ସେପ୍ଟେମ୍ବର ୩୦ରେ ପିପିଲି ଉପନିର୍ବାଚନ

ଭୁବନେଶ୍ୱର,୪ା୯(ବ୍ୟୁରୋ): ଚଳିତମାସ ୩୦ ତାରିଖରେ ପିପିଲି ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ନିର୍ବାଚନ କମିଶନ ଶନିବାର ଘୋଷଣା କରିଛନ୍ତି। ତେବେ କରୋନା ଯୋଗୁ ଏହା ସ୍ଥଗିତ ଥିଲା। ଆସନ୍ତା ୨୦ ତାରିଖରୁ ନିର୍ବାଚନ ପ୍ରଚାର ହେବ। ଅକ୍ଟୋବର ୩ରେ ଭୋଟ୍‌ ଗଣତି ହେବ। ତେବେ ଆଜିଠାରୁ ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଛି। ମାତ୍ର ୯ ଦିନ ପାଇଁ କ୍ୟାମ୍ପେନ୍‌ ହେବ। ଷ୍ଟାର କ୍ୟାମ୍ପେନର ତାଲିକା ୨୦ରେ ସୀମିତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ରୋଡ୍‌ ଶୋ’, ବାଇକ ଓ ସାଇକେଲ ରାଲିକୁ ମନା କରାଯାଇଛି। ଡୋର୍‌ ଟୁ ଡୋର୍‌ କ୍ୟାମ୍ପେନ ବେଳେ ପ୍ରାର୍ଥୀଙ୍କ ସହ ମାତ୍ର ୫ ଜଣଙ୍କୁ ଅନୁମତି ମିଳିଛି। ରଣାଙ୍ଗନରେ ୧୦ ପ୍ରାର୍ଥୀ ଅଛନ୍ତି। ତେଣୁ ଆଉ ନୂଆ ପ୍ରାର୍ଥିପତ୍ର ଦାଖଲ ହେବ ନାହିଁ। ପୂର୍ବରୁ ୨ ଥର ନିର୍ବାଚନ ତାରିଖ ଘୁଞ୍ଚିଥିଲା।

ସୂଚନାଯୋଗ୍ୟ, ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ଏହି ସ୍ଥାନ ଖାଲିପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳ ଗ୍ରହରେ ହୋଇଥିଲା ପ୍ରଳୟଙ୍କରୀ ବନ୍ୟା, ବଦଳିଥିଲା ରୂପରେଖ

ୱାଶିଂଟନ,୧୮ା୫: ବର୍ତ୍ତମାନର ଶୁଷ୍କ ଓ ଧୂଳିଝଡ଼ରେ ଆବୃତ ମଙ୍ଗଳ ଗ୍ରହ ଦିନେ ପାଣିରେ ଭରପୂର ଥିଲା। ପ୍ରାୟ ୩୫୦ କୋଟି ବର୍ଷ ପୂର୍ବେ ଏହି ଲାଲ ଗ୍ରହରେ…

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri