ପିପିଲି ଉପନିର୍ବାଚନ: ପୋଷ୍ଟାଲ ମତଦାନ ଆରମ୍ଭ

ଭୁବନେଶ୍ୱର,୨୩ା୯(ବ୍ୟୁରୋ): ପିପିଲି ଉପନିର୍ବାଚନ ନେଇ ଗୁରୁବାରଠାରୁ ପୋଷ୍ଟାଲ ମତଦାନ ଆରମ୍ଭ ହୋଇଛି। ଏହି ପୋଷ୍ଟାଲ ବାଲାଟରେ ୮୦ ବର୍ଷରୁ ଊର୍ଦ୍ଧ୍ୱ ବୟସର ଭୋଟର, ଦିବ୍ୟାଙ୍ଗ ଏବଂ କୋଭିଡ୍‌ ଆକ୍ରାନ୍ତଙ୍କ ମତ ଗ୍ରହଣ କରାଯାଉଛି। ଏହି ପ୍ରକିୟାରେ ମାଇକ୍ରୋ ଅବ୍‌ଜର୍ଭର, ପ୍ରିଜାଇଡିଂ ଅଫିସର, ପୋଲିଂ ଅଫିସରଙ୍କ ସମେତ ସୁରକ୍ଷାକର୍ମୀ ଭୋଟରଙ୍କ ଘରକୁ ଯାଇ ମତ ସଂଗ୍ରହ କରୁଛନ୍ତି। ପିପିଲିରେ ମୋଟ୍‌ ୧୦୭୭ ପୋଷ୍ଟର ବାଲାଟ ଭୋଟର ଅଛନ୍ତି। ସେମାନଙ୍କ ମଧ୍ୟରେ ପିପିଲିର ୩୬୫ ଓ ଡେଲାଙ୍ଗର ୭୧୨ ଜଣ ଅଛନ୍ତି। ପୂର୍ବରୁ ୧୩୮ ଭୋଟର ମତଦାନ ଦେଇଥିଲେ, ଯାହାକୁ କାଏମ ରଖାଯାଇଛି।

ସୂଚନାଯୋଗ୍ୟ, ଚଳିତମାସ ୩୦ ତାରିଖରେ ପିପିଲିରେ ଉପନିର୍ବାଚନ ଅନୁଷ୍ଠିତ ହେବ। ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ଏହି ଆସନ ଖାଲିପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆତଙ୍କବାଦ ଉପରେ ଭାରତର କଡ଼ା ପ୍ରହାର, ଚମକିପଡ଼ିଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ,୪।୭: ଆତଙ୍କବାଦ ବିରୋଧରେ ଏକ ବଡ଼ ପଦକ୍ଷେପ ସ୍ବରୂପ, କେନ୍ଦ୍ର ସରକାର ବେଆଇନ କାର୍ଯ୍ୟକଳାପ (ନିବାରଣ) ଆଇନ (UAPA) ଅଧୀନରେ ୨୩ ଜଣଙ୍କୁ ଆନୁଷ୍ଠାନିକ ଭାବରେ ଆତଙ୍କବାଦୀ…

ହୋଇପାରୁନି ସରକାର-ଡାକ୍ତରଙ୍କ ସହ ବୁଝାମଣା: ୪ PHC ସମ୍ପୂର୍ଣ୍ଣ ଠପ୍‌, CHC ଭରସା ମାତ୍ର ଜଣେ ଡାକ୍ତର

ଗଞ୍ଜାମ,୪।୭(ବିଭୁ ପ୍ରସାଦ ପଟ୍ଟନାୟକ): ରାଜ୍ୟରେ ସରକାର ଏବଂ ଆନ୍ଦୋଳନରତ ଡାକ୍ତରମାନଙ୍କ ମଧ୍ୟରେ ଚାଲିଥିବା ଆଲୋଚନା ବିଫଳ ହେବା ପରେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅଞ୍ଚଳରେ ସ୍ୱାସ୍ଥ୍ୟ…

ଅଜଣା ଗାଡ଼ି ଧକ୍କାରେ ୩ ବାଇକ ଆରୋହୀଙ୍କ ଚାଲିଗଲା ଜୀବନ: ମୃତକଙ୍କ ପରିଚୟ ମିଳୁନି

ବାଲିଗୁଡା,୪।୭:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟସ୍ଥ ୫୯ନଂ ଜାତୀୟ ରାଜପଥ ଖଡ଼ଗ ନଦୀ ପୋଲ ଉପରେ ଶୁକ୍ରବାର ବିଳମ୍ବିତ ରାତିରେ…

ହଠାତ ବିଗିଡ଼ିଗଲା ଉପମୁଖ୍ୟମନ୍ତ୍ରୀ ଶିନ୍ଦେଙ୍କ ସ୍ବାସ୍ଥ୍ୟାବସ୍ଥା, ଥାଣେର ହସ୍ପିଟାଲରେ ଭର୍ତ୍ତି

ଥାଣେ,୪।୭: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ହଠାତ ଅସୁସ୍ଥ ହୋଇପଡ଼ିଲେ ଏବଂ ପରେ ତାଙ୍କୁ ଥାଣେର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଙ୍କ ଅନୁସାରେ, ଅତ୍ୟଧିକ ଚାପ…

ଚଳଚଞ୍ଚଳ ଚାଷୀ: ଲଗାଣ ବର୍ଷାରେ ଜମିରେ ବୁଡ଼ିଲା ବିହନ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ):ଲଘୁଚାପଜନିତ ବର୍ଷା ଶୁକ୍ରବାରଠାରୁ ଗଞ୍ଜାମ ବ୍ଲକ ଅଞ୍ଚଳରେ ଆରମ୍ଭ ହୋଇଛି l ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଚାଷୀକୁଳ l ଯେହେତୁ ଗତ କିଛି ଦିନ ତଳେ…

କ୍ୱାର୍ଟର୍ସରେ ଝୁଲିପଡ଼ିଲେ ମହିଳା IIC ବିୟୁଟି: ମୃତ୍ୟର କାରଣ ଅସ୍ପଷ୍ଟ

କଟକ,୪।୭(ପ୍ରଭୁକଲ୍ୟାଣ ପାଲ୍‌): କଟକରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଚାଉଳିଆଗଞ୍ଜ ଥାନା ଅଧିକାରୀ ମହିଳା ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା କରିଛନ୍ତି। ମହିଳା ଆଇଆଇସି ଜଣଙ୍କ…

ୱାଟର ସର୍ଭିସ ସେଣ୍ଟରରୁ ଚୋରି ଅଭିଯୋଗ: ଦୁର୍ବୃତ୍ତଙ୍କୁ କାବୁ କଲା ପୋଲିସ

ଦାରିଙ୍ଗବାଡି, ୪।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ର କାରିପାଙ୍ଗା ସାହିର ଏକ ୱାଟର ସର୍ଭିସ ସେଣ୍ଟରରୁ ବିଳମ୍ବିତ ରାତ୍ରିରେ ଚୋରି ହୋଇଥିବା ଅଭିଯୋଗ।…

ଦିଲ୍ଲୀ ରାଜନୀତିରେ ହଲଚଲ: ମନ୍ତ୍ରିମଣ୍ଡଳରେ ବଡ଼ ଅଦଳବଦଳ, ନିର୍ମଳାଙ୍କ ହାତକୁ ଯାଇପାରେ ଶିକ୍ଷା ବିଭାଗ!

ନୂଆଦିଲ୍ଲୀ,୪ା୭:  ଯେକୌଣସି ମୁହୁର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ । କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ଦଳୀୟ ମହଲରେ ଶୁଣିବାକୁ ମିଳୁଛି । ଗତ କିଛି ଦିନ ହେଲା ଦିଲ୍ଲୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri