ପିପିଲି ଉପନିର୍ବାଚନ: ପୂର୍ବାହ୍ନ ସାଢ଼େ ୧୧ଟା ସୁଦ୍ଧା ୨୪.୭୬% ମତଦାନ

ପୁରୀ ଅଫିସ,୩୦ା୯: ଆଜି ଅନୁଷ୍ଠିତ ହେଉଛି ପିପିଲି ଉପନିର୍ବାଚନ। ଏନେଇ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ପିପିଲିବାସୀ। ବିଭିନ୍ନ ବୁଥ୍‌ରେ ସକାଳୁ ମତଦାନ ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ତଥା କୋଭିଡ୍‌ କଟକଣା ମଧ୍ୟରେ ଭୋଟରମାନେ ସେମାନଙ୍କର ମତଦାନ ସାବ୍ୟସ୍ତ କରୁଛନ୍ତି। ପୂର୍ବାହ୍ନ ସାଢେ ୧୧ଟା ସୁଦ୍ଧା ୨୪.୭୬ ପ୍ରତିଶତ ମତଦାନ ହୋଇଛି ।

ସକାଳ ୭ଟାରୁ ବୁଥ୍‌ଗୁଡ଼ିକୁ ଭୋଟରମାନେ ଆସି ସେମାନଙ୍କ ମତ ସାବ୍ୟସ୍ତ କରୁଥିବା ବେଳେ ୪ଟି ବୁଥ୍‌ରେ ଇଭିଏମ ଅଚଳ ହୋଇଯାଇଥିଲା। ଫଳରେ କିଛି ସମୟ ଧରି ଉକ୍ତ କେନ୍ଦ୍ରଗୁଡ଼ିକରେ ମତଦାନ ପ୍ରକ୍ରିୟା ବାଧାପ୍ରାପ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ଶାସନ ସଚିବଙ୍କ ପାରାଦୀପ ଗସ୍ତ: ବିଭିନ୍ନ ପ୍ରକଳ୍ପର କଲେ ଉଦ୍‌ଘାଟନ

ପାରାଦୀପ,୫ା୧(ସ୍ବ.ପ୍ର.): ପାରାଦୀପ ବନ୍ଦର ପ୍ରତିଷ୍ଠା ଦିବସ ଅବସରରେ ଶନିବାର ସନ୍ଧ୍ୟାରେ ମୁଖ୍ୟ ଶାସନ ସଚିବ ଅସିତ୍‌ କୁମାର ତ୍ରିପାଠୀ ପାରାଦୀପ ଗସ୍ତ କରିଥିଲେ। ଏହି ସମୟରେ...

୨ ବିଭାଗର ଅବହେଳାରୁ ଦନ୍ତା ମୃତ

ଭଞ୍ଜନଗର,୭।୬: ଗଞ୍ଜାମ ଜିଲା ଉତ୍ତର ଘୁମୁସର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଢଉପଲ୍ଲୀ ନିକଟ କାଜୁ ଜଙ୍ଗଲରେ ରବିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ୧୧...

ଅବକାରୀ ବିଭାଗର ଚଢ଼ାଉ: ଜଣେ ଗିରଫ, ୧ କେଜି ବ୍ରାଉନ୍‌ସୁଗାର, ବନ୍ଧୁକ ଜବତ

ଜଳେଶ୍ୱର, ୧୬।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ଷ୍ଟେଶନ ବଜାରସ୍ଥିତ ମିଲବାଡ଼ି ଅଞ୍ଚଳରେ ବୁଧବାର ଭୋରରେ ଜଳେଶ୍ବର ଅବକାରୀ ଏବଂ କଟକ କେନ୍ଦ୍ରୀୟ ଅବକାରୀ...

କମିଶନରେଟ ପୋଲିସ ମୁଖ୍ୟାଳୟ ସମ୍ମୁଖରେ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଜଣେ ମହିଳା ଘରକୁ ପାଣି ଓ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ କରାଯିବା ସହ ତାଙ୍କୁ ଆକ୍ରମଣ ହୋଇଛି। ଏହି...

ସେବା ଯୋଗାଇବ ସିଟି ଆପ୍‌ ‘ଭୁବନେଶ୍ୱର ଡଟ୍‌ ମି’: ମିଳିବ ପାର୍କଠାରୁ ଐତିହ୍ୟସ୍ଥଳ ଯାଏ ତଥ୍ୟ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଆସୁଥିବା ପର୍ଯ୍ୟଟକ କିମ୍ବା ସହରରେ ରହୁଥିବା ବାସିନ୍ଦାଙ୍କୁ ଆଉ ପାର୍କ କିମ୍ବା ଐତିହ୍ୟସ୍ଥଳ ଖୋଜିବାକୁ ପଡ଼ିବନି। ସହରର ଯେକୌଣସି ସ୍ଥାନ ବିଷୟରେ...

ବିଭିନ୍ନ ଦାବି ନେଇ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

କେନ୍ଦୁଝର,୧୬।୧୨(ସ୍ବ.ପ୍ର.): କାଳିଆ ଯୋଜନାରେ ଚାଷୀଙ୍କୁ ବର୍ଷକୁ ୧୦ହଜାର ଟଙ୍କା ଦେବାକୁ ସରକାର ପ୍ରତିଶ୍ରୁତି ଦେଇଥିଲେ। ଏବେ ଚାଷୀଙ୍କୁ ଭଣ୍ଡାଇ ୬ହଜାର ଟଙ୍କା କରିଛନ୍ତି। ଏହାର ପ୍ରତିବାଦରେ...

କରୋନାର ଲମ୍ଫ: ଆଜି ୧୦ହଜାର ଉପରେ ସଂକ୍ରମଣ, ଅଛନ୍ତି ୮୭୨ ପିଲା

ଭୁବନେଶ୍ୱର,୧୩।୧(ବ୍ୟୁରୋ): ଦୀର୍ଘଦିନର ବ୍ୟବଧାନ ପରେ ପୁଣି ରେକର୍ଡସ୍ତରରେ ପହଞ୍ଚିଲା କରୋନା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦,୦୫୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।...

୩୧ଯାଏ ସର୍ବସାଧାରଣଙ୍କୁ ସରକାରୀ କାର୍ଯ୍ୟାଳୟ ମନା

ବାରିପଦା ଅଫିସ, ୨୫ା୭-କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ୩୧ତାରିଖ ଯାଏ ଜିଲାରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟକୁ ସର୍ବସାଧାରଣ ପ୍ରବେଶ କରିପାରିବେ ନାହିଁ। ଏନେଇ...

Advertisement
Archives

Model This Week