ପିପିଲି ଉପନିର୍ବାଚନ: ଅଧିକ ୭୫ ବୁଥ୍‌, କୋଭିଡ୍‌ କଟକଣାରେ ହେବ ନିର୍ବାଚନ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ପିପିଲି ଉପନିର୍ବାଚନରେ ମତଦାନ କେନ୍ଦ୍ରସଂଖ୍ୟା ବଢ଼ିବ। ପୂର୍ବରୁ ୨୭୧ଟି ବୁଥ୍‌ ଥିଲା। ଏବେ ଏହାକୁ ବୃଦ୍ଧି କରାଯାଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ସୂଚନା ଦେଇଛନ୍ତି। ଅତିରିକ୍ତ ଭାବେ ୭୫ଟି ସହାୟକ ବୁଥ୍‌ କରାଯାଉଛି ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି। ପ୍ରତି ବୁଥ୍‌ରେ ହଜାରେ ଜଣ ଭୋଟର ମତଦାନ କରିପାରିବେ। କୋଭିଡ୍‌ କଟକଣା ମଧ୍ୟରେ ପିପିଲି ଭୋଟ ଗ୍ରହଣ କରାଯିବ।
ପ୍ରାର୍ଥୀ ନାମାଙ୍କନ ସମୟରେ ସାଙ୍ଗରେ ୨ ଜଣଙ୍କୁ ଆଣିବେ। ୨ଟି ଗାଡ଼ିରୁ ଅଧିକ ବ୍ୟବହାର କରିବେ ନାହିଁ। ମତଦାନ ବୁଥ୍‌ ସାନିଟାଇଜ୍‌ କରାଯିବ। ଥର୍ମାଲ ସ୍କ୍ରିନିଂ ସହ କରୋନା ସନ୍ଦିଗ୍ଧଙ୍କୁ ଟୋକନ ଦିଆଯିବ। ଏଥିପାଇଁ ଅଙ୍ଗନଓ୍ବାଡ଼ି କର୍ମୀ ଓ ଆଶାକର୍ମୀଙ୍କୁ ଦାୟିତ୍ୱ ଦିଆଯିବ।

ସୂଚନାଯୋଗ୍ୟ, ଆସନ୍ତା ଏପ୍ରିଲ ୧୭ରେ ପିପିଲି ଉପନିର୍ବାଚନ ଲାଗି ଭୋଟ ଗ୍ରହଣ ହେବାକୁ ଥିବା ବେଳେ ମେ’ ୨ରେ ଭୋଟ ଗଣତି ହେବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି; ବଦଳିବ ଏହି ବିମାନବନ୍ଦର ନାମ, ମୋଦି….

ଲକ୍ଷ୍ନୌ,୯ା୧୦: ଉତ୍ତରପ୍ରଦେଶର ନୋଏଡାସ୍ଥିତ ଜେୱର ଏୟାରପୋର୍ଟର ନାମ ପରିବର୍ତ୍ତନ କରାଯିବ । ଏହାର ନାମ ‘ନରେନ୍ଦ୍ର ମୋଦି ଇଣ୍ଟରନ୍ୟାସନାଲ ଏୟାରପୋର୍ଟ’ ରଖିବାକୁ ଉତ୍ତରପ୍ରଦେଶ ସରକାର ନିଷ୍ପତ୍ତି ନେଇଛନ୍ତି।…

ଓଲଟିଲା ବସ୍‌: ଭିତରେ ଥିଲେ ୩୦ ଯାତ୍ରୀ, ସେଥିରୁ ୨ ଜଣ…

ବଣାଇଁ,୯ା୧୦(ପ୍ରଦୀପ ତ୍ରିପାଠୀ): ସମ୍ବଲପୁର ଜିଲା କୁଚିଣ୍ଡାରୁ ବଣାଇଁ ଆସୁଥିବା ଘରୋଇ ଯାତ୍ରୀବାହୀ ବସ୍‌ ‘ଅଂଶିକା’ ଗୁରୁଣ୍ଡିଆ ନିକଟସ୍ଥ ମଧୁପୁରଠାରେ ଶୁକ୍ରବାର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ସେଥିରେ…

ଶୌଚ ଯିବା ହେଲା କାଳ, ହାତୀ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ

କୁଚିଣ୍ଡା,୯।୧୦(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ କୁଚିଣ୍ଡା ରେଞ୍ଜ ଅଧୀନ କୁଚିଣ୍ଡା ଏନ୍‌ଏସି ୧୦ ନମ୍ବର ୱାର୍ଡ ସଇଡାରେ ଶୁକ୍ରବାର ଏକ ହାତୀ ଆକ୍ରମଣରେ…

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ଜେଲ୍‌ ଭିତରେ ସଂଘର୍ଷ: ଗଡ଼ିଲା ୧୦ ମୁଣ୍ଡ, ୧୬ ଆହତ

ମେକ୍ସିକୋ,୯ା୧୦: ମେକ୍ସିକୋର ଉତ୍ତର-ପଶ୍ଚିମ ରାଜ୍ୟ ସିନାଲୋଆର ମାଜାଟାନ ସହରରେ ଥିବା ‘ଏଲ କାଷ୍ଟିଲୋ’ ଜେଲ୍‌ରେ ଘଟିଥିବା ଏକ ସଂଘର୍ଷରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ…

ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?