ତିନି ମହଲା ଛାତରୁ ପଡ଼ିଗଲେ ପାଇପ୍‌ କାରିଗର: ଚାଲିଗଲା ଜୀବନ

ବରଗଡ଼ ଅଫିସ,୨୬।୧୦: ବରଗଡ଼ ସହରର ଏକ ଆପାର୍ଟମେଣ୍ଟର ତିନି ମହଲା ଛାତ ଉପରୁ ପଡ଼ି ସୋମବାର ଜଣେ ପାଇପ୍‌ କାରିଗରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବରଗଡ଼ ପୌରପରିଷଦ ଅଧୀନ ୱାର୍ଡ ନଂ-୨ର ବିଜୟ ମଲ୍ଲିକ(୩୦)।
ପ୍ରକାଶ ଯେ, ବିଜୟ ଉକ୍ତ ଆପାର୍ଟମେଣ୍ଟର ଛାତ ଉପରେ ପାଇପ କାମ କରୁଥିବା ସମୟରେ ହଠାତ୍‌ ଖସି ପଡିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟୁରିରେ ହାଣି ଜନ୍ମକଲା ମା’ଙ୍କୁ ମାରିଦେଲେ ପୁଅ, ରକ୍ତରଞ୍ଜିତ ହେଲା ଘର

କଟକ ଅଫିସ,୨୬।୧: ସମ୍ପତ୍ତି ପାଇଁ ଜନ୍ମକଲା ମା’ଙ୍କୁ କଟୁରିରେ ହାଣି ମାରିଦେଲେ ପୁଅ। ଏଭଳି ଏକ ଅଭାବନୀୟ ଘଟଣା କଟକ ଶ୍ରୀବିହାର କଲୋନୀରେ ବୁଧବାର ଦେଖିବାକୁ...

ବିଆର୍‌ପିଏଲ୍‌ ବିରୋଧରେ ଏନ୍‌ଜିଟି ମାମଲା: ଏସ୍‌ପିସିବିର ଲୋକଦେଖାଣିଆ ତଦନ୍ତ

ଯାଜପୁର ଅଫିସ/କଳିଙ୍ଗନଗର, (ଡି.ଏନ.ଏ.),୨୫ା୬: ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି)ର ନିର୍ଦ୍ଦେଶ ଅନୁସାରେ କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ(ବିଆର୍‌ପିଏଲ୍‌) କାରଖାନାରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ...

ନୂଆଗଡ଼ ବ୍ଲକରେ ଡେଙ୍ଗୁ ଆତଙ୍କ , ଜଣେ ମୃତ, ୩୩ ଆକ୍ରାନ୍ତ

ଆର.ଉଦୟଗିରି,୧୦ା୧୧(ଡି.ଏନ.ଏ.)- ଗଜପତି ଜିଲା ନୂଆଗଡ ବ୍ଲକ ନୂଆଗଡ ଗ୍ରାମ ନଦୀପାଖ ସାହିର ୩୩ ଜଣ ଡେଙ୍ଗୁ ରୋଗରେ ଆକ୍ରାନ୍ତ ହୋଇଥିବା ବେଳେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ...

ଗଞ୍ଜାମ ଜିଲାପାଳଙ୍କୁ ଭେଟିଲେ ଅସ୍ଥାୟୀ କର୍ମଚାରୀ

ଛତ୍ରପୁର,୨୭।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ଅସ୍ଥାୟୀ କର୍ମଚାରୀ (ଡିଏଲ୍‌ଆର ଓ ସିଏଲ୍‌ଆର) ଦୀର୍ଘ ୧୮ ବର୍ଷ ହେଲା ନିରବଚ୍ଛିନ୍ନ ଭାବେ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ...

୧୫ରୁ ପ୍ରସିଦ୍ଧ ହିଙ୍ଗୁଳା ଯାତ୍ରା

ତାଳଚେର, ୩।୪(ନି.ପ୍ର.) ଦୀର୍ଘ ଦୁଇବର୍ଷ ପରେ ଅନୁଷ୍ଠିତ ହେବ ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିସ୍ବରୂପା ମା’ ହିଙ୍ଗୁଳାଙ୍କ ପ୍ରସିଦ୍ଧ ଯାତ୍ରା। କରୋନା ପ୍ରକୋପ ନ ଥିବାରୁ...

ପ୍ରଧାନମନ୍ତ୍ରୀ ଆବାସ ପାଇଁ ନିହ ପକାଇଲେ ବ୍ଲକ ଅଧ୍ୟକ୍ଷା

ନୂଆପଡା ଅଫିସ,୧୮ା୯ – ସରକାର ଗରିବ ଲୋକଙ୍କୁ ଅଗ୍ରାଧିକାର ଭିତିରେ ପ୍ରଧାନମନ୍ତ୍ରୀ ଆବାସ ପ୍ରଦାନ ଦେବାରେ ଏକ ଅଭିଯାନ ଚଳାଇଥିବାବେଳେ ବର୍ତ୍ତମାନ ସମସ୍ତ ଗୃହ ନିର୍ମାଣ...

ହାଇସ୍କୁଲ ବାରଣ୍ଡାରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

ପାଟଣା,୨୩।୧(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡ଼ା ସ୍ଥିତ ପଞ୍ଚାୟତ ହାଇସ୍କୁଲ ବାରଣ୍ଡାରୁ ଶନିବାର ସକାଳୁ ଜଣେ ୮୦ ବର୍ଷୀୟ ବୃଦ୍ଧଙ୍କ ମୃତଦେହ ଉଦ୍ଧାର...

ଦାରିଙ୍ଗବାଡ଼ିରେ ଶୀତ ଅନୁଭୂତ: ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ

ଦାରିଙ୍ଗବାଡ଼ି,୧୩।୧୧(ଡି.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୀତ ଅନୁଭୂତ ହୋଇଛି। ମଙ୍ଗଳବାର ଅପରାହ୍ନରେ ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ରହିଥିବାବେଳେ ବୁଧବାର ସକାଳ ୮ଟା...

Advertisement
Archives

Model This Week