ରୁଦ୍ରଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଲେ ଭଉଣୀ

ଭୁବନେଶ୍ୱର,୮।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ଯେତିକି ପାଖେଇ ଆସୁଛି ନିର୍ବାଚନ ପ୍ରଚାର ସେତିକି ଜମୁଛି। ତିନି ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ପ୍ରାର୍ଥୀ ମଇଦାନକୁ ଓହ୍ଲାଇ ନିଜ ପାଇଁ ଭୋଟ ଭିକ୍ଷା କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଗୁରୁବାର ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି ପ୍ରଦୀପ ମହାରଥୀଙ୍କ ଝିଅ ପଲ୍ଲବୀ ଏବଂ ଜ୍ୱାଇଁ ଅର୍ଦ୍ଧେନ୍ଦୁ। ଭାଇ ରୁଦ୍ରଙ୍କ ପାଇଁ ଘରକୁ ଘର ବୁଲି ଭୋଟ ମାଗୁଛନ୍ତି ପଲ୍ଲବୀ। ତେବେ ଏହି ମହାଯୁଦ୍ଧରେ କାହାର ଜିତାପଟ ହେଉଛି ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ପ୍ରଶାସନିକ କୋଠାର ଉଚ୍ଚତା ବଢ଼ାଇବାକୁ ଚିଠି

ପୁରୀ ଅଫିସ,୨୨।୯: ଶ୍ରୀମନ୍ଦିର ପ୍ରଶାସନିକ କୋଠାର ଉଚ୍ଚତା ବଢ଼ାଇବା ପାଇଁ ପ୍ରସ୍ତାବ ରଖିଛି ଶ୍ରୀମନ୍ଦିର ପ୍ରଶାସନ। ଏ ନେଇ ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ ମାଧ୍ୟମରେ...

ଦୁର୍ବୃତ୍ତଙ୍କ ଆକ୍ରମଣରେ ତହଁର ପୂର୍ବତନ ସରପଞ୍ଚ ଗୁରୁତର

ଶେରଗଡ଼,୧୧ା୯(ଡି.ଏନ୍‌.ଏ.): ତହଁର ପୂର୍ବତନ ସରପଞ୍ଚ ପଦ୍ମ ଚରଣ ପାଢ଼ୀ ବୁଧବାର ଦୁର୍ବୃତ୍ତଙ୍କ ଆକ୍ରମଣରେ ଗୁରୁତର ହୋଇଛନ୍ତି। ପଦ୍ମଙ୍କ ପୁତୁରା ଏନେଇ ହିଞ୍ଜିଳି ଥାନାରେ ଏତଲା ଦେଇଛନ୍ତି।...

ପକ୍କା କରୁନି ପ୍ରଶାସନ

ପରିକ୍ଷିତ ସାହୁ ବଇଣ୍ଡା,୨୦।୭ – ନିର୍ବାଚନ ଆସିଲେ ଆସୁଛନ୍ତି ନେତା। ଦେଉଛନ୍ତି ଭଳିକି ଭଳି ପ୍ରତିଶ୍ରୁତି। ଅଭିଯୋଗ ନେଇ ପ୍ରଶାସନ ନିକଟକୁ ଗଲେ କୁହାଯାଉଛି ନିଆଯିବ...

ରାଜ୍ୟ ସରକାରଙ୍କୁ ବିଜୟଙ୍କ କଟାକ୍ଷ: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ଏକ ଦିଗହରା ନିଷ୍ପତ୍ତି, ରଣକ୍ଷେତ୍ର ପାଲଟିଲାଣି ଶ୍ରୀକ୍ଷେତ୍ର

ଭୁବନେଶ୍ୱର, ୪।୯(ବ୍ୟୁରୋ): ଶ୍ରୀମନ୍ଦିର ମେଘନାଦ ପାଚେରି କଡ଼ରୁ ୭୫ ମିଟର ପରିଧି ମଧ୍ୟରେ କରାଯାଉଥିବା ଉଚ୍ଛେଦକୁ ନେଇ ବିଷଦ୍‌ଗାର କରିଛନ୍ତି ବରିଷ୍ଠ ଭାଜପା ନେତା ବିଜୟ...

ମାନସିକ ଚାପରୁ ମୁକୁଳି ବାତ୍ୟା ଅନୁଭୂତି ବଖାଣିଲେ ପିଲା

ପୁରୀ ଅଫିସ,୨୬ା୧୦: ବାତ୍ୟା ଫନୀରେ ପୁରୀ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଲକ୍ଷାଧିକ ଗଛ, ଘର, ବିଦ୍ୟୁତ୍‌ଖୁଣ୍ଟ ଭାଙ୍ଗି ପଡ଼ିିଥିଲା। ବାତ୍ୟା ପରେ ବିଦ୍ୟୁତ୍‌ ଯୋଗାଯୋଗ...

ଉପନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ ବିଜେଡି, କଂଗ୍ରେସ ପ୍ରାର୍ଥୀ

ବାଲେଶ୍ୱର ଅଫିସ,୧୫ା୧୦: ବାଲେଶ୍ୱର ଉପନିର୍ବାଚନ ପାଇଁ ଗୁରୁବାର ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ନିଜ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ବାଲେଶ୍ୱର ଉପଜିଲାପାଳଙ୍କ ଅଫିସରେ ବିଜେଡି...

ବର୍ଷା ଜନିତ ସମସ୍ୟାର ମୁକାବିଲା ପାଇଁ ବିଏମ୍‌ସିର ତତ୍ପରତା: ସମ୍ବେଦନଶୀଳ ଅଞ୍ଚଳ ତଦାରଖ କଲେ ଅଧିକାରୀ

ଭୁବନେଶ୍ୱର, ୫।୭(ବ୍ୟୁରୋ)- ମୌସୁମୀ ବର୍ଷା ଜାରି ରହିଥିବାବେଳେ ରାଜଧାନୀବାସୀ ଯେପରି ଜଳ ନିଷ୍କାସନ ଜନିତ ସମସ୍ୟାର ସମ୍ମୁଖୀନ ନ ହେବେ ସେଥିପାଇଁ ଭୁବନେଶ୍ୱର ମହାନଗର ନିଗମ...

ଧରିତ୍ରୀ ଦେଖାଇ ଆଇନଶୃଙ୍ଖଳା, ସ୍ବାସ୍ଥ୍ୟ ସେବା କଥା ଉଠାଇଲେ ନରସିଂହ; କଟକ ହତ୍ୟାକାଣ୍ଡକୁ ନେଇ ଉଦ୍‌ବେଗ

ଭୁବନେଶ୍ୱର,୨୫।୭(ବ୍ୟୁରୋ)- ରାଜ୍ୟରେ ଆଇନ ଶୃଙ୍ଖଳା ବୋଲି କିଛି ନାହିଁ। ଦିନ ଦି ପହରରେ ନାବାଳିକାଙ୍କୁ ବଳାତ୍କାର କରାଯାଉଛି। ପ୍ରଶ୍ନ ପଚାରିଲେ ଉତ୍ତର ମିଳୁ ନାହିଁ। ସବୁ...

Advertisement
Archives

Model This Week