ପିପିଲି ଉପନିର୍ବାଚନ: ବିଜୟ ମୁହାଁ ବିଜେଡି

ପୁରୀ ଅଫିସ୍‌,୩।୧୦: ପିପିଲି ଉପନିର୍ବାଚନ ଫଳାଫଳ ସ୍ପଷ୍ଟ ହେବାରେ ଲାଗିଛି। ଆଉ ମାତ୍ର କିଛି ଘଣ୍ଟା ମଧ୍ୟରେ ଫଳାଫଳ ଘୋଷଣା ହେବ। ଏପର୍ଯ୍ୟନ୍ତ ୧୫ ରାଉଣ୍ଡ ସୁଦ୍ଧେ ବିଜେଡି ପାର୍ଥୀ ରୁଦ୍ର ମହାରଥୀ ୧୬,୪୪୦ ଖଣ୍ଡ ଭୋଟ୍‌ରେ ଆଗୁଆ ଅଛନ୍ତି।
ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଏଥର ୨ ଲକ୍ଷ ୨୯ ହଜାର ୯୯୮ ଜଣ ଭୋଟର ଥିବା ବେଳେ ସେମାନଙ୍କ ମଧ୍ୟରୁ ୭୮.୨୫ % ସେମାନଙ୍କ ମତ ସାବ୍ୟସ୍ତ କରିଥିଲେ। ୧୯୯୫ ମସିହା ପରେ ପିପିଲି ନିର୍ବାଚନ ମଣ୍ଡଳୀରେ ଏହା ସର୍ବାଧିକ ମତଦାନ। ୧୯୯୫ ମସିହାରେ ଏଠାରେ ୮୨.୩% ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିଥିଲେ। ଏଥର ଉପ ନିର୍ବାଚନ ପାଇଁ ୩୪୮ଟି ବୁଥ କରାଯାଇଥିଲା।
ସୂଚନାଯୋଗ୍ୟ, ବିଜେଡି ପକ୍ଷରୁ ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ପ୍ରତାପ ମହାରଥୀ ପ୍ରାର୍ଥୀ ହୋଇଥିବା ବେଳେ ଭାଜପା ପକ୍ଷରୁ ଆଶ୍ରିତ ପଟ୍ଟନାୟକ ଓ କଂଗ୍ରେସରୁ ବିଶ୍ୱ କେଶନ ହରିଚନ୍ଦନ ମହାପାତ୍ର ପ୍ରାର୍ଥୀ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri