ସନ୍ଧ୍ୟା ୫ଟା ସୁଦ୍ଧା ୬୮.୪୦ ପ୍ରତିଶତ ମତଦାନ

ଭୁବନେଶ୍ୱର,୩୦।୯: ପିପିଲି ଉପନିର୍ବାଚନରେ ସନ୍ଧ୍ୟା ୫ଟା ସୁଦ୍ଧା ୬୮.୪୦ ପ୍ରତିଶତ ମତଦାନ ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ସୂଚନା ଦେଇଛନ୍ତି। ସେ କହିଛନ୍ତି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ହେବ ଓ ଏହା ପରେ ଯେଉଁମାନେ ଲାଇନରେ ଥିବେ ସେମାନଙ୍କୁ ପୋଲିଂ ଅଫିସର ଟୋକନ ଦେବେ। ଲାଇନରେ ଥିବା ମତଦାତା ମତଦାନ କରିପାରିବେ। ତେବେ ହରିଦାସପୁର ପଞ୍ଚାୟତ ୨୩ ନମ୍ବର ଜୋନ ଟଙ୍କା ବଣ୍ଟାଯିବା ଘଟଣାର ଅଭିଯୋଗ ହୋଇଛି। ଏ ନେଇ ଘଟଣାର ଅନୁଧ୍ୟାନ କରାଯାଉଛି ବୋଲି କହିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ।

ସୂଚନା ଅନୁସାରେ, ପିପିଲି ଉପର୍ନିବାଚନ ପାଇଁ ଆଜି କୋଭିଡ କଟକଣା ମଧ୍ୟରେ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିଲା। ପିପିଲି ବ୍ଲକର ସମୁଦାୟ ୧୯୯ଟି ବୁଥ ଓ ଡେଲାଙ୍ଗ ବ୍ଲକର ୧୪୯ଟି ବୁଥରେ ମତଦାନ ହୋଇଛି। ୧,୧୯,୨୦୬ ପୁରୁଷ ଭୋଟର ଓ ୧,୧୦,୭୯୦ ମହିଳା ଭୋଟର ମତଦାନ କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟେଶନରୁ ପିଲା ଚୋରି

ବାଲେଶ୍ୱର ଅଫିସ, ୫।୧୦: ବାଲେଶ୍ୱର ରେଳଷ୍ଟେଶନ ୧ ନଂ. ପ୍ଲାଟଫର୍ମରୁ ଗୁରୁବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ମା’ ପାଖରେ ଶୋଇଥିବା ଏକ ୩ମାସର ପୁଅକୁ...

୧୫ଦିନ ସୁଯୋଗ ଦେଲା ବିଏମ୍‌ସି

ଭୁବନେଶ୍ୱର,୧।୧(ବ୍ୟୁରୋ): ଅନଧିକୃତ ନିର୍ମାଣକୁ ନିୟମିତ କରାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଯୋଜନା ଅଧୀନରେ ଆସିଥିବା ଦରଖାସ୍ତଗୁଡ଼ିକରେ...

ହାଇକୋର୍ଟ ବାର୍‌ ବାହାରୁ ବିଚାରପତି ଚୟନପ୍ରତିବାଦରେ ୧୭ରେ କୋର୍ଟ ବର୍ଜନ

କଟକ ଅଫିସ,୭ା୬:  ହାଇକୋର୍ଟ ବାର୍‌ ବାହାରୁ ବିଚାରପତି ଚୟନ କରାଯାଉଛି। ଅର୍ଥାତ୍‌ ଯେଉଁମାନେ ହାଇକୋର୍ଟ ବାର୍‌ରେ ନିୟମିତ ପ୍ରାକ୍ଟିସ କରୁନାହାନ୍ତି କିମ୍ବା ମକଦ୍ଦମା ପରିଚାଳନା କରୁନାହାନ୍ତି...

ବିଜେଡି ଆଇନ ସାମ୍ମୁଖ୍ୟ ତାଲିକାରେ ମୃତବ୍ୟକ୍ତି

ପାରଳାଖେମୁଣ୍ଡି, ୨୭ା୨(ଡି.ଏନ୍‌.ଏ):ବିଜେଡି ଆଇନ ସାମ୍ମୁଖ୍ୟ ତାଲିକାରେ ସ୍ଥାନ ପାଇଛନ୍ତି ଜଣେ ମୃତବ୍ୟକ୍ତି। ସେ ହେଲେ ଗଜପତି ଜିଲା ପାରଳାଖେମୁଣ୍ଡିର ସ୍ବର୍ଗତ ରାମନାଥ ମିଶ୍ର। ୨୦୧୯ ସାଧାରଣ...

ୟୁଜି, ପିଜି ପରୀକ୍ଷା ବାତିଲ ନେଇ ବିଜ୍ଞପ୍ତି: ଅଗଷ୍ଟ ଶେଷସୁଦ୍ଧା ବିକଳ୍ପ ମୂଲ୍ୟାୟନ ପରୀକ୍ଷାଫଳ

ଭୁବନେଶ୍ୱର,୧୯।୬(ବ୍ୟୁରୋ)କୋଭିଡ୍‌-୧୯ ପରିସ୍ଥିତି ଲାଗି ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ରାଜ୍ୟର ସମସ୍ତ ବିଶ୍ବବିଦ୍ୟାଳୟ ଓ ଡିଗ୍ରୀ କଲେଜର ୟୁଜି ଓ ପିଜି ପରୀକ୍ଷାକୁ ବାତିଲ...

ଭଦ୍ରକ ଜିଲା ଚିକିତ୍ସାଳୟର ଏମ୍‌ସିଏଚ୍‌ ସମ୍ପ୍ରସାରଣ ହେବ

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ଭଦ୍ରକ ଜିଲା ଚିକିତ୍ସାଳୟରେ ଥିବା ଏମ୍‌ସିଏଚ୍‌କୁ ସମ୍ପ୍ରସାରଣ କରାଯାଇ ୧୦୦ ଶଯ୍ୟାବିଶିଷ୍ଟରେ ପରିଣତ କରାଯିବ। ହସ୍ପିଟାଲ୍‌ର ଚାରିପାଖେ ପାଚେରି ଓ ରାସ୍ତା ନିର୍ମାଣ ଲାଗି...

ଖାଦ୍ୟ ପାଇଁ ଡହଳବିକଳ ଗୋରୁ, କୁକୁର

କଟକ ଅଫିସ,୧୪ା୪: ଜନଶୂନ୍ୟ ରାସ୍ତାରେ ବୁଲୁଛନ୍ତି ଗୋରୁ ଓ କୁକୁର। ଖାଦ୍ୟ ପାଇଁ ଏମାନେ ଡହଳ ବିକଳ ହେଉଛନ୍ତି। ଏପରି କି ଖାଦ୍ୟାଭାବ ଯୋଗୁ କେତେକ...

ଖୋଲିଲା ସ୍ବତନ୍ତ୍ର ଅତ୍ୟାଧୁନିକ ହୃଦ୍‌ରୋଗ ଚିକିତ୍ସା କେନ୍ଦ୍ର

ଭୁବନେଶ୍ୱର, ୧୭।୧୨(ବ୍ୟୁରୋ): ଏଣିକି କ୍ୟାପିଟାଲ୍‌ ହସ୍ପିଟାଲରେ ମିଳିବ ଉନ୍ନତ ମାନର ହୃଦରୋଗ ଚିକିତ୍ସା ସେବା। ଏଥି ଲାଗି ରୋଗୀଙ୍କୁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡ଼ିବ...

Advertisement
Archives

Model This Week