Posted inଜାତୀୟ

୧୨୭ ବର୍ଷ ପରେ ଭାରତ ଫେରିଲା ପିପରହଓ୍ବା ବୁଦ୍ଧ ରତ୍ନ

ନୂଆଦିଲ୍ଲୀ,୩ା୧: ଭଗବାନ ବୁଦ୍ଧ ପ୍ରଦାନ କରିଥିବା ଜ୍ଞାନ ଓ ଦେଖାଇଯାଇଥିବା ମାର୍ଗ ସମସ୍ତ ମାନବଜାତିର ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି। ବୁଦ୍ଧଙ୍କ ପବିତ୍ର ଅବଶେଷ କେବଳ କଳାକୃତି ନୁହେଁ, ବରଂ ଭାରତର ପବିତ୍ର ଐତିହ୍ୟର ଅଂଶବିଶେଷ।

୧୮୯୮ରେ ଆବିଷ୍କୃତ ପିପରହଓ୍ବା ରତ୍ନ ୧୨୭ ବର୍ଷ ପରେ ଭାରତ ଫେରିଥିବାବେଳେ ନୂଆଦିଲ୍ଲୀରେ ଏହାର ପ୍ରଦର୍ଶନ ପାଇଁ ବିଶାଳ ଅନ୍ତର୍ଜାତୀୟ ପ୍ରଦର୍ଶନୀକୁ ଉଦ୍‌ଘାଟନ କରିବା ଅବସରରେ ପ୍ରଧାନମନ୍ତ୍ରୀ ଏହା କହିଛନ୍ତି।

କାର୍ଯ୍ୟକ୍ରମରେ ବୌଦ୍ଧ ବିଦ୍ୱାନ, କୂଟନୀତିଜ୍ଞ ଓ ଅନ୍ୟାନ୍ୟ ଅତିଥି ଯୋଗ ଦେଇଥିଲେ। ଦୀର୍ଘବର୍ଷର ପ୍ରତୀକ୍ଷା ପରେ ଭାରତର ଐତିହ୍ୟ ଫେରିଛି ଓ ଭାରତ ଏହାର ପବିତ୍ର ଲିଗାସୀକୁ ଫେରିପାଇଛି। ଏହାକୁ ଫେରାଇ ଆଣିବାରେ ଗୋଦରେଜ୍‌ ଗ୍ରୁପ୍‌ର ଅବଦାନକୁ ପ୍ରଧାନମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନଶୁଣାଣିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଅଧାରୁ ସ୍ଥଗିତ ରହିଲା କାର୍ଯ୍ୟକ୍ରମ

ଜଳେଶ୍ୱର,୨୭ା୨(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅଧିନସ୍ଥ ସେଖସରେଇ (କ) ବାଲି ସୈରାତ ପାଇଁ ଆୟୋଜିତ ଜନଶୁଣାଣି ରଣକ୍ଷେତ୍ରରେ ପରିଣତ ହୋଇଛି। ବାଲି ଖନନ ପାଇଁ…

ଶିକ୍ଷକଙ୍କ ଘର ତାଲା ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ

ଗୁଡ଼ାରି,୨୭ା୨(ପ୍ରମୋଦ କୁମାର ପତି): ଦୀର୍ଘଦିନର ବ୍ୟବଧାନ ପରେ ଗୁଡ଼ାରି ସହରରେ ଚୋରି ଦେଖିବାକୁ ମିଳିଛି। ସହରର ୯ ନମ୍ବର ଓ୍ବାର୍ଡ ତଥା ଶ୍ରୀରାମ ନଗରରେ ବାସ କରୁଥିବା…

ଜିମ୍ବାୱେ ବିପକ୍ଷରେ ଟିମ୍‌ ଇଣ୍ଡିଆର ବିଶ୍ୱ ରେକର୍ଡ, ଜାଣନ୍ତୁ କ’ଣ

ନୂଆଦିଲ୍ଲୀ,୨୭।୨: ଜିମ୍ବାୱେ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଏକ ଚମତ୍କାର ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଟିମ୍‌ ଇଣ୍ଡିଆ ICC T20 ବିଶ୍ୱକପ 2026ର ଦ୍ୱିତୀୟ ସୁପର-୮ମ୍ୟାଚରେ…

Video: କୋଲକାତାରେ ଶକ୍ତିଶାଳୀ ଭୂକମ୍ପ ଝଟ୍‌କା, ଭୟରେ ଘରୁ ବାହାରି ଆସିଲେ ଲୋକେ

କୋଲକାତା,୨୭।୨: କୋଲକାତାରେ ଶକ୍ତିଶାଳୀ ଭୂକମ୍ପ । ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ଅପରାହ୍ନ ପ୍ରାୟ ୧ଟା୨୦ ସମୟରେ ଭୂମିକମ୍ପ ହୋଇଥିଲା। କୋଲକାତା…

ସାଉଦି ଆରବର ଶରଣ ପଶିଲାଣି ପାକିସ୍ତାନ! ତାଲିବାନ ଆକ୍ରମଣ ଆଶଙ୍କାରେ ରିୟାଦ ସହ ଯୋଗାଯୋଗ କଲାଣି ପାକ୍‌

ଇସଲାମାବାଦ,୨୭।୨: ତାଲିବାନ ସହିତ ଶତ୍ରୁତା ଆରମ୍ଭ ହେବା ପରେ, ପାକିସ୍ତାନ ସାଉଦି ଆରବ ସହିତ ଯୋଗାଯୋଗ କରିଛି। ପାକିସ୍ତାନର ଉପ-ପ୍ରଧାନମନ୍ତ୍ରୀ ଏବଂ ବୈଦେଶିକ ମନ୍ତ୍ରୀ ଇସାକ ଡାର…

ଲାଞ୍ଚ ନେଇ ଧରାପଡ଼ିଲେ ଆର୍‌ଆଇ, ପଟ୍ଟା ସଂଶୋଧନ କରିବାକୁ ନେଉଥିଲେ…

ରାଜନଗର,୨୭ା୨(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ତହସିଲ ଅନ୍ତର୍ଗତ କୋରଡ଼ାଗଡ଼ ସର୍କଲ ରାଜସ୍ବ ନିରୀକ୍ଷକ ପ୍ରଦ୍ୟୁମ୍ନ କୁମାର ବେହେରା ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି। ଏକ ପଟ୍ଟାକୁ ସଂଶୋଧନ…

ଭାରତର ପ୍ରତିନିଧିତ୍ୱ କରିବେ ସୁଦର୍ଶନ

ପୁରୀ,୨୭ା୨(ଅଜିତ୍‌ କୁମାର ମହାନ୍ତି): ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଇଟାଲୀର ଭେନିସ୍‌ରେ ହେବାକୁ ଥିବା କନ୍‌ଟେମ୍ପରାରି ଭେନିସ୍‌-୨୦୨୬ର ୧୮ତମ ସଂସ୍କରଣରେ ଭାରତର ପ୍ରତିନିଧିତ୍ୱ କରିବେ।…

ମଦ ଦୁର୍ନୀତି ମାମଲାରେ ଦୋଷମୁକ୍ତ ହେବା ପରେ ଟ୍ରେଣ୍ଡ କଲେଣି କେଜରିୱାଲ, ଭାଜପାକୁ ପ୍ରଶ୍ନ ପଚାରୁଛନ୍ତି ୟୁଜର୍ସ

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀ ରାଜନୀତିର ସବୁଠାରୁ ବିବାଦୀୟ ମାମଲା ମଧ୍ୟରୁ ଗୋଟିଏ, କଥିତ ମଦ ନୀତି ଦୁର୍ନୀତିରେ ଏକ ବଡ଼ ଏବଂ ଗୁରୁତ୍ୱପୂର୍ଣ୍ଣ ରାୟ ଘୋଷଣା କରାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri