ପ୍ରାର୍ଥିପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ରୁଦ୍ର

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ପିପିଲି ଉପନିର୍ବଚନ ଲାଗି ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ମଙ୍ଗଳବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସକାଳେ ସେ ପିପିଲି ବିଜେଡି କାର୍ୟ୍ୟାଳୟରୁ ନାମାଙ୍କନପତ୍ର ଦାଖଲ ପାଇଁ ପୁରୀ ଅଭିମୁଖେ ବିଶାଳ ଶୋଭାଯାତ୍ରାରେ ବାହାରିଥିଲେ। ସମର୍ଥକ ଓ ଦଳୀୟ କର୍ମୀଙ୍କ ସହ ରୁଦ୍ର ପ୍ରତାପ ମହାରଥୀ ପୁରୀ ଯାଇ ଅତିରିକ୍ତ ଜିଲାପାଳଙ୍କ କାର୍ୟ୍ୟାଳୟରେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ ରୁଦ୍ରଙ୍କ ସହ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ପର୍ଯ୍ୟବେକ୍ଷକ ପ୍ରତାପ ଦେବ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri