ପିପିଲି ଉପନିର୍ବାଚନ: ଆଜିଠୁ ବାଲଟ୍‌ ମତଦାନ ଆରମ୍ଭ

ଭୁବନେଶ୍ୱର,୩।୫(ବ୍ୟୁରୋ): ଆସନ୍ତା ୧୬ ତାରିଖରେ ପିପିଲି ଉପନିର୍ବାଚନ ଅନୁଷ୍ଠିତ ହେବ। ସେନେଇ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ସୋମବାରଠାରୁ ବାଲଟ୍‌ ମତଦାନ ଆରମ୍ଭ ହୋଇଛି। ଘରଘର ବୁଲି ବାଲଟ୍‌ ସଂଗ୍ରହ କରିବେ ପୋଲିଂ ପାର୍ଟି। ୮୦ ବର୍ଷରୁ ଅଧିକ ଏବଂ ଦିବ୍ୟାଙ୍ଗମାନଙ୍କଠାରୁ ଏହି ଭୋଟ୍‌ ସଂଗ୍ରହ କରାଯିବ।