Posted inଜାତୀୟ

ନାବାଳକଙ୍କୁ ପିଟ୍‌ ବୁଲ ଆକ୍ରମଣ କରିବାରୁ ମାଲିକ ଗିରଫ

ଗୌତମ ବୁଦ୍ଧ ନଗର,୧୮।୧: ଉତ୍ତରପ୍ରଦେଶର ଗୌତମ ବୁଦ୍ଧ ନଗର ଜିଲାର ସାଦୋପୁର ଗ୍ରାମରେ ସୋମବାର ଏକ ପିଟ୍‌ ବୁଲ ଆକ୍ରମଣରେ ଜଣେ ନାବାଳକ ଗୁରୁତର ହୋଇଛି। ଏହି ଘଟଣାରେ କୁକୁରର ମାଲିକଙ୍କୁ ଗିରଫ କରାଯାଇଛି।

ବାଦଲପୁର ପୋଲିସ ଅନୁଯାୟୀ, ନାବାଳକଙ୍କ ପରିବାର ସହ କୁକୁର ମାଲିକ ରବୀନ୍ଦର ଓ ସୌରଭଙ୍କ ଯୁକ୍ତିତର୍କ ହୋଇଥିଲା। ଏହି ସମୟରେ ନାବାଳକଙ୍କୁ ଆକ୍ରମଣ କରିବା ପାଇଁ କୁକୁରକୁ ଖୋଲା ଛାଡ଼ି ଦେଇଥିଲେ ତା’ର ମାଲିକ।

“ଆହତ ନାବାଳକଙ୍କ ପରିବାର ପକ୍ଷରୁ ଅଭିଯୋଗ ଦାୟର କରାଯାଇଥିଲା। ତା’ ପରେ ଆମେ ରବୀନ୍ଦର ଓ ସୌରଭଙ୍କୁ ଗିରଫ କରିଛୁ। ଅନ୍ୟ ଜଣେ ଅଭିଯୁକ୍ତ ଜଗତ ଏବେ ଫେରାର ଅଛନ୍ତି” ବୋଲି ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପୂର୍ବରୁ, ଲିଣ୍ଡସେ ଟ୍ରମ୍ପଙ୍କ ପାଇଁ ତିନୋଟି କାର୍ଯ୍ୟ ତାଲିକାଭୁକ୍ତ କରିଥିଲେ, ରୁଷିଆ କଥା ଉଲ୍ଲେଖ କରି ଫୋନରେ କହିଥିଲେ, ‘ମୁଁ ଏବେ ମରିପାରିବି ନାହିଁ…’

ଓ୍ବାଶିଂଟନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏପର୍ଯ୍ୟନ୍ତ କମି ନାହିଁ, ଯାହା ଫଳରେ ସମଗ୍ର ମଧ୍ୟପ୍ରାଚ୍ୟରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ଇତି ମଧ୍ୟରେ, ବରିଷ୍ଠ…

ସମୁଦ୍ରରେ ନିଖୋଜ ଥିବା ଟ୍ରଲର ଠାବ, ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ମାଲିକ ପହଞ୍ଚି…

ଭୋଗରାଇ,୧୩ା୭(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ଗତ ୨ ତାରିଖରୁ ସମୁଦ୍ରକୁ ଯାଇ ନିଖୋଜଥିବା ମା’ କାଳୀ ନାମକ ଟ୍ରଲର ରବିବାର…

ଏଇ ଭାରତରେ

ଜଳବାୟୁ ପରିବର୍ତ୍ତନ ପ୍ରଭାବ ସମୁଦ୍ରରେ ପରିଲକ୍ଷିତ ହେଲାଣି। ବିଶେଷକରି ସମୁଦ୍ର ଜଳ ପତନ ବୃଦ୍ଧି ହେବା ସହ ଜଳଚର ଜୀବ ପ୍ରଭାବିତ ହେଉଛନ୍ତି। ଏହି କ୍ରମରେ ବହୁ…

ଅମୃତର ସନ୍ତାନ

ବହୁ ଅନୁସନ୍ଧାନରୁ ବର୍ତ୍ତମାନ ପ୍ରାୟ ସମସ୍ତ ବିଜ୍ଞାନୀ ଏକମତ ଯେ ପୃଥିବୀରେ ମାନବ ସଭ୍ୟତା ଥରଥର କରି ଛଅ ଥର ଆରମ୍ଭ ହୋଇ ପୁଣି ନଷ୍ଟ ହୋଇଯାଇଛି।…

ଗଙ୍ଗାଜଳ ବଣ୍ଟନ ଚୁକ୍ତି

ଗଙ୍ଗାଜଳ ବଣ୍ଟନ ଚୁକ୍ତି ନବୀକରଣ ଏବେ ଜାତୀୟ ସ୍ତରରେ ଆଲୋଚ୍ୟ ବିଷୟ। ବାଂଲାଦେଶ ପୂର୍ବ ଅପେକ୍ଷା ଅଧିକ ଜଳ ଦାବି କରି ବିବୃତି ଦେଉଛି। ଭାରତ ମଧ୍ୟ…

ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଇୟୁ, ୧୪ ରାଷ୍ଟ୍ରର ପ୍ରତ୍ୟାଖ୍ୟାନ

ମାନିଲା,୧୩ା୭: ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଆମେରିକା, ବ୍ରିଟେନ୍‌ ସମେତ ୧୪ ଦେଶ ପ୍ରତ୍ୟାଖ୍ୟାନ କରିଛନ୍ତି। ୨୦୧୬ର ଏକ ଅନ୍ତର୍ଜାତୀୟ ରାୟ ଅନୁଯାୟୀ ଦକ୍ଷିଣ ଚାଇନା…

୧୫ ମୃତଦେହକୁ ଭାରତ ଆଣିବା ପ୍ରକ୍ରିୟା ଆରମ୍ଭ

ଭିଏଟନାମ, ୧୩ା୭: ଭିଏଟନାମ ‘ଫୁ କ୍ୱାକ୍‌’ ଦ୍ୱୀପ ନିକଟରେ ଗତକାଲି ଘଟିଥିବା ଦୁଖଦ ସ୍ପିଡ୍‌ବୋଟ୍‌ ଦୁର୍ଘଟଣା ପରେ ଆଜି ପରବର୍ତ୍ତୀ ପ୍ରକ୍ରିୟାକୁ ଜୋରଦାର କରିଦିଆଯାଇଛି। ଭାରତୀୟ ଦୂତାବାସର ସୂଚନା…

ଇଣ୍ଡିଆ ବ୍ଲକ୍‌ରେ ଯୋଗଦେବନି ଡିଏମ୍‌କେ

ଚେନ୍ନାଇ,୧୩ା୭:ପାର୍ଲାମେଣ୍ଟର ଆଗାମୀ ମୌସୁମୀ ଅଧିବେଶନରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏକୁ ଦୃଢ଼ ବିରୋଧ କରିବା ପାଇଁ ଇଣ୍ଡିଆ ବ୍ଲକ୍‌ରେ ଏମ୍‌.କେ. ଷ୍ଟାଲିନ୍‌ଙ୍କ ଡିଏମ୍‌କେ ଏବଂ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri