ପିପିଲି ଉପନିର୍ବାଚନ ସ୍ଥଗିତ

ଭୁବନେଶ୍ୱର,୩।୫: ପିପିଲି ଉପନିର୍ବାଚନକୁ ସୋମବାର ସ୍ଥଗିତ ରଖାଯାଇଛି। ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ରିପୋର୍ଟ ଆଧାରରେ ରାଜ୍ୟରେ କୋଭିଡ୍‌ ଲକ୍‌ଡାଉନ୍‌କୁ ଦୃଷ୍ଟିରେ ରଖି ଭାରତୀୟ ନିର୍ବାଚନ କମିଶନ ପିପିଲି ଉପନିର୍ବାଚନକୁ ସ୍ଥଗିତ କରିଛନ୍ତି। ମେ ୧୬ରେ ପିପିଲି ଉପନିର୍ବାଚନ ହେବାର ଥିଲା। ୧୯ ତାରିଖରେ ଭୋଟ ଗଣତି କାର୍ଯ୍ୟକ୍ରମ ରହିଥିଲା। ଏଥିସହିତ ନିର୍ବାଚନ ଆଚରଣବିଧି ଉଠାଇ ଦିଆଯାଇଛି। ପରେ ନିର୍ବାଚନ ସଂକ୍ରାନ୍ତରେ ନୂଆ ବିଜ୍ଞପ୍ତି ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ବିହାର ସ୍ବାସ୍ଥ୍ୟ ବିଭାଗକୁ ଚିଠି ଲେଖିଲେ ରାଜ୍ୟ ସରକାର

ଭୁବନେଶ୍ୱର, ୨୩।୯(ବ୍ୟୁରୋ): ରାଜ୍ୟରେ ନକଲି ଔଷଧ କାରବାର ନେଇ ସ୍ବାସ୍ଥ୍ୟ ବିଭାଗ ତଦନ୍ତ ଆରମ୍ଭ କରିଛି। ବିହାରରୁ ନକଲି ଔଷଧ ଆସିଥିବାରୁ ଓଡ଼ିଶା ସ୍ବାସ୍ଥ୍ୟ ବିଭାଗ...

ପରପାରିରେ ସ୍ବାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକ

ଭୁବନେଶ୍ୱର, ୧୪।୫(ବ୍ୟୁରୋ): ସ୍ବାଧୀନତା ସଂଗ୍ରାମୀ, ପୂର୍ବତନ ସାଂସଦ, ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକଙ୍କର ଗୁରୁବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୯ ବର୍ଷ ହୋଇଥିଲା।...

ଅପରାହ୍ନ ୪ଟାଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨ା୭ (ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି। ଗୃହ ଆରମ୍ଭରୁ ଶୋକ ପ୍ରସ୍ତାବ ଆଗତ ପରେ ଗୃହକାର୍ଯ୍ୟ ସ୍ବାଭାବିକ ଚାଲିଥିଲା। ହେଲେ ନୂପୁର ଶର୍ମାଙ୍କ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୦୩ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୮।୭(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୩୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ସର୍ବାଧିକ ୧୨୦ ଜଣ ଥିବାବେଳେ ଯାଜପୁରରୁ ୪୬,...

୮ଟି ଜିଲାରେ କାଳବୈଶାଖୀ ଭୟ

ଭୁବନେଶ୍ୱର,୨୩।୪: ଓଡ଼ିଶାର ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ୮ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ବର୍ଷା ସାଙ୍ଗକୁ ଝଡତୋଫାନ ସମ୍ଭାବନା ରହିଥିବା ଭୁବନେଶ୍ୱର...

ହାତୀ ନେଲା ବୃଦ୍ଧଙ୍କ ଜୀବନ

ପାଇକମାଳ,୨୫।୧୦(ଡି.ଏନ୍‌.ଏ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଲକ ଅଧୀନ ରସମୁଣ୍ଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି।...

ବେନିୟମ ଚାଲାଣ ହେଉଛି କେନ୍ଦୁପତ୍ର: ବିନା ନଥିପତ୍ରରେ ଚାଲିଛି କାରବାର

ମାଲକାନଗିରି,୪ା୫(ଡି.ଏନ୍‌.ଏ.) : ମାଲକାନଗିରି ଜିଲାରେ ବର୍ଷକୁ କୋଟି କୋଟି ଟଙ୍କାର କେନ୍ଦୁପତ୍ର କାରବାର ହୋଇଥାଏ। ଜିଲାର ଆଦିବାସୀ ଏବଂ ଅଣ ଆଦିବାସୀ କେନ୍ଦୁପତ୍ର ସଂଗ୍ରହକରି ଗୁଜୁରଣ...

ଓଡ଼ିଆ ବିଶ୍ୱବିଦ୍ୟାଳୟ ଶିଳାନ୍ୟାସକୁ ବର୍ଷେ ପୂରିଲା: ଇଟା ଖଣ୍ଡିଏ ଯୋଡ଼ା ହେଲାନି

ପୁରୀ ଅଫିସ/ସାକ୍ଷୀଗୋପାଳ, (ଡି.ଏନ.ଏ.)୧୦ା୧୦: ପଞ୍ଚସଖା ଓଡ଼ିଆ ନବଜାଗରଣର ଯେଉଁ ସ୍ବପ୍ନ ଦେଖୁଥିଲେ ଓଡ଼ିଆ ବିଶ୍ୱବିଦ୍ୟାଳୟ ତାହାକୁ ଆହୁରି ଆଗକୁ ନେବ। ଓଡ଼ିଆ ଭାଷା, ସାହିତ୍ୟ ଓ...

Advertisement
Archives

Model This Week