Posted inଜାତୀୟ

ବଢ଼ିଲା ପିନାକର ଲକ୍ଷ୍ୟଭେଦ କ୍ଷମତା, ପୋଖରାନରେ ସଫଳ ପରୀକ୍ଷଣ…

ଜୟପୁର,୨୪।୮ : ଦେଶର ପ୍ରତିରକ୍ଷା ପାଇଁ ନୂତନ ଅସ୍ତ୍ରଶସ୍ତ୍ରର ବିକାଶରେ ନିୟୋଜିତ ଥିବା ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆର୍‌ଡିଓ) ପିନାକ ରକେଟର ଲକ୍ଷ୍ୟଭେଦ କ୍ଷମତାକୁ ବୃଦ୍ଧି କରିଛି। ରକେଟର ବିସ୍ତାରିତ ଲକ୍ଷ୍ୟଭେଦ କ୍ଷମତା ରାଜସ୍ଥାନର ପୋଖରାନ ଫାୟାରିଂ ରେଞ୍ଜରେ ସଫଳତାର ସହ ପରୀକ୍ଷଣ କରାଯାଇଛି।

ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନର ଜଣେ ଅଧିକାରୀ କହିଛନ୍ତି ଯେ ଏହା ଏହି ରକେଟକୁ ବିକଶିତ କରାଯାଇଛି। ଏହାର ଉତ୍ପାଦନ ଘରୋଇ ସଂସ୍ଥା ଦ୍ୱାରା କରାଯାଉଛି। ଏହି ରକେଟଗୁଡିକର ପରୀକ୍ଷା ପୋଖରାନରେ କରାଯାଛି । ଏହାର ଅନେକ ସଫଳ ପରୀକ୍ଷଣ କରାଯାଇଥିବା ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

ବିଭିନ୍ନ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ

ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସରକାରୀ ଓ ବେସରକାରୀ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଶୁକ୍ରବାର…

IND vs PAK: ଡେବ୍ୟୁ ମ୍ୟାଚରେ ପାକିସ୍ତାନର ଖେଳ ବିଗାଡ଼ିବେ ବୈଭବ ସୂର୍ଯ୍ୟବଂଶୀ; ଭାରତୀୟ ଦଳର ଏହି ଖେଳାଳି ଅଛନ୍ତି ଆକ୍ସନରେ!

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ଶନିବାର ଦିନଟି ଏପର୍ଯ୍ୟନ୍ତ ସବୁଠାରୁ ରୋମାଞ୍ଚକର ଦିନ ହେବ ବୋଲି ଆଶା କରାଯାଉଛି, କାରଣ ଏହି ଦିନ ଏକ ଉତ୍ତେଜନାପୂର୍ଣ୍ଣ ମୁକାବିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?