ପିପିଲି ନିର୍ବାଚନମଣ୍ଡଳୀର ବିକାଶ ହିଁ ମୋର ପ୍ରଥମ ଲକ୍ଷ୍ୟ: ରୁଦ୍ର

ଭୁବନେଶ୍ୱର,୫।୧୦(ବ୍ୟୁରୋ): ପିପିଲିର ନବନିର୍ବାଚିତ ବିଧାୟକ ରୁଦ୍ର ପ୍ରତାପ ମହାରଥି ଶପଥ ନେଇଛନ୍ତି। ମଙ୍ଗଳବାର ବିଧାନସଭାରେ ତାଙ୍କୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ଶପଥ ନେବା ପରେ ଅଞ୍ଚଳର ବିକାଶ ହିଁ ତାଙ୍କର ପ୍ରଥମ ଲକ୍ଷ୍ୟ ହେବ। ଶପଥ ନେଇଯିବା ପରେ ବୁଧବାରଠାରୁ ଏ ଦିଗରେ ସେ କାମ କରିବା ଆରମ୍ଭ କରିଦେବେ ବୋଲି ରୁଦ୍ର କହିଛନ୍ତି।

ପ୍ରକାଶ ଯେ, ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ମୃତ୍ୟୁ ପରେ ପିପିଲି ଆସନ ଖାଲି ପଡ଼ିଥିଲା। ଏହାକୁ ନେଇ ସାନି ନିର୍ବାଚନ କରାଯାଇଥିଲା। ଏଥିରେ ବାଜିମାତ କରିନେଇଛନ୍ତି ରୁଦ୍ର। ସେ ଭାଜପା ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କୁ ୨୦ ହଜାରରୁ ଅଧିକ ଭୋଟରେ ପରାସ୍ତ କରିଥିଲେ। ନିର୍ବାଚନରେ ବିଜୟୀ ହେବା ପରେ ସେ ନବୀନ ନିବାସ ଆସି ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri