ଜୀବନ ନେଲା ସାରଳା ବସ୍, ସଡ଼କ ଦୁର୍ଘଟଣାରେ ସାମ୍ବାଦିକାଙ୍କ ମୃତ୍ୟୁ

ପୁରୀ,୬ା୧: ପିପିଲିରେ ଆଜି ସକାଳୁ ସକାଳୁ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ମହିଳା ସାମ୍ବାଦିକାଙ୍କ ସମେତ ଦୁଇଜଣଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ, ମହିଳା ସାମ୍ବାଦିକା ଜଣକ ସ୍କୁଟି ଯୋଗେ ଭୁବନେଶ୍ବରରୁ ପୁରୀ ଅଭିମୁଖେ ଯାଉଥିବା ବେଳେ ପୁରୀ- ଭୁବନେଶ୍ବର ମଙ୍ଗଳପୁର ଛକ ନିକଟରେ ସାରଳା ନାମକ ଏକ ବସ୍ ସ୍କୁଟିକୁ ପଛପଟୁ ଧକ୍କା ଦେଇଥିଲା । ଧକ୍କା ଦେଇ ବସଟି ସ୍କୁଟିକୁ କିଛି ଦୂର ଘୋଷାଡ଼ି ନେଇଥିଲା ।  ସ୍କୁଟିରେ ଦୁଇଜଣ ବସିଥିବା ବେଳେ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା ।

ଅନ୍ୟପଟେ ଗୁରୁତରଙ୍କୁ ସଙ୍ଗେସଙ୍ଗେ ଉଦ୍ଧାର କରାଯାଇ ହସ୍ପିଟାଲ ନେଉଥିବା ବେଳେ ରାସ୍ତାରେ ଆଖି ବୁଜିଥିଲେ ।  ମହିଳା ସାମ୍ବାଦିକା ଜଣକ ଭୁବନେଶ୍ବରରେ ଏକ ଘରୋଇ ନ୍ୟୁଜ ଚ୍ୟାନେଲରେ କାମ କରୁଥିବା ସୂଚନା ରହିଛି  । ଖବର ପାଇ ପିପିଲି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଡ୍ରାଇଭର ଏବଂ ହେଲପରଙ୍କୁ ଅଟକ ରଖି ପଚରାଉଚରା ଆରମ୍ଭ କରିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରବିଧାନ ସଂଗ୍ରହ କମିଟି ବୈଠକ: ମେ’ ୧୧ରୁ ରବିଧାନ କିଣାବିକା

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ମେ’ ୧୧ତାରିଖରୁ ଜିଲାରେ ରବିଧାନ…

ଯାହା ଡଙ୍ଗାରେ ବସିଥିଲେ ମୋଦି, ସାମ୍ନାକୁ ଆସିଲା ନାଉରିଆଙ୍କ ପ୍ରତିକ୍ରିୟା, କହିଲେ ଆମକୁ ୫ମିନିଟ୍‌ ପୂର୍ୱରୁ…

କୋଲକାତା,୨୪।୪: ପଶ୍ଚିମବଙ୍ଗର ୧୫୨ଟି ଆସନ ପାଇଁ ପ୍ରଥମ ପର୍ଯ୍ୟାୟ ପାଇଁ ଭୋଟ ଗୁରୁବାର (୨୩ ଏପ୍ରିଲ) ଦିନ ହୋଇଥିଲା। ଭୋଟ ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର…

ନିର୍ବାଚନ ହେବ, କିନ୍ତୁ ସେମାନେ ଭୋଟ ଦେଇପାରିବେ ନାହିଁ… ବଙ୍ଗଳାରେ ଭୋଟର ତାଲିକାରୁ ୬୫ ଜଣ ନିର୍ବାଚନ ଅଧିକାରୀଙ୍କ ନାମ ବାଦ ପଡ଼ିଲା

କୋଲକାତା,୨୪।୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(SIR)କୁ ନେଇ ଏକ ବଡ଼ ବିବାଦ ଦେଖାଦେଇଛି। ନିର୍ବାଚନ କାର୍ଯ୍ୟରେ ନିୟୋଜିତ ୬୫ ଜଣ ଅଧିକାରୀଙ୍କ ନାମ ଭୋଟର…

Bihar Politics: ଫ୍ଲୋର ଟେଷ୍ଟରେ ପାସ୍‌ କଲେ ସମ୍ରାଟ ଚୌଧୁରୀ ସରକାର, ଭଏସ୍‌ ଭୋଟରେ ହୋଇଥିଲା ଭୋଟିଂ

ପାଟନା,୨୪।୪: ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ବିଧାନସଭାରେ ଭାଷଣ ଦେଇଥିଲେ। ତାଙ୍କ ଅଭିଭାଷଣ ସମୟରେ ସେ ନୀତୀଶ…

ହର୍ମୁଜ ପୂରା ବନ୍ଦ ହୋଇଗଲେ କେଉଁ ଦେଶ ହୋଇଯିବ ଧ୍ୱସଂ? ଜାଣନ୍ତୁ ଭାରତରେ ପଡିବ କି ପ୍ରଭାବ…

ନୂଆଦିଲ୍ଲୀ,୨୪।୪: ହର୍ମୁଜ ପ୍ରଣାଳୀ କେବଳ ଏକ ସଂକୀର୍ଣ୍ଣ ଜଳପଥ ନୁହେଁ; ଏହା ବିଶ୍ୱ ଅର୍ଥନୀତିର ପ୍ରାଥମିକ ଧମନୀ, ଯାହା ଉପରେ ବିଶ୍ୱର ଶକ୍ତି ସୁରକ୍ଷା ନିର୍ଭର କରେ।…

ପିଚୁ ରାସ୍ତା ଖୋଳି ପାଇପ୍‌ ଲାଇନ ବିଛାଉଛି କମ୍ପାନୀ, ବିନା ଅନୁମତିରେ…

ପାଟଣା,୨୪ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମେଗା ପାନୀୟ ଜଳ ଯୋଗାଣ ପାଇଁ ପାଇପ ଲାଇନ୍‌ ବିଛାଇବା କାର୍ଯ୍ୟକୁ ଠିକାରେ ନେଇଥିବା କମ୍ପାନୀ ମନଇଚ୍ଛା…

ଆମେରିକୀୟ ପର୍ଯ୍ୟଟକଙ୍କୁ ବଳାତ୍କାର: ହୋଟେଲରେ ୪ ଦିନ ଧରି ବନ୍ଦ ରଖି…

ବେଙ୍ଗାଲୁରୁ,୨୪।୪: କର୍ନାଟକର କୋଡାଗୁରେ ଜଣେ ଆମେରିକୀୟ ପର୍ଯ୍ୟଟକଙ୍କ ସହ ବଳାତ୍କାରର ଏକ ମାମଲା ସାମ୍ନାକୁ ଆସିଛି। ଏପ୍ରିଲ ୧୨ ତାରିଖରେ କୋଡାଗୁ ଜିଲାର କୁଟ୍ଟା ଅଞ୍ଚଳରେ ଥିବା…

FIFA ବିଶ୍ୱକପ ପୂର୍ବରୁ ଇରାନକୁ ବଡ଼ ଧମକ ଦେଲା ଆମେରିକା, କହିଲା ଆମେ ସେମାନଙ୍କୁ…

ଓ୍ବାଶିଂଟନ,୨୪।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସତ୍ତ୍ୱେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଏହି ଗ୍ରୀଷ୍ମ ଋତୁରେ ହେବାକୁ ଥିବା ଫିଫା ବିଶ୍ୱକପରେ ଇରାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri