ରୁଦ୍ରଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଲେ ଭଉଣୀ

ଭୁବନେଶ୍ୱର,୮।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ଯେତିକି ପାଖେଇ ଆସୁଛି ନିର୍ବାଚନ ପ୍ରଚାର ସେତିକି ଜମୁଛି। ତିନି ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ପ୍ରାର୍ଥୀ ମଇଦାନକୁ ଓହ୍ଲାଇ ନିଜ ପାଇଁ ଭୋଟ ଭିକ୍ଷା କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଗୁରୁବାର ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି ପ୍ରଦୀପ ମହାରଥୀଙ୍କ ଝିଅ ପଲ୍ଲବୀ ଏବଂ ଜ୍ୱାଇଁ ଅର୍ଦ୍ଧେନ୍ଦୁ। ଭାଇ ରୁଦ୍ରଙ୍କ ପାଇଁ ଘରକୁ ଘର ବୁଲି ଭୋଟ ମାଗୁଛନ୍ତି ପଲ୍ଲବୀ। ତେବେ ଏହି ମହାଯୁଦ୍ଧରେ କାହାର ଜିତାପଟ ହେଉଛି ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ, ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୧।୭(ବ୍ୟୁରୋ): ୨୦୧୯-୨୦ ଆର୍ଥିକବର୍ଷ ପାଇଁ କେନ୍ଦ୍ରୀୟ ରେଳ ବଜେଟରେ ରାଜ୍ୟକୁ ପୂର୍ବାପେକ୍ଷା ଅଧିକ ଅର୍ଥ ମିଳିବାକୁ ଯାଉଛି। କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର...

କେନ୍ଦୁଝରରେ ପୁଣି ୨୨ କରୋନା ପଜିଟିଭ୍‌ ଚିହ୍ନଟ: ରହିଛନ୍ତି ୨ କରୋନା ଯୋଦ୍ଧା

କେନ୍ଦୁଝର,୧୪।୭(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ମଙ୍ଗଳବାର ୨୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ଜଣ କ୍ୱାରାଣ୍ଟଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨...

ଡାକ୍ତରଙ୍କ ଉଦ୍ଦେଶ୍ୟରେ ସୁଦର୍ଶନଙ୍କ ବାର୍ତ୍ତା

ପୁରୀ ଅଫିସ,୨୦।୩: ବିଶ୍ୱବାସୀଙ୍କ ନିଦ ଉଡ଼ାଇଥିବା କରୋନା ଏବେ ଭାରତରେ ନିଜ କାୟା ବିସ୍ତାର କରିବାରେ ଲାଗିଲାଣି। ଭାରତରେ ଏଥିରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯ରେ ପହଞ୍ଚିଛି।...

ଭଦ୍ରକରୁ ଗଡ଼ିଲା ବସ୍‌

ଭଦ୍ରକ ଅଫିସ,୨୮।୫: ରାଜ୍ୟରେ ବେସରକାରୀ ବସ୍‌ ସେବା ଗୁରୁବାରଠାରୁ ଆରମ୍ଭ ହୋବାକୁ ପୂର୍ବରୁ ଘୋଷଣା ହୋଇଥିଲା। ଏହି ପରିପ୍ରେକ୍ଷୀରେ ଭଦ୍ରକ ସହରରେ ମଧ୍ୟ ଗୁରୁବାରଠୁ ବସ୍‌...

ରାସ୍ତା ଉପରେ ଘର ନିର୍ମାଣ ସାମଗ୍ରୀ: ଅସନ୍ତୋଷ ପରେ ଜରିମାନା ନେଲା ପୌରପାଳିକା

ଅନୁଗୋଳ ଅଫିସ, ୧୯।୭-ଘର ନିର୍ମାଣ ପାଇଁ ଜନୈକ ବ୍ୟକ୍ତି ରାସ୍ତା ଉପରେ ବିଭିନ୍ନ ସାମଗ୍ରୀ ଗଦାଇଥିବାରୁ ଅନୁଗୋଳ ସହରର ବଜାର ଛକ ରାସ୍ତାରେ ଗୁରୁବାର ଯାତାୟାତ...

ଆଜିଠୁ ପ୍ରଥମ ପର୍ଯ୍ୟାୟ ପଦୋନ୍ନତି ଅଦାଲତ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ରାଜ୍ୟରେ ସରକାରୀ କର୍ମଚାରୀଙ୍କ ପଦୋନ୍ନତି ବ୍ୟବସ୍ଥାରେ ସ୍ବଚ୍ଛତା ଏବଂ ସମୟାନୁବର୍ତ୍ତିତା ଆଣିବା ପାଇଁ ସମସ୍ତ ପଦକ୍ଷେପ ନିଆଯାଇଛି। ଗତବର୍ଷ ଡିସେମ୍ବର ଶେଷସୁଦ୍ଧା ଉଭୟ ବରିଷ୍ଠ...

ଓଡ଼ିଶା ଫେରିବ ବିଜୁଙ୍କ ଡାକୋଟା ବିମାନ

ଭୁବନେଶ୍ୱର,୧୬।୧(ବ୍ୟୁରୋ): ଓଡ଼ିଶା ଫେରିବ ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଡାକୋଟା ବିମାନ। ଏ ନେଇ ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟକୁ ଚିଠି...

ଶୋଷ ମେଣ୍ଟାଇଲା ସୋଲାର ପାନୀୟ ଜଳ ପ୍ରକଳ୍ପ

ସମ୍ବଲପୁର,୧୩ା୫(ବ୍ୟୁରୋ)-ଦୀର୍ଘଦିନ ପରେ ଦୁର୍ଗମ ଅଞ୍ଚଳବାସୀଙ୍କ ଜଳକଷ୍ଟ ଦୂର ହୋଇଛି ା ସୋଲାର ପାନୀୟ ଜଳ ପ୍ରକଳ୍ପ ଯୋଗୁ ସମ୍ବଲପୁର ଜିଲାର ଜଙ୍ଗଲ ପରିବେଷ୍ଟିତ ପାହାଡିଆ ଅଞ୍ଚଳବାସୀଙ୍କ...

Advertisement

BGU

Archives

Model This Week

Why Dharitri