ନବୀନ ନିବାସରୁ ରୁଦ୍ରପ୍ରତାପ ମହାରଥୀ ଟିକେଟ ଆଣିବା ପରେ ମୁହଁ ଖୋଲିଲେ ମା’

ପୁରୀ ଅଫିସ,୨୮।୩: ପିପିଲି ଉପନିର୍ବାଚନ ପ୍ରାର୍ଥୀ ରୁଦ୍ରପ୍ରତାପ ମହାରଥୀ ରବିବାର ନବୀନ ନିବାସରୁ ଟିକେଟ ନେଇ ଫେରିଛନ୍ତି। ମୁଖ୍ୟମନ୍ତ୍ରୀ ନିଜେ ତାଙ୍କୁ ଟିକେଟ ପ୍ରଦାନ କରିଛନ୍ତି। ଏହି ସମୟରେ ତାଙ୍କ ସହ ଭଉଣୀ ପଲ୍ଲବୀ ଓ ଭିଣୋଇ ଅର୍ଦ୍ଧେନ୍ଦୁ ମଧ୍ୟ ଉପସ୍ଥିତ ଥିଲେ। ତେବେ ପିପିଲିରୁ ବିଜେଡି ପ୍ରାର୍ଥୀ କିଏ ହେବେ ଏ ନେଇ ଗତ କିଛିଦିନ ହେଲା ଚାଲିଥିବା ଚର୍ଚ୍ଚାରେ ଶୁକ୍ରବାର ଅନ୍ତ ଘଟିଥିଲା। ରୁଦ୍ରପ୍ରତାପ ମହାରଥୀଙ୍କ ଉପରେ ଭରସା କରି ନବୀନ ପଟ୍ଟନାୟକ ଶୁକ୍ରବାର ତାଙ୍କୁ ବିଜେଡି ପ୍ରାର୍ଥୀଭାବେ ଘୋଷଣା କରିଥିଲେ । ରବିବାର ନବୀନ ନିବାସ ଯାଇ ରୁଦ୍ର ବିଜେଡି ଟିକେଟ ଆଣିଛନ୍ତି। ପରେ ସ୍ବର୍ଗତ ମହାରଥୀଙ୍କ ପତ୍ନୀ ପ୍ରତିଭା ମହାରଥୀ ନିଜର ପ୍ରତିକ୍ରିୟା ରଖିଛନ୍ତି। ମୋ ପରିବାର ଭିତରେ ପୂରା ଏକତା ରହିଛି ବୋଲି ସେ କହିଛନ୍ତି। ବାପା ଥିଲେ ପୁଅ ସଭାରେ ହାରେନି । ମାଆ ଥିଲେ ପୁଅ ଦୁନିଆ ଡରେନି । ରୁଦ୍ର ସହ ସହାନୁଭୂତି, ଆଶୀର୍ବାଦ ରହିଛି । ସେ ନିଶ୍ଚୟ ଜିତିବ।

 


Enter your email to get our daily news in your inbox.

All Right Reserved By Dharitri.Com

CORONAVIRUS UPDATE : ରାଜ୍ୟରେ କରୋନା ନେଲା ଆଉ ଦୁଇ ଜୀବନ, ୨୯ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୩ା୭(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ଆଉ ଦୁଇ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୯ରେ ପହଞ୍ଚିଛି। ମୃତକ ଦ୍ୱୟ...

ଭାରସାମ୍ୟ ହରାଇ ଓଲଟିଲା ବାଉଁଶ ବୋଝେଇ ଅପେରା ଗାଡ଼ି

ଆନନ୍ଦପୁର,୨୭। ୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ୫୩ ନଂ. ରାଜ୍ୟ ରାଜପଥ ବାଲୁଙ୍କେଶ୍ୱର ଛକଠାରେ ମଙ୍ଗଳବାର (ନଂ.ଓଆର୦୫-ଏଫ୦୮୨୧) ବିଶିଷ୍ଟ ଏକ ୧୦ ଚକିଆ...

ପରିବାରରେ ନିଆଯିବ ଅନାଥ ଶିଶୁଙ୍କ ଯତ୍ନ

ଛତ୍ରପୁର,୮ା୩(ଡି.ଏନ.ଏ.) – ଅନାଥ ଆଶ୍ରମ କିମ୍ବା ଶିଶୁ ଯତ୍ନ କେନ୍ଦ୍ର ବଦଳରେ ପରିବାରରେ ହିଁ ଅନାଥ ଓ ଏକକ ଅଭିଭାବକ ଶିଶୁମାନଙ୍କର ଯତ୍ନ ସହ ସେମାନଙ୍କର...

ଭୋଟ ଦେଲେ ବିଧାୟକ ନରସିଂହ ମିଶ୍ର

ବଲାଙ୍ଗୀର ଅଫିସ,୨୪।୩: ପୌର ନିର୍ବାଚନ ନେଇ ଗୁରୁବାର ସକାଳ ୮ଟାରୁ ମତଦାନ ଆରମ୍ଭ ହୋଇଯାଇଛି। ସକାଳୁ ଭୋଟର ଲମ୍ବା ଲାଇନ୍‌ରେ ଧାଡ଼ି ବାନ୍ଧି ଛିଡ଼ା ହୋଇଥିବା...

ମୃତ୍ୟୁରେ ଲାଗୁନି ବ୍ରେକ୍‌: ଆଜି ଆଉ ୬୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୬ା୭(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ସର୍ବାଧିକ ୬୨ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ...

ଆଧୁନିକୀକରଣ ପରେ ଡାକବିଭାଗର ଗୁରୁତ୍ୱ ବଢ଼ିଛି

ବଲାଙ୍ଗୀର ଅଫିସ, ୩ା୧ – ବଲାଙ୍ଗୀର ଟାଉନ୍‌ ହଲଠାରେ ଗୁରୁବାର ବଲାଙ୍ଗୀର ଡାକ ମଣ୍ଡଳର ୬୧ତମ ପ୍ରତିଷ୍ଠା ଉତ୍ସବ ଏବଂ ମହା ଡାକମେଳା ଅନୁଷ୍ଠିତ ହୋଇଛି...

ଶାରୀଶୁଆ ପାହାଡ଼ରୁ ବୋହି ନେଲେ ମାଟି, ପଥର

ଖଇରା, ୨୦।୧: ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡରୁ ମାଟି ଓ ପଥର ଲୁଟ କରୁଥିବା ମାଫିଆମାନେ କିଛି ଦିନ ନୀରବ ରହିବା...

ବାଇକ୍‌ରେ ଘରକୁ ଗଲା ଛାତ୍ରୀଙ୍କ ମୃତଦେହ

କେନ୍ଦ୍ରାପଡ଼ା ଅଫିସ, ୬ା୪: ସ୍ବାସ୍ଥ୍ୟ ବିଭାଗ ଅବହେଳାର ଆଉ ଏକ ହୃଦୟବିଦାରକ ଚିତ୍ର ମଙ୍ଗଳବାର ଦେଖିବାକୁ ମିଳିଛି। କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ମହାପ୍ରୟାଣ ଗାଡ଼ି...

Advertisement
Archives

Model This Week