ପିପିଲି ଉପନିର୍ବାଚନ: ପ୍ରଚାର କରିବେ ଧର୍ମେନ୍ଦ୍ର

ଭୁବନେଶ୍ୱର,୭।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ଉଷ୍ଣତା ସେତିକି ବୃଦ୍ଧି ପାଉଛି। ପିପିଲି ନିର୍ବାଚନ ପାଇଁ ସବୁ ଦଳର ନେତା ଓ କର୍ମୀମାନେ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ଏହି ପରିପ୍ରେକ୍ଷୀରେ ଭାଜପା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଚାର ମଇଦାନକୁ ଓହ୍ଲାଇବେ ବୋଲି ଦଳୀୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ୮ରୁ ପିପିଲି-ଡେଲାଙ୍ଗ ଅଞ୍ଚଳରେ ଭାଜପା ଜୋନାଲ ରାଲି କରିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟମନ୍ଦିର ଅନୁଧ୍ୟାନ କଲେ ଆମିକସ୍‌ କ୍ୟୁରି

କୋଣାର୍କ,୧୪ା୯(ଡି.ଏନ.ଏ): ଶୁକ୍ରବାର ଆମିକ୍‌ସ କ୍ୟୁରି ଆଡଭୋକେଟ୍‌ ଏନ୍‌.କେ. ମହାନ୍ତି ଦ୍ୱିତୀୟଥର ପାଇଁ କୋଣାର୍କ ଗସ୍ତରେ ଆସି ସୂର୍ଯ୍ୟ ମନ୍ଦିରର ସ୍ଥିତି ଅନୁଧ୍ୟାନ କରିଛନ୍ତି। ସୂର୍ଯ୍ୟ ମନ୍ଦିରର...

କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ଅଭିଯୁକ୍ତ ଗିରଫ

ଠାକୁରମୁଣ୍ଡା,୧୭।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲ୍ଲକ ଅଞ୍ଚଳର ଜଣେ କଲେଜ ଛାତ୍ରୀଙ୍କୁ ବଳାତ୍କାର କରି ଗଳା କାଟି ହତ୍ୟା ଘଟଣାରେ ମହୁଲଡିହା ଥାନା ପୋଲିସ ଅଭିଯୁକ୍ତଙ୍କୁ...

ମୂର୍ତ୍ତି କାରିଗର ପାଲଟିଲେ ଛତୁଚାଷୀ

ଖୋର୍ଦ୍ଧା ଅଫିସ,୧୫।୯: କରୋନା ମହାମାରୀ ଲୋକଙ୍କ ଜୀବନ ନେବା ସହ ଜୀବିକା ବଦଳାଇ ଦେଇଛି। ପରିବାର ପ୍ରତିପୋଷଣ ପାଇଁ ଶେଷରେ ଛତୁ ଚାଷ କରିବାକୁ ବାଧ୍ୟ...

ପ୍ରତାରଣା ଅଭିଯୋଗରେ ଯୁବକ ଗିରଫ

ବଇଣ୍ଡା, ୮ା୧୨(ଡି.ଏନ.ଏ.)- କିଶୋରନଗର ବ୍ଲକ ହଣ୍ଡପା ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା କରିବା ଅଭିଯୋଗରେ ଜରପଡା ଥାନା ଅଞ୍ଚଳର ସୁଶାନ୍ତ...

ଚନ୍ଦକାରେ ହେବ ହସ୍ତୀ ଥଇଥାନ କେନ୍ଦ୍ର

ଭୁବନେଶ୍ୱର,୧୬।୯(ବ୍ୟୁରୋ): ଚନ୍ଦକା-ଡମପଡ଼ା ବନ୍ୟପ୍ରାଣୀ ଅଭୟାରଣ୍ୟର କୁମାରଖୁଣ୍ଟିଠାରେ ହସ୍ତୀ ଥଇଥାନ କେନ୍ଦ୍ର ସ୍ଥାପନ ହେବ। ସାଢ଼େ ଦଶ ହେକ୍ଟର ପରିମିତ ସ୍ଥାନରେ ପ୍ରାୟ ୬ କୋଟି ଟଙ୍କା...

ଜଙ୍ଗଲରୁ କାଜୁ ସଂଗ୍ରହ ବେଳେ ଯୁବକଙ୍କୁ ଶୁଣ୍ଢରେ ଟେକି କଚାଡ଼ି ଦେଲା ହାତୀ

ଖୋର୍ଦ୍ଧା ଅଫିସ,୨୯ା୫: ହାତୀ ଆକ୍ରମଣରେ ଶୁକ୍ରବାର ପୁଣି ଜଣେ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମିଳିଥିବା...

ଓଡିଆ ପ୍ରବାସୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ; ୬ ଗୁରୁତର

ବଇଣ୍ଡା,୧୪।୫(ଡି.ଏନ୍‌.ଏ.)-ଅନୁଗୋଳ ଜିଲା ବଇଣ୍ଡା-ଆଠମଲ୍ଲିକ ପୂର୍ତ୍ତବିଭାଗ ରାସ୍ତାର ଠାକୁରଗଡ଼ ଥାନା ଷୋଳପଦା କଲେଜ ପରିସରରେ ଆନ୍ଧ୍ରରୁ ଫେରନ୍ତା ଓଡ଼ିଆ ପ୍ରବାସୀ ଶ୍ରମିକଙ୍କୁ ନେଇ ଆସୁଥିବା ଏକ ଉଇଁଗର...

ମୋ ପୋଖରୀ ଯୋଜନାକୁ ଚାହିଁ ବସିଛନ୍ତି ହିତାଧିକାରୀ

ଭଞ୍ଜନଗର,୬।୧୦(ଡି.ଏନ.ଏ.)-ରାଜ୍ୟରେ ମାଛର ବେଶ୍‌ ଚାହିଦା ରହିଛି। ମାତ୍ର ଯେତିକି ମାଛ ଦୌନନ୍ଦିନ ରାଜ୍ୟରେ ଆବଶ୍ୟକ, ତାଠାରୁ କମ୍‌ ଉତ୍ପାଦନ ହେଉଛି। ତେଣୁ ପଡ଼ୋଶୀ ଆନ୍ଧ୍ର ଉପରେ...

Advertisement

BGU

Archives

Model This Week

Why Dharitri