଙ୍କ ଷ୍ଟ୍ରାଇକ୍‌: ଜାଣନ୍ତୁ ରବିବାର କେଉଁ ବ୍ୟାଙ୍କ ଖୋଲା, କେଉଁଟା ବନ୍ଦ?

ନୂଆଦିଲ୍‌ଲୀ,୨୭।୯: ୨୮ ସେପ୍ଟେମ୍ୱର ଅର୍ଥାତ ସୋମବାରଠାରୁ ଦେଶର ସମସ୍ତ ବ୍ୟାଙ୍କ ତିନି ଦିନିଆ ଧର୍ମଘଟକୁ ଯାଉଛନ୍ତି। ଏହି ଧର୍ମଘଟ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ଚାଲିବ, ଯାହା ଫଳରେ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା…

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?