ଏପ୍ରିଲ ୧୭ରେ ପିପିଲି ଉପନିର୍ବାଚନ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ବାଜିଲା ବିଗୁଲ। ବହୁ ଚର୍ଚ୍ଚିତ ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଏପ୍ରିଲ ୧୭ ତାରିଖରେ ଏହି ଉପନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ମାର୍ଚ୍ଚ ୨୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ନାମାଙ୍କନ ଦାଖଲର ଶେଷ ତାରିଖ ମାର୍ଚ୍ଚ ୩୦ ତାରିଖ ରହିଛି। ସେହିଭଳି ଶେଷ ତାରିଖ ଏପ୍ରିଲ ୩ ସୁଦ୍ଧା ଏହାକୁ ପ୍ରତ୍ୟାହାର କରିହେବ। ପରେ ମେ’ ୨ ତାରିଖରେ ଭୋଟ ଗଣତି ଏବଂ ରେଜଲ୍ଟ ପ୍ରକାଶ ପାଇବ ବୋଲି ଜଣାପଡ଼ିଛି। ତେବେ ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ଉକ୍ତ ଆସନଟି ଖାଲି ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରରେ ପୂଜା ପାଉଛନ୍ତି ମା’ ଗଜଲକ୍ଷ୍ମୀ

ପୁରୁଷୋତ୍ତମପୁର,୧୩।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗଜଲକ୍ଷ୍ମୀ ପୂଜା ଓ କୁମାର ପୂର୍ଣ୍ଣିମା ମହାସମାରୋହରେ ପାଳିତ ହେଉଛି। ଏହି ଅବସରରେ ପୁରୁଷୋତ୍ତମପୁର ରଥସାହିରେ ମା’ ଗଜଲକ୍ଷ୍ମୀଙ୍କ ମେଢ଼...

କିଡ଼୍‌ନୀ ରୋଗ୍‌ରେ ରୁଜ୍‌ଗାରିଆ ପୁଓ: ଉଷୋ ଘିନବାକେ ଟଁକା ନାଇଁ

ବୌଦ୍ଧ,୩।୭(ସ୍ବ.ପ୍ର): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଲୁଣିବାହାଲ ପଁଚେତ୍‌ ଅଧୀନ ଯୁବରାଜପୁର ଗାଁର ଭୀମସେନ ରଣା। ସେ ୫ ବଛର ତଲେ କିଡ଼୍‌ନୀ ରୋଗ୍‌ରେ ଆକ୍‌ରଁାତ...

ଲଗାଣ ବର୍ଷାରେ ଫୁଲୁଛି ଇନ୍ଦ୍ରାବତୀ, ଭାସ୍କେଲ

କୋଡ଼ିଙ୍ଗା/କୋଷାଗୁମୁଡା, ୯।୮(ଡି.ଏନ୍‌.ଏ.):ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକରେ ୩ଦିନ ଧରି ଲଗାଣ ବର୍ଷା ଫଳରେ ଇନ୍ଦ୍ରାବତୀ, ଭାସ୍କେଲନଦୀ ଓ ଶାଖା ନଦୀ ଫୁଲି ଉଠୁଛି। ପ୍ରଭାବିତ ହେଉଛି...

ଲମ୍ପି ସଂକ୍ରମଣ ରୋକିବାକୁ ଟିକାକରଣ

ଆରଡ଼ି,୧୮।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ଆରଡ଼ି, ସୁନ୍ଦରପୁର, ନାନ୍ଦପୁର ଏବଂ ଓଳଗ ୪ ପଞ୍ଚାୟତରେ ଗୋରୁଙ୍କୁ ଲମ୍ପି ସଂକ୍ରମଣ ବଢ଼ି ଚାଲିଛି। ଏ...

ଲିଜ୍‌ଧାରୀଙ୍କ ନାଁରେ ମାମଲା

ବାରିପଦା ଅଫିସ,୧୯ା୮: ମୟୂରଭଞ୍ଜ ଜିଲା ବଡ଼ସାହି ତହସିଲ ଅଧୀନ ମହୁପୁରା ଘାଟରୁ ବେଆଇନ ବାଲି ଉତ୍ତୋଳନ ଘଟଣାକୁ ନେଇ ଲିଜଧାରୀଙ୍କ ନାଁରେ ବଡ଼ସାହି ଥାନାରେ ମାମଲା...

ପୁଣି ଗଞ୍ଜାମକୁ ଫେରିଲା କରୋନା: ରାଜ୍ୟରେ ଆଜି ୭୪ ନୂଆ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨।୩(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୫ଜଣ କ୍ୱାରାଣ୍ଟାଇନ୍‌ରୁୁ ଥିବା ବେଳେ ୨୯...

ଅବହେଳିତ କାଣ୍ଡେ ସାହି: ୪୦ରୁ ଊର୍ଦ୍ଧ୍ୱ ପିଲାଙ୍କ ପାଠପଢାରେ ଡୋରି

ତେଲକୋଇ, ୩୧।୧(ଡି.ଏନ.ଏ.)-ତେଲକୋଇ ଆଦିବାସୀ ବହୁଳ ବହୁ ଅଞ୍ଚଳରେ ଯୋଜନା କରାଯାଉଛି। ତେବେ ଛାମୁଣ୍ଡା ପଞ୍ଚାୟତର ସିରିଆବାହାଳ ଗ୍ରାମ ସଂଲଗ୍ନ ୬ନଂ ୱାର୍ଡ କାଣ୍ଡେ ସାହି ଅବହେଳିତ...

ନାବାଳିକାଙ୍କୁ ବଳାତ୍କାର ମାମଲା: ଦୋଷୀଙ୍କୁ ଆଜୀବନ କାରାଦଣ୍ଡ

ଭଦ୍ରକ ଅଫିସ, ୨୧।୬ – ୧୨ ବର୍ଷର ନାବାଳିକାଙ୍କୁ ବଳାତ୍କାର ଓ ଗର୍ଭବତୀ ମାମଲାର ବିଚାର କରି ଭଦ୍ରକ ସ୍ବତନ୍ତ୍ର ଅଦାଲତ ତଥା ଅତିରିକ୍ତ ଦୌରାଜଜ୍‌...

Advertisement
Archives

Model This Week