ପିପିଲି ଉପନିର୍ବାଚନ: ଦ୍ୱିତୀୟ ରାଉଣ୍ଡରେ ବି ବିଜେଡି ଆଗରେ

ପୁରୀ ଅଫିସ,୩ା୧୦: ପିପିଲି ଉପନିର୍ବାଚନ ଭୋଟ ଗଣତି ଜାରି ରହିଛି। ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗୁଆ ଥିବା ବେଳେ ଦ୍ୱିତୀୟ ରାଉଣ୍ଡରେ ବି ବିଜେଡି ଆଗୁଆ ରହିଥିବା ସୂଚନା ମିଳିଛି। ଦ୍ୱିତୀୟ ରାଉଣ୍ଡରେ ବିଜେଡି ୨୪୪୧ ଖଣ୍ଡ ଭୋଟ୍‌ରେ ଆଗୁଆ ରହିଛି। ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ୧୪୦୬ ଖଣ୍ଡ ଭୋଟ୍‌ରେ ଆଗୁଆ ରହିଥିଲେ ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀ। ଦ୍ୱିତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡି ୬୬୦୩ ଭୋଟ୍‌ ପାଇଥିବା ବେଳେ ଭାଜପାକୁ ୪୧୬୨ ଖଣ୍ଡ ଏବଂ କଂଗ୍ରେସକୁ ୮୬୦ ଖଣ୍ଡ ଭୋଟ୍‌ ମିଳିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ୧୪ ପୂର୍ବତନ ଆଇଏଏସ୍‌, ଆଇଏଫଏସ୍‌ ଅଧିକାର

ଭୁବନେଶ୍ୱର, ୧୧ା୨(ବ୍ୟୁରେ): ରାଜ୍ୟରେ ଦିନକୁ ଦିନ ସୂଚନା ଅଧିକାର କର୍ମୀଙ୍କ ଉପରେ ଆକ୍ରମଣ ବଢ଼ିବାରେ ଲାଗିଛି। କେନ୍ଦ୍ରାପଡ଼ାରେ ରଞ୍ଜନ ଦାସ ଓ କନ୍ଧମାଳ ଜିଲାରେ ଅଭିମନ୍ୟୁ...

୧୮ ହଜାର ହେକ୍ଟର ଚାଷଜମି ପଡ଼ିଆ

ତିହିଡ଼ି, ୨୦।୭ (ଡି.ଏନ.ଏ.) – ଆଷାଢ଼ ଯାଇ ଶ୍ରାବଣ ହେଲା। ଜମିରେ ଧାନ ଗଛଟିଏ ବସି ପାରିଲା ନାହିଁ। ଦୀର୍ଘଦିନ ଧରି ବର୍ଷା ଛାଡ଼ି ଯାଇଥିବାରୁ...

ଏଏସ୍‌ଆଇ କାର୍ଯ୍ୟ ନେଇ ସେବାୟତ ଖପ୍ପା

ପୁରୀ ଅଫିସ,୩୦।୧୦: ଗତ କିଛିଦିନ ତଳେ ଶ୍ରୀମନ୍ଦିର ଭିତରୁ ପଥର ଖସିଥିଲା। ଏହି ଘଟଣା ବିଷୟରେ ସେବାୟତମାନେ ଏଏସ୍‌ଆଇକୁ ଜଣାଇଥିଲେ। ହେଲେ ଏଏସ୍‌ଆଇ ପକ୍ଷରୁ କୌଣସି ଅନୁଧ୍ୟାନ...

ଆଜିଠୁ କାମରେ ଯୋଗଦେବେ ସେବା ପେପର ମିଲ୍‌ ଶ୍ରମିକ

ଜୟପୁର, ୨୧।୪(ନି.ପ୍ର.): ଜୟପୁର ଡିଭିଜନର ଯୁଗ୍ମ ଶ୍ରମ କମିଶନରଙ୍କ ଅଧ୍ୟକ୍ଷତା ଏବଂ କୋରାପୁଟ ଡିଏଲ୍‌ଓଙ୍କ ଉପସ୍ଥିତିରେ ୟୁନିଟ୍‌ ସେବା କାଗଜକଳ ଶ୍ରମିକ କର୍ମଚାରୀ ସଂଘ ଓ...

ଜାତୀୟ ରାଜପଥ କାମ ଅଧାପନ୍ତରିଆ

ନୂଆପଡା ଅଫିସ,୨ା୬- ନୂଆପଡ଼ାର ଲାଇଫ ଲାଇନ କୁହାଯାଉଥିବା ୩୫୩ ନମ୍ବର ଜାତୀୟ ରାଜପଥ କାମ ଯେତିକି ଲମ୍ବି ଚାଲିଛି ଜିଲାବାସୀଙ୍କ ମୁଣ୍ଡ ବ୍ୟଥା ସେତିକି ବଢିଚାଲିଛି...

ଚିତ୍ରକଳା ଯାଦୁକର କୁବେର

ବଇଣ୍ଡା, ୨୬ା୭(ଡି.ଏନ.ଏ.)  ତାଙ୍କ ତୂଳୀରେ ରହିଛି ଯାଦୁ। ସ୍ପର୍ଶ ମାତ୍ରକେ ଚିତ୍ରସବୁ ଯେମିତି ହୋଇଉଠନ୍ତି ଜୀବନ୍ତ। ସ୍କୁଲରୁ ଆର୍ଟ କଲେଜ ଯାଏ ସେ ଆଙ୍କିଛନ୍ତି ଅନେକ ଚିତ୍ର।...

ବନ୍ୟଜନ୍ତୁ ଜନବସତିମୁହାଁ

ବାରିପଦା ଅଫିସ,୧୦ା୩: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଏବେ ବି ନିଅଁା ହୁତୁ ହୁତୁ ହୋଇ ଜଳୁଛି। ଅଗ୍ନି ନିର୍ବାପନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ...

ଖରିଫ ଧାନ ଫସଲ ଉଜୁଡ଼ିବା ଆଶଙ୍କା

ରାଜନଗର, ୧୯ା୧୧(ଡି.ଏନ.ଏ.): ରାଜନଗର ବ୍ଲକ ଏକ ନଦୀ ଘେରା ଅଞ୍ଚଳ। ଅଞ୍ଚଳବାସୀଙ୍କର ଏକମାତ୍ର ଖରିଫ ଧାନ ଫସଲ ଆଶା ଓ ଭରସା ହୋଇଥିଲା। ହେଲେ କ୍ଷେତରେ...

Advertisement
Archives

Model This Week