ପୁଣି ରୋଷେଇ ଘରେ ମହଙ୍ଗା ମାଡ: ପ୍ରତି ୟୁନିଟ୍‌ ପିଛା ୨.୬୩ ଟଙ୍କା ବଢ଼ିଲା ପିଏନ୍‌ଜି

ନୂଆଦିଲ୍ଲୀ,୫।୮: ଗତ କିଛି ଦିନରୁ ଦେଶରେ ଲଗାତର ଭାବେ ଦରବୃଦ୍ଧି ପାଇବାରେ ଲାଗିଛି। ଯାହା ଲୋକଙ୍କ ନିଦ ହଜାଇ ଦେଇଛି। ଇତିମଧ୍ୟରେ ଦିଲ୍ଲୀବାସୀଙ୍କୁ ପୁଣିଥରେ ଆଉ ଥରେ ମହଙ୍ଗା ମାଡ଼ ପଡ଼ିଛି। ଆଇଜିଏଲ୍‌ ଗ୍ୟାସର ମୂଲ୍ୟ ବୃଦ୍ଧି କରିଛି। ରାଜଧାନୀର ଘରେ ଘରେ ପାଇପ୍‌ ଦ୍ୱାରା ପ୍ରାକୃତିକ ଗ୍ୟାସ ପହଞ୍ଚୁଥିବା ବେଳେ ଏହାର ଦରଦାମ୍‌ ବୃଦ୍ଧି ପାଇଛି। ଶୁକ୍ରବାର ପିଏନ୍‌ଜି ମୂଲ୍ୟ ପ୍ରତି ୟୁନିଟ୍‌ ପିଛା ୨.୬୩ଟଙ୍କା ବୃଦ୍ଧି ପାଇଥିବା ଜଣାପଡ଼ିଛି। ପିଏନ୍‌ଜି ମୂଲ୍ୟ ବୃଦ୍ଧି ପରେ ଶୁକ୍ରବାର ମହଙ୍ଗା ମାଡ଼ର ଏହା ଦ୍ୱିତୀୟ ଝଟ୍‌କା ବୋଲି କୁହାଯାଉଛି। ଏହାପୂର୍ବରୁ ଆରବିଆଇ ରେପୋ ରେଟ୍‌କୁ ୦.୫୦ ପ୍ରତିଶତ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କୁ ମୋଦି ସରକାରଙ୍କ ଉପହାର: ଧାନ ସମେତ ୧୭ ଖରିଫ ଫସଲର ଏମ୍‌ଏସ୍‌ପି ବୃଦ୍ଧି

ନୂଆଦିଲ୍ଲୀ,୮।୬: ଦେଶରେ ଚାଷୀଙ୍କ ହିତକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏକ ବଡ଼ ଘୋଷଣା କରିଛନ୍ତି। ସରକାର ୨୦୨୨-୨୩ ବର୍ଷ ଲାଗି ୧୭ ଖରିଫ ଫସଲ...

ସ୍ବାଧୀନତା ଦିବସ ପୂର୍ବରୁ ଲୋକଙ୍କୁ ସ୍ବତନ୍ତ୍ର ଅପିଲ କଲେ ପ୍ରଧାନମନ୍ତ୍ରୀ, ବଦଳାଇଲେ ଡିପି

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ ପୂର୍ବରୁ ରବିବାର ନିଜର ସୋସିଆଲ ମିଡିଆ ଆକାଉଣ୍ଟର ପ୍ରୋଫାଇଲ ପିକ୍ଚର(ଡିପି) ବଦଳାଇଛନ୍ତି। ସେ ନିଜର ଫେସବୁକ ଏବଂ...

କରୋନା ସଂକ୍ରମଣ: ସପ୍ତମ ସ୍ଥାନରେ ଭାରତ

ନୂଆଦିଲ୍ଲୀ,୨।୬: ଭାରତ ବିଶ୍ୱର ସର୍ବାଧିକ କରୋନା ରୋଗୀଥିବା ଦେଶ ତାଲିକାର ସପ୍ତମ ସ୍ଥାନରେ ପହଞ୍ଚିଛି। ଫ୍ରାନ୍ସ, ଜର୍ମାନୀ ଭଳି ଦେଶକୁ ପଛକୁ ଠେଲି ଭାରତ ଉପରକୁ...

ଗର୍ଭବତୀ ହୋଇଥିବା କିମ୍ବା ଗର୍ଭପାତ କରିଥିବା ନାବାଳିକାର ନାମ ରିପୋର୍ଟରେ ପ୍ରକାଶ କରିବେ ନାହିଁ ଡାକ୍ତର: ମାଡ୍ରାସ ହାଇକୋର୍ଟ

ଚେନ୍ନାଇ,୧୯।୮: ସହମତିରେ ଶାରୀରିକ ସମ୍ପର୍କ ରଖିବା ପରେ ଗର୍ଭବତୀ ହୋଇଥିବା ନାବାଳିକାର ନାମ ପ୍ରକାଶ କରିବା ଆବଶ୍ୟକ ନୁହେଁ। ଗର୍ଭବତୀ ନାବାଳିକାଙ୍କ ଚିକିତ୍ସା କରୁଥିବା ଡାକ୍ତର...

ଆଖିରେ କଳା କନା ବାନ୍ଧି ବିଧାୟକଙ୍କ ବିକ୍ଷୋଭ ପ୍ରଦର୍ଶନ

ପାଟନା,୨୪।୩: ବିହାର ବିଧାନସଭାରେ ମଙ୍ଗଳବାର ହୋଇଥିବା ହଙ୍ଗାମା ପରେ ବିରୋଧୀ ଦଳଙ୍କ ପକ୍ଷରୁ ଶାସକଙ୍କୁ ଘେରିବା ଆରମ୍ଭ ହୋଇଛି। ବୁଧବାର ବିଧାନସଭା ପରିସରରେ ଆର୍‌ଜେଡି ଏବଂ...

ଖେଳାଳିଙ୍କ ପରେ ସାହାଯ୍ୟ ପାଇଁ ଆଗେଇ ଆସିଲା ଆଇପିଏଲ ଫ୍ରାଞ୍ଚାଇଜ

ନୂଆଦିଲ୍ଲୀ,୨୯।୪ : କୋଭିଡ୍‌-୧୯ ସୁନାମିରେ ସଂଘର୍ଷ କରୁଥିବା ଭାରତକୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଛି ଆଇପିଏଲ ଫ୍ରାଞ୍ଚାଇଜ ରାଜସ୍ଥାନ ରୟାଲ୍ସ। ପ୍ରଥମ ସଂସ୍କରଣର ଚାମ୍ପିୟନ...

ନୂଆ ରେକର୍ଡ ସ୍ତରରେ ପୁଞ୍ଜିବଜାର

ନୂଆଦିଲ୍ଲୀ: ପୁଞ୍ଜିବଜାରରେ ପୁଣି ଥରେ ଭଲ କାରବାର ହେଉଥିବା ନଜରକୁ ଆସିଛି। ଫଳରେ ଉଭୟ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ଏବଂ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ(ଏନ୍‌ଏସ୍‌ଇ)...

ଚାଷୀଙ୍କ ପରେ ବ୍ୟାଙ୍କ କର୍ମଚାରୀ

କରୋନା ଲକ୍‌ଡାଉନ୍‌ ସାରା ଦେଶର ଅର୍ଥନୀତିକୁ ଉଜାଡ଼ି ଦେଇଥିବାରୁ ଅର୍ଥ ବ୍ୟବସ୍ଥାକୁ ସଜାଡ଼ିବା କେନ୍ଦ୍ର ସରକାରଙ୍କ ପ୍ରଥମ କର୍ତ୍ତବ୍ୟ ହେବା ଆବଶ୍ୟକ। କିନ୍ତୁ ସରକାର ବିପର୍ଯ୍ୟସ୍ତ...

Advertisement
Archives

Model This Week