Posted inଜାତୀୟ

ରାଜସ୍ଥାନର ଗେହଲୋଟ ସରକାରଙ୍କ ବିରୋଧରେ ପାଇଲଟଙ୍କ ହଙ୍ଗର ଷ୍ଟ୍ରାଇକ…

ଜୟପୁର,୯।୪ : ରାଜସ୍ଥାନ କଂଗ୍ରେସରେ ପୁଣି ଏକ ନୂଆ ଝଡ଼ ସୃଷ୍ଟି ହେବାକୁ ଯାଉଛି। କଂଗ୍ରେସ ନେତା ତଥା ରାଜ୍ୟର ପୂର୍ବତନ ଉପପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ଏପ୍ରିଲ ୧୧ ରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ନେତୃତ୍ୱାଧୀନ ସରକାରଙ୍କ ବିରୋଧରେ ହଙ୍ଗର ଷ୍ଟ୍ରାଇକରେ ବସିବାକୁ ନିଷ୍ପତ୍ତି ନେଇଛନ୍ତି। ରବିବାର ଏକ ଖବରଦାତା ସମ୍ମିଳନୀରେ ପାଇଲଟ କହିଛନ୍ତି, ପୂର୍ବ ବସୁନ୍ଧରା ରାଜେ ସରକାରଙ୍କ ବିରୋଧରେ ଆସିଥିବା ଅଭିଯୋଗ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଅଶୋକ ଗେହଲୋଟଙ୍କୁ ନିବେଦନ କରିଛନ୍ତି। କିନ୍ତୁ ଏପର୍ଯ୍ୟନ୍ତ ତାଙ୍କ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନାହିଁ।

ବସୁନ୍ଧରାଙ୍କ ବିରୋଧରେ ସେ ଏବଂ ଗେହଲୋଟ ଏକାଠି ଏହି ଅଭିଯୋଗ ଆଣିଥିଲେ। କଂଗ୍ରେସ ଦଳର ତତ୍କାଳୀନ ରାଜ୍ୟ ଅଧ୍ୟକ୍ଷ ଭାବରେ ମୁଁ କିଛି ଅଭିଯୋଗ କରିଥିଲି। ମୁଁ ପ୍ରତିଶୋଧ ରାଜନୀତିରେ ବିଶ୍ୱାସ କରେ ନାହିଁ। କିନ୍ତୁ ବିରୋଧୀ ଦଳ ଭାବେ ଆମର କିଛି ବିଶ୍ୱସନୀୟତା ଥିଲା ଏବଂ ସେଥିପାଇଁ ଆମେ କ୍ଷମତାକୁ ଆସିଥିଲୁ। ରାଜ୍ୟରେ ଦୁର୍ନୀତି ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମୁଁ ପ୍ରତିଶ୍ରୁତିବଦ୍ଧ। ସେଥିପାଇଁ ମୁଁ ହଙ୍ଗର ଷ୍ଟ୍ରାଇକ କରିବି। ଜନସାଧାରଣ ଅନୁଭବ କରୁଛନ୍ତି ଆମେ କୌଣସି କାର୍ଯ୍ୟ କରୁ ନାହୁଁ । ଆମେ ଆମର ପ୍ରତିଶ୍ରୁତି ପୂରଣ କରୁନାହୁଁ। ତେଣୁ ମୁଁ ଏଭଳି କରିବାକୁ ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

AI’ରେ ଭିଡିଓ କରି ବର୍ଷକରେ ୩୫ କୋଟିରୁ ଅଧିକ ରୋଜଗାର: ୟୁଟ୍ୟୁବ୍‌ରେ ଚହଳ ସୃଷ୍ଟି କଲା ଭାରତର ଏହି ଚ୍ୟାନେଲ

ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

ରେଲେଓ଼୍ବର ବଡ଼ ଘୋଷଣା, ଟ୍ରେନରେ ମିଳିବ…

ନୂଆଦିଲ୍ଲୀ,୩୦।୧୨: କୁହୁଡ଼ି ଯୋଗୁଁ ଉତ୍ତର ଭାରତରେ ପ୍ରତିଦିନ ଅନେକ ଟ୍ରେନ ବିଳମ୍ୱ ହୁଏ। କମ କିମ୍ୱା ଶୂନ୍ୟ ଦୃଶ୍ୟମାନତା ଟ୍ରେନ ଗତିକୁ ବହୁ ପରିମାଣରେ ହ୍ରାସ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ପ୍ରିୟଙ୍କା ଗାନ୍ଧୀଙ୍କ ବୋହୂ ଅଭିଭାଙ୍କ ସମ୍ପତ୍ତି କେତେ? ଏମିତି କରନ୍ତି ମୋଟା ଅଙ୍କର ରୋଜଗାର

ନୂଆଦିଲ୍ଲୀ,୩୦।୧୨: ଦେଶର ପ୍ରମୁଖ ରାଜନୈତିକ ପରିବାର ମଧ୍ୟରୁ ଗୋଟିଏ ଗାନ୍ଧୀ-ଭଦ୍ରା ପରିବାର ଖୁବ ଶୀଘ୍ର ବିବାହ ଘୋଷଣା କରିବାକୁ ଯାଉଛନ୍ତି। ପ୍ରସ୍ତୁତି ଚାଲିଛି, ଏବଂ ବିବାହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri