କଟକ ଡିସିପି ଭାବେ ଦାୟିତ୍ୱ ନେଲେ ପିନାକ ମିଶ୍ର

କଟକ ଅଫିସ, ୯।୫: କଟକର ନୂଆ ଡିସିପି ଭାବେ ପିନାକ ମିଶ୍ର ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସହରର ଆଇନଶୃଙ୍ଖଳା, ସାଇବର କ୍ରାଇମ ଓ ଅପରାଧ ମୁକାବିଲା ଉପରେ ଗୁରୁତ୍ୱ ଦେବେ ବୋଲି ସେ କହିଛନ୍ତି। ଅପରାଧ ଛାଡ ନ ହେଲେ କଟକ ଛାଡ ବୋଲି ସେ ଅପୀରାଧୀଙ୍କୁ ଚେତାବନୀ ଦେଇଛନ୍ତି। ଥାନାରେ ଲୋକେ କିପରି ଭଲ ସେବା ପାଇପାରିବେ ସେନେଇ ଗୁରୁତ୍ୱ ଦିଆଯିବ ବୋଲି ଡିସିପି କହିଛନ୍ତି। ପୂର୍ବରୁ ବ୍ରହ୍ମପୁର ଏସ୍‌ପି ଭାବେ କାର୍ଯ୍ୟନିର୍ବାହ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟସିଟିର ସ୍କୁଲରେ ପଶିଲା ପାଣି, ସମସ୍ୟା ପଚାରି ବୁଝିଲେ ମେୟର

ଭୁବନେଶ୍ୱର,୫।୭(ବ୍ୟୁରୋ): ଲଗାଣ ବର୍ଷାରେ ରାଜଧାନୀ ଭୁବନେଶ୍ୱର ବେହାଲ ହୋଇପଡ଼ିଛି। ସୋମବାରଠାରୁ ଭୁବନେଶ୍ୱରରେ ବର୍ଷା ଲାଗି ରହିଛି। ଏ ନେଇ ବିଭିନ୍ନ ଅଞ୍ଚଳରେ ପାଣି ଜମି ରହିଛି...

କୋଟପାଡ଼ରେ ବିଜେଡି ଆଗୁଆ

କୋଟପାଡ଼, ୨୩।୫(ଡି.ଏନ୍‌.ଏ.)- କୋଟପାଡ଼ ବିଧାନସଭା ଆସନରେ ପ୍ରଥମ ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡିର ପଦ୍ମିନୀ ଦିଓ୍ବାନ ୩୧୨୬ ଭୋଟ ପାଇଥିବାବେଳେ କଂଗ୍ରେସର...

ପହଞ୍ଚିଲା ଦୟାନିଧିଙ୍କ ମୃତଦେହ: କାନ୍ଦ ବୋବାଳିରେ ଫାଟିଲା ଗାଁ

ପାଟଣା,୧୮।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀକାପୁଡି ଗ୍ରାମର ଦୟାନିଧି ମହାନ୍ତ (୪୨)ଙ୍କ ଝୁଲନ୍ତା ମୃତଦେହ ମଙ୍ଗଳବାର ଗଞ୍ଜାମ ଜିଲା ଗାଙ୍ଗପୁର ଥାନାଦୁମଦୁମି ସଂରକ୍ଷିତ ଜଙ୍ଗଲ...

ବନ୍‌ ବିଭାଗ, ରାଜସ୍ବ ବିଭାଗ୍‌ ଚୁପ୍‌: ବେଆଇନ ଇଟାଭାଟି ଲାଗି ସଫା ହେଉଛେ ଜଂଗଲ

  ସଇଁତଲା,୨୩।୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ସଇଁତଲା ବ୍ଲକ ଅଂଚଲରେ ବେଆଇନ ଇଟା ଭାଟି କାମ୍‌ ଚାଲୁଛେ। ଇଥିରଲାଗି ଲୋକ୍‌ ବେଧଡ଼କ ଜଂଗଲରୁ ଗଛ୍‌ କାଟି...

ପ୍ରତି ଜିଲାରେ ହେବ ଲୋକକଳା ସ୍ବୟଂସହାୟକ ଗୋଷ୍ଠୀ

ଛତ୍ରପୁର,୧୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଂସ୍କୃତି କାର୍ଯ୍ୟାଳୟ ପକ୍ଷରୁ ସୋମବାର ୱେବନାର ମାଧ୍ୟମରେ ତୃତୀୟ ଲୋକକଳା ଦିବସ ପାଳିତ ହୋଇଯାଇଛି ଜ଼ିଲା ସଂସ୍କୃତି ଅଧିକାରୀ ଅକ୍ଷୟ କୁମାର...

ଝିଅର ବୟସ ୯, ଓଜନ ୬ କିଲୋ

ତିଗିରିଆ,୧୫।୨(ଡି.ଏନ୍‌.ଏ.): ଯାଜପୁର ଜିଲା ନଗଡ଼ାରେ ଶିଶୁ ଅପପୁଷ୍ଟିର ଶିକାର ଘଟଣା ଦିନେ ଗଣମାଧ୍ୟମର ଚର୍ଚ୍ଚାର ବିଷୟ ପାଲଟିଥିଲା। ଏବେ କଟକ ଜିଲାର ତିଗିରିଆ ବ୍ଲକରେ ମଧ୍ୟ...

CORONAVIRUS UPDATE: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର,୨୧।୫: ରାଜ୍ୟରେ ଗୁରୁବାର ସକାଳେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ୮୫ ବର୍ଷୀୟ ହୋଇଥିବା ବେଳେ ସେ ସୁରଟ ଫେରନ୍ତା...

କମାଣି ଦେଇଛି କୋଳି

  ଢେଙ୍କାନାଳ ଅଫିସ, ୧୨।୩: ଗଛରେ ଭର୍ତ୍ତି ହୋଇଛି ଲାଲ୍‌ ଟହଟହ ବରକୋଳି। ହୃଷ୍ଟପୁଷ୍ଟ କଦଳୀ, ଆମ୍ବ, ମକା, ଟମାଟୋ ଗଛ ଦେଖିଲେ କୁଣ୍ଢମୋଟ ହୋଇଯାଉଛି...

Advertisement
Archives

Model This Week