ପିପିଲି ଉପନିର୍ବାଚନ: ପୂର୍ବାହ୍ନ ସାଢ଼େ ୧୧ଟା ସୁଦ୍ଧା ୨୪.୭୬% ମତଦାନ

ପୁରୀ ଅଫିସ,୩୦ା୯: ଆଜି ଅନୁଷ୍ଠିତ ହେଉଛି ପିପିଲି ଉପନିର୍ବାଚନ। ଏନେଇ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ପିପିଲିବାସୀ। ବିଭିନ୍ନ ବୁଥ୍‌ରେ ସକାଳୁ ମତଦାନ ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ତଥା କୋଭିଡ୍‌ କଟକଣା ମଧ୍ୟରେ ଭୋଟରମାନେ ସେମାନଙ୍କର ମତଦାନ ସାବ୍ୟସ୍ତ କରୁଛନ୍ତି। ପୂର୍ବାହ୍ନ ସାଢେ ୧୧ଟା ସୁଦ୍ଧା ୨୪.୭୬ ପ୍ରତିଶତ ମତଦାନ ହୋଇଛି ।

ସକାଳ ୭ଟାରୁ ବୁଥ୍‌ଗୁଡ଼ିକୁ ଭୋଟରମାନେ ଆସି ସେମାନଙ୍କ ମତ ସାବ୍ୟସ୍ତ କରୁଥିବା ବେଳେ ୪ଟି ବୁଥ୍‌ରେ ଇଭିଏମ ଅଚଳ ହୋଇଯାଇଥିଲା। ଫଳରେ କିଛି ସମୟ ଧରି ଉକ୍ତ କେନ୍ଦ୍ରଗୁଡ଼ିକରେ ମତଦାନ ପ୍ରକ୍ରିୟା ବାଧାପ୍ରାପ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ନାନବେଦୀରେ ବିଶୃଙ୍ଖଳାରୀ ଚିହ୍ନଟ : ନୋଟିସ୍‌ ଜାରି କଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ ଅଫିସ,୨୪ା୬: ସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ସ୍ନାନନୀତି ସମ୍ପନ୍ନ ହୋଇଛି। ଶ୍ରୀମନ୍ଦିର ପ୍ରଶାସନର କଟକଣା ସତ୍ତ୍ୱେ ସ୍ନାନବେଦୀରେ ହୋଇଛି ବିଶୃଙ୍ଖଳା। ସଂଖ୍ୟାଧିକ ସେବାୟତ ପ୍ରଶାସନର ନୀତିନିୟମ...

ବସ୍‌ ଧକ୍କାରେ ଅଟୋ ଚୂର୍‌ମାର: ୨ମୃତ

ବଲାଙ୍ଗୀର ଅଫିସ,୭।୧୦ :ବଲାଙ୍ଗୀର ସଦର ବ୍ଲକ ଦାଉପାଲି ଛକରେ ରବିବାର ଅପରାହ୍ନରେ ବସ୍‌ ଧକ୍କାରେ ଏକ ଅଟୋ ଚୁରମାର ହୋଇଯାଇଛି। ଅଟୋରେ ଥିବା ଡଙ୍ଗାଘାଟର ରଞ୍ଜିତ...

ଖତଖାଉଛି ଏଲ୍‌ଆଇ ପଏଣ୍ଟ

ପାରଳାଖେମୁଣ୍ଡି,୨୫ା୧୨(ଡି.ଏନ୍‌.ଏ.):  ଗଜପତି ଜିଲାରେ ଉଠା ଜଳସେଚନ ବିଭାଗର ବେପରୁଆ ପଣର ବହୁ ଦୃଷ୍ଟାନ୍ତ ଦେଖିବାକୁ ମିଳୁଥିବା ବେଳେ ଏହାର ନମୂନା ଗୋଷାଣୀ ବ୍ଲକ ଜଙ୍ଗଲପାଡୁ ଗ୍ରାମଠାରେ...

ହାତୀ ନେଲା ବୃଦ୍ଧଙ୍କ ଜୀବନ

ପାଇକମାଳ,୨୫।୧୦(ଡି.ଏନ୍‌.ଏ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଲକ ଅଧୀନ ରସମୁଣ୍ଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି।...

ଖୋଜିଲେ ବାବୁଆଣୀ ମିଳୁନାହାନ୍ତି

ଭୁବନେଶ୍ବର,୬।୧୧(ବ୍ୟୁରୋ): ସରକାରୀ ଅଧିକାରୀମାନଙ୍କ ଉତ୍ତରଦାୟିତ୍ୱ ହେଉଛି ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାଗୁଡ଼ିକର ଠିକ୍‌ କାର୍ଯ୍ୟାନ୍ବୟନ କରିବା ଦିଗରେ ଉଚିତ ପଦକ୍ଷେପ ନେବା। ଏହାସହ ରାଜ୍ୟର ସମସ୍ତ ହିତାଧିକାରୀଙ୍କୁ...

ଗଞ୍ଜାମର ୧୨.୩୫ ଲକ୍ଷ ଲୋକଙ୍କ ହେଲାଣି ଅକ୍ସିଜେନ ସ୍ତର ଯାଞ୍ଚ

ଛତ୍ରପୁର,୧୨।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ୮ ତାରିଖରୁ ଅକ୍ସିଜେନ ସ୍ତର ଯାଞ୍ଚ କ୍ୟାମ୍ପେନ ଚାଲିଛି। ପ୍ରତି ଘରକୁ ଘର ଟିମ ଯାଇ ପରିବାରର ସମସ୍ତ ସଦସ୍ୟଙ୍କ ଅକ୍ସିଜେନ...

ଅଭିଯୁକ୍ତଙ୍କୁ ଧରିବାରେ ପୋଲିସ ନୀରବଦ୍ରଷ୍ଟା

ବ୍ରହ୍ମପୁର ଅଫିସ,୩ା୩: ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ପୋଲିସ ଗୋଦାବରୀଶ ନଗରର ଚତୁର୍ଥ ଗଳିରେ ଥିବା ଏକ ଅର୍ଦ୍ଧନିର୍ମିତ ଘରୁ ଜଣେ ମହିଳାଙ୍କୁ ଉଦ୍ଧାର କରିଥିଲା। ଦୀର୍ଘବର୍ଷ ଧରି...

ଦୁଇଦିନ ଝଡ଼ବର୍ଷା

ଭୁବନେଶ୍ୱର,୩୧ା୫(ବ୍ୟୁରୋ):ଆସନ୍ତା ଦୁଇଦିନ ଯାଏ ରାଜ୍ୟରେ ଝଡ଼ବର୍ଷା ସମ୍ଭାବନା ରହିଛି। ମଙ୍ଗଳବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜିଲାର...

Advertisement
Archives

Model This Week