ସୋମବାର କଟକ ଡିସିପି ଭାବେ ଦାୟିତ୍ୱ ନେବେ ପିନାକ ମିଶ୍ର

କଟକ ଅଫିସ, ୮।୫: କଟକର ନୂଆ ଡିସିପି ଭାବେ ପିନାକ ମିଶ୍ର ସୋମବାର ଦାୟିତ୍ୱ ଗ୍ରହଣ କରିବେ। ସେ ଗତ ଗୁରୁବାରଠାରୁ ବ୍ରହ୍ମପୁର ଏସ୍‌ପି ଦାୟିତ୍ୱରୁ ଛୁଟି ନେଇସାରିଛନ୍ତି । ରବିବାର ସେ କଟକରେ ପହଞ୍ଚିବେ । ପର ଦିନ ୯ ତାରିଖରେ ସେ ଦାୟିତ୍ୱଭାର ଗ୍ରହଣ କରିବେ ।
ନୂତନ ଡିସିପିଙ୍କୁ ସ୍ବାଗତ ପାଇଁ ସମସ୍ତ ପ୍ରସ୍ତୁତି ହୋଇଛି । ଦାୟିତ୍ୱ ଗ୍ରହଣ ପରେ ସେ ପୋଲିସ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବେ । ପରେ ରାଜ୍ୟ ମୁଖ୍ୟାଳୟ ଓ କଟକରେ ଥିବା ଅନ୍ୟ କାର୍ଯ୍ୟାଳୟରେ କାର୍ଯ୍ୟରତ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ସାକ୍ଷାତ କରିବା କାର୍ଯ୍ୟକ୍ରମ ରହିଛି। ପରେ ଏକ ବୈଠକ ହେବ ବୋଲି ସ୍ଥିର କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଯାତ୍ରୀଙ୍କୁ ଆତଙ୍କିତ କରୁଥିଲେ ବନ୍ଧୁକଧାରୀ: ସାହସିକତା ଦେଖାଇଲେ ସିପାହି, ସବୁ ମହଲରେ ପ୍ରଶଂସା

ଢେଙ୍କାନାଳ ଅଫିସ, ୨୯ା୧୧: ଯବାନଙ୍କୁ କେବେ ବିଶ୍ରାମ ନ ଥାଏ। ସୀମାନ୍ତରେ ହେଉ ଅବା ଆଭ୍ୟନ୍ତରୀଣ ଶାନ୍ତିରକ୍ଷା, ଦେଶମାତୃକାର ସେବାରେ ସେମାନେ ଥାଆନ୍ତି ସର୍ବଦା ତତ୍ପର।...

ଚାଳିଆ ତଳେ ବିତୁଛି ଲକ୍ଷ୍ମୀଙ୍କ ଜୀବନ

ମହାକାଳପଡ଼ା,୨୧।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ପେଟଛେଲା ପଞ୍ଚାୟତ କେନ୍ତିଆ ଗ୍ରାମର ଅସହାୟ ବୃଦ୍ଧା ଲକ୍ଷ୍ମୀ ପ୍ରଧାନଙ୍କୁ ୭୫ ଛୁଇଲାଣି ା ଚାଲିବା ପାଇଁ...

ପୁଣି ମାତିଲେ କଳା ପଲ୍‌ସର ଲୁଟେରା, ଝାମ୍ପି ନେଲେ ୯୦ ହଜାର

ଟିଟିଲାଗଡ, ୧୩ା୬(ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଲୁଟେରାଙ୍କ ଆତଙ୍କ ବଢ଼ିବାରେ ଲାଗିଛି। ଲୁଟେରା ଗ୍ୟାଙ୍ଗ ବ୍ୟାଙ୍କରୁ ଟଙ୍କା ଉଠାଇ ଫେରୁଥିବା ଲୋକଙ୍କୁ ଟାର୍ଗେଟ କରୁଛନ୍ତି।...

୨ଲୁଟ ଘଟଣାରେ ଫେରାର ଅଭିଯୁକ୍ତ ଗିରଫ

ଛତ୍ରପୁର,୩।୭(ଡି.ଏନ୍‌.ଏ.): ଛତ୍ରପୁରର ୨ଟି ଲୁଟ ଘଟଣାରେ ଫେରାର ଅଭିଯୁକ୍ତଙ୍କୁ ଶନିବାର ଗିରଫ କରିଛି ପୋଲିସ। ମାଁ ଶାରଳା ସୁନା ଦୋକାନୀ ଦମ୍ପତିଙ୍କୁ ଆକ୍ରମଣ କରି ଗହଣା...

ବାଇକ୍‌ ଡିକିରୁ ୨ ଲକ୍ଷ ଟଙ୍କା ଲୁଟ, ୨ ଅଟକ

ଦିଗପହଣ୍ଡି,୧୫ା୧୦(ଡି.ଏନ୍‌.ଏ.)-ଦିଗପହଣ୍ଡି ମୁଖ୍ୟ ରାସ୍ତାରେ ଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କ ନିକଟରୁ ସୋମବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରେ ବାଇକ୍‌ ଡିକିରୁ କୌଣସି ଦୁର୍ବୃତ୍ତ ଜଣେ...

ଆଜିଠୁ ମମତାଙ୍କ ଓଡ଼ିଶା ଗସ୍ତ

ପୁରୀ ଅଫିସ, ୨୧ା୩:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାରଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ...

ଡିକିରୁ ମିଳିଲା ୨ଲକ୍ଷ, ପୋଲିସ ଏସ୍‌ଆଇ ଦେଇ ପାରିଲେନି ଉତ୍ତର

ଗୋଲାମୁଣ୍ଡା,୨୧।୭(ଡି.ଏନ୍‌.ଏ.): ଭିଜିଲାନ୍ସ ଜାଲରେ ପୋଲିସ ସବ୍‌ ଇନ୍ସପେକ୍ଟର। କଳାହାଣ୍ଡି ଜିଲା ଗୋଳାମୁଣ୍ଡା ଏସ୍‌ଆଇ ଉଗ୍ରସେନ ପଟେଲଙ୍କୁ ଭିଜିଲାନ୍ସ ଅଧିକାରୀ ଅଟକ ରଖି ପଚରାଉଚୁରା କରୁଛନ୍ତି। ମିଳିଥିବା...

ବାଇକ୍‌ ଲୁଟ୍‌ ମାମଲାରେ ୪ ଗିରଫ

ଆସିକା,୧୪ା୮(ଡି.ଏନ୍‌.ଏ.): ଆସିକା – ଭନଗର ମୁଖ୍ୟ ରାସ୍ତାରେ ବାଲିସିରା ଛକ ନିକଟରୁ ଗତ ରବିବାର ପୂର୍ବାହ୍ନରେ ଜଣେ ବାଇକ୍‌ ଆରୋହୀଙ୍କୁ ମାଡ ମାରି ଦୁର୍ବୁ ବାଇକ୍‌...

Advertisement
Archives

Model This Week