ଭୁବନେଶ୍ୱର,୧୪।୪: କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ ଯୋଗୁ ପିପିଲି ଉପର୍ନିବାଚନ ସ୍ଥଗିତ ହୋଇଛି। ଏନେଇ ଜିଲା ରିଟର୍ନିଂ ଅଫିସର ତଥା ପୁରୀ ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ ଏହି ସୂଚନା ଦେଇଛନ୍ତି। ୧୭ ତାରିଖରେ ପିପିଲି ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହୋଇଥାନ୍ତା।
ଭୁବନେଶ୍ୱର,୧୪।୪: କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ ଯୋଗୁ ପିପିଲି ଉପର୍ନିବାଚନ ସ୍ଥଗିତ ହୋଇଛି। ଏନେଇ ଜିଲା ରିଟର୍ନିଂ ଅଫିସର ତଥା ପୁରୀ ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ ଏହି ସୂଚନା ଦେଇଛନ୍ତି। ୧୭ ତାରିଖରେ ପିପିଲି ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହୋଇଥାନ୍ତା।
କେନ୍ଦୁଝର,୧୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ଦିନ କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନ୍ରେ ଏକ ନୂତନ ହାତୀ ଛୁଆ ଜନ୍ମ ହୋଇଛି । ଗଣେଶ…
କୋଲକାତା,୧୪।୯: ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (TMC) ଛାଡ଼ି ନ୍ୟାସନାଲିଷ୍ଟ ସିଟିଜେନ ପାର୍ଟି ଅଫ ଇଣ୍ଡିଆ (NCPI)ରେ ଯୋଗ ଦେଇଥିବା କୁଚବିହାର ସାଂସଦ ଜଗଦୀଶ ଚନ୍ଦ୍ର ବର୍ମା…
ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍ଫେଡ୍ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…
ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…
ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…
ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…
ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…
ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…