ପିଅନଙ୍କ ହତ୍ୟା ପଛରେ ପରକୀୟା ପ୍ରୀତି

କେନ୍ଦୁଝର,୫।୧୨(ସ୍ବ.ପ୍ର.): କେନ୍ଦୁଝର ପଣ୍ଡାପଡା ଥାନା ଅନ୍ତର୍ଗତ ବଡକମଣ୍ଡରା ଗ୍ରାମରେ ସ୍କୁଲ ପିଅନ ନିରଞ୍ଜନ ନାଏକଙ୍କ ମୃତଦେହ ଶନିବାର ଏକ କୂଅରୁ ମିଳିଥିଲା। ତାଙ୍କୁ ହତ୍ୟା କରି କୂଅରେ ଫିଙ୍ଗି ଦେଇଥିବା ଅଭିଯୋଗରେ ପୋଲିସ ରବିବାର ୫ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଖୁଣ୍ଟବନ୍ଧ ଗ୍ରାମର ଭାଗିରଥୀ ମହାନ୍ତ ଓ ତାଙ୍କ ସ୍ତ୍ରୀ ପଦ୍ମାବତୀ ମହାନ୍ତ, ଲଳିତ କୁମାର ମହାନ୍ତ, ଗୋପିନାଥପୁର ଗ୍ରାମର ଦିଲୀପ କୁମାର ମହାନ୍ତ ଏବଂ ବଡନୁଆଗାଁର ଅକ୍ଷୟ ବେହେରା।

ପରକୀୟା ପ୍ରୀତିରୁ ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ କହିଛି। ପ୍ରକାଶ ଥାଉ, ନିରଞ୍ଜନ ଧନୁର୍ଜୟପୁର ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟରେ ପିଅନ ଥିଲେ। ଗତ ୨୮ ତାରିଖ ରାତିରେ ଡ୍ୟୁଟି କରିବାକୁ ଯାଇ ଘରକୁ ଫେରି ନ ଥିଲେ। ଏନେଇ ତାଙ୍କ ସ୍ତ୍ରୀ ଦ୍ରାୈପଦୀ ପଣ୍ଡାପଡା ଥାନାରେ ଅଭିଯୋଗ କରିଥିଲେ। ହେଲେ ଶନିବାର କୁଅରୁ ନିରଞ୍ଜନଙ୍କ ମୃତଦେହ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରଜରାଜନଗର ଉପନିର୍ବାଚନ:ସମସ୍ତ ୧୪ ନାମାଙ୍କନପତ୍ର କାଏମ

ଝାରସୁଗୁଡ଼ା ଅଫିସ, ୧୨ା୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ସମୁଦାୟ ୧୪ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିଲେ। ଗୁରୁବାର ଯାଞ୍ଚ ପରେ ସମସ୍ତ ନାମାଙ୍କନପତ୍ର କାଏମ ରହିଛି...

ଘରେ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚାଇବ ବିଏମ୍‌ସି ମୋବାଇଲ ଭ୍ୟାନ

ଭୁବନେଶ୍ୱର, ୬।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ଗୋଟିଏ ଦିନରେ ଭୁବନେଶ୍ୱରରେ ୧୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।...

ସାନଭାଇର ଅନ୍ତେଷ୍ଟିକ୍ରିୟା ନ ସରୁଣୁ ଚାଲିଗଲେ ବଡ଼ଭାଇ

ପାରଳାଖେମୁଣ୍ଡି,୨୦ା୫: ସାନଭାଇର ଅନ୍ତେଷ୍ଟିକ୍ରିୟା ନ ସରୁଣୁ ବଡ଼ଭାଇଙ୍କ କରୋନାରେ ମୃତ୍ୟୁ ଘଟିଛି । ପାରଳାଖେମୁଣ୍ଡି ରାଜଦାଣ୍ଡ ସାହିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ୯ ଦିନ...

ଖପୁରିଆ ଆଇଟିଆଇ ପ୍ରସ୍ତୁତ କଲା ମଲ୍ଟି ଷ୍ଟେଶନ ହ୍ୟାଣ୍ଡ ସାନିଟାଇଜର

କଟକ ଅଫିସ୍‌,୨୦ା୬:  ସ୍ବଦେଶୀ ବୈଷୟିକ ଜ୍ଞାନ କୌଶଳ ଓ ସମ୍ବଳକୁ ଆଧାର କରି ରାଜ୍ୟରେ କରୋନା ମୁକାବିଲା ପାଇଁ ନୂତନ ଉଦ୍ଭାବନ ଜାରି ରଖିଛି। କଟକ...

ଭାଜପା ନେତାଙ୍କୁ ହତ୍ୟା

ରାୟପୁର,୫।୨: ଛତିଶଗଡର ବିଜାପୁରରେ ରବିବାର ନକ୍ସଲମାନେ ଭାଜପାର ମଣ୍ଡଳ ଅଧ୍ୟକ୍ଷ ନୀଳକଣ୍ଠ କକ୍କେମଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ସେ ତାଙ୍କ ପରିବାର ସଦସ୍ୟଙ୍କ...

ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୧,୩୪୨ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୫।୮(ବ୍ୟୁରୋ): ଗତ ଦୁଇ ତିନି ଦିନ ହେଲା ଓଡ଼ିଶାରେ କରୋନା ଗ୍ରାଫ୍‌ ପୁଣି ଥରେ ଉପରମୁହାଁ ହୋଇଛି। ଯାହାକୁ ନେଇ ବିଶେଷଜ୍ଞ ଚିନ୍ତା ପ୍ରକଟ କରିଛନ୍ତି।...

ପତ୍ର ହଲିଲେ ପାଓ୍ବାର ଛୁ’

ଗଁଦିଆ, ୧୭।୯ ପତ୍ର ହଲିଲେ ଚାଲିଯାଉଛି ପାଓ୍ବାର। ଘଣ୍ଟା ଘଣ୍ଟା ଧରି ବିଜୁଳିର ଦେଖାମିଳୁନି। ବିଭାଗୀୟ ଦୁର୍ବଳତା ଲୁଚାଇବାକୁ କେତେବେଳେ ପୁରୁଣା ତାର, ଯନ୍ତ୍ରାଂଶ ତ...

ଉପକୂଳ ଜିଲାରେ ଘନ କୁହୁଡ଼ି

ଭୁବନେଶ୍ୱର,୨୬।୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ୩୦ ତାରିଖ ଯାଏ କୁହୁଡ଼ି ଓ ଶୀତୁଆ ପାଗ ରହିବ। ବୁଧବାର ଏବଂ ଗୁରୁବାର ଦୁଇଦିନ କନ୍ଧମାଳ, ନୟାଗଡ଼, ବୌଦ୍ଧ, ଅନୁଗୋଳ,...

Advertisement
Archives

Model This Week