ପୀତବାସ ହତ୍ୟାକାଣ୍ଡ ମାମଲା: ବିଜେଡି ନେତା ବିକ୍ରମ ପଣ୍ଡାଙ୍କ ସହ ୪ ଗିରଫ, କୋର୍ଟରେ ହାଜର

ବ୍ରହ୍ମପୁର,୨୨।୧୦: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ପୋଲିସ ବିଜେଡି ନେତା ବିକ୍ରମ ପଣ୍ଡାଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ଅନ୍ୟମାନେ ହେଲେ ପୂର୍ବତନ ମେୟର ଶିବଶଙ୍କର ଦାସ (ପିଣ୍ଟୁ), ବିକ୍ରମ ପଣ୍ଡାଙ୍କ ସହଯୋଗୀ ମଦନ ଦଳେଇ ଏବଂ ପୂର୍ବତନ କର୍ପୋରେଟର ମଲେ ବିଶୋଇ।

ବିଳମ୍ବିତ ରାତିରୁ ପୋଲିସ ବିକ୍ରମ ପଣ୍ଡାଙ୍କୁ ଉଠାଇ ନେଇ ଅଟକ ରଖିଥିଲା। ତାଙ୍କୁ ଅଟକ ରଖାଯିବା ପ୍ରତିବାଦରେ ବିଜେଡି କର୍ମୀମାନେ ବ୍ରହ୍ମପୁର ଏସ୍‌ପି ଅଫିସ୍ ଘେରାଉ କରିବାକୁ ଉଦ୍ୟମ କରିଥିଲେ। ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଏସ୍‌ପି ଅଫିସ୍ ଓ କୋର୍ଟ ପରିସରରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା।

ବର୍ତ୍ତମାନ ଗିରଫ ହୋଇଥିବା ବିକ୍ରମ ପଣ୍ଡାଙ୍କୁ ବ୍ରହ୍ମପୁର କୋର୍ଟ ପରିସରକୁ ଅଣାଯାଇଛି। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଲାଗି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri