ପିତୃ ପକ୍ଷରେ ଚମକିବ ଏହି ୫ ରାଶିର ଭାଗ୍ୟ, ଧନ ସହ ମିଳିବ କ୍ୟାରିୟରରେ ବଡ଼ ସଫଳତା

ଜ୍ୟୋତିଷୀୟ ମାନ୍ୟତା ଅନୁସାରେ, ପିତୃ ପକ୍ଷର ସମୟ ପିତୃପୁରୁଷଙ୍କ ତର୍ପଣ ଏବଂ ଶ୍ରାଦ୍ଧ ପାଇଁ ଅତ୍ୟନ୍ତ ଶୁଭ ବୋଲି ବିବେଚନା କରାଯାଏ। ପିତୃ ପକ୍ଷ ୨୬ ସେପ୍ଟେମ୍ୱରରୁ ଆରମ୍ଭ ହୋଇ ୧୦ ଅକ୍ଟୋବର ପର୍ଯ୍ୟନ୍ତ ରହିବ। ପିତୃ ପକ୍ଷ ସମୟରେ ଗ୍ରହମାନଙ୍କ ସ୍ଥିତି ଅନୁସାରେ, ଅନେକ ରାଶି ପାଇଁ ସମୟ ବେଶ ଅନୁକୂଳ ରହିବ। ଏହି ସମୟରେ ସୃଷ୍ଟି ହେଉଥିବା ଶୁଭ ଯୋଗ ରାଶିଗୁଡ଼ିକ ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ପିତୃ ପକ୍ଷରେ ଏହି ଭାଗ୍ୟଶାଳୀ ରାଶିଗୁଡ଼ିକୁ କ୍ୟାରିୟର ଏବଂ ବ୍ୟବସାୟରେ ଉନ୍ନତି ମିଳିପାରେ। ଆସନ୍ତୁ ଜାଣିବା ପିତୃ ପକ୍ଷ ସମୟର ଏହି ଭାଗ୍ୟଶାଳୀ ରାଶିଗୁଡ଼ିକ ବିଷୟରେ।

ବୃଷ ରାଶି

କାମଧନ୍ଦା ଏବଂ କ୍ୟାରିୟର ଦୃଷ୍ଟିକୋଣରୁ ବୃଷ ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ସମୟ ବହୁତ ଭଲ ରହିବ। ଆପଣମାନଙ୍କୁ କାର୍ଯ୍ୟରେ ସଫଳତା ମିଳିବ। ପୂର୍ୱରୁ ଅଟକି ରହିଥିବା କାମ ସମ୍ପୂର୍ଣ୍ଣ ହୋଇପାରେ। ଚାକିରି କରୁଥିବା ଲୋକଙ୍କୁ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହଯୋଗ ପ୍ରାପ୍ତ ହେବ। ଆପଣଙ୍କର ବକେୟା ଟଙ୍କା ଫେରି ମିଳିପାରେ, ଯାହା ଆପଣଙ୍କ ଆର୍ଥିକ ସ୍ଥିତି ପାଇଁ ବେଶ ଲାଭଦାୟକ ସାବ୍ୟସ୍ତ ହେବ।

ମିଥୁନ ରାଶି

ଚାକିରି ସନ୍ଧାନରେ ଥିବା ମିଥୁନ ରାଶିର ଲୋକଙ୍କୁ ନୂଆ ଚାକିରି ମିଳିବାର ଖୁସି ଖବର ମିଳିପାରେ। ଆପଣଙ୍କୁ ନୂତନ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। କର୍ମକ୍ଷେତ୍ରରେ ନୂଆ ଦାୟିତ୍ୱ ମିଳିପାରେ। ବ୍ୟବସାୟୀମାନଙ୍କୁ କୌଣସି ଏକ ବଡ଼ ଡିଲ ଚୂଡ଼ାନ୍ତ ହେବା ଫଳରେ ଭଲ ଲାଭ ମିଳିବାର ସମ୍ଭାବନା ରହିଛି।

କର୍କଟ ରାଶି

କର୍କଟ ରାଶିର ବ୍ୟକ୍ତିମାନଙ୍କ ପାରିବାରିକ ଏବଂ ବ୍ୟବସାୟିକ ଜୀବନ ପାଇଁ ସମୟ ଖୁବ ଭଲ ରହିବ। ବ୍ୟବସାୟରେ ଲାଭ ମିଳିବ। ପରିବାରର ସଦସ୍ୟମାନଙ୍କ ସହିତ ସମ୍ପର୍କ ସୁଦୃଢ଼ ହେବ। ଅଟକି ରହିଥିବା ଟଙ୍କା ଫେରି ମିଳିପାରେ। ତଥାପି, କୌଣସି ନିଷ୍ପତ୍ତି ତରବରିଆ ଭାବେ ନେବାରୁ ନିବୃତ୍ତ ରୁହନ୍ତୁ, ନଚେତ୍ ଭବିଷ୍ୟତରେ ଆପଣଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ।

ତୁଳା ରାଶି

କ୍ୟାରିୟର ଏବଂ ବ୍ୟବସାୟ ଦୃଷ୍ଟିରୁ ତୁଳା ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଏହି ସମୟ ଅତ୍ୟନ୍ତ ଅନୁକୂଳ ରହିବ। ଚାକିରି କରୁଥିବା ଲୋକଙ୍କୁ ପଦୋନ୍ନତି (ପ୍ରମୋସନ) ମିଳିପାରେ। ପୁରୁଣା ସମ୍ପର୍କ ବା ଯୋଗାଯୋଗରୁ ବିଶେଷ ଫାଇଦା ମିଳିପାରେ। ଆର୍ଥିକ ଦୃଷ୍ଟିକୋଣରୁ ଏହା ଆପଣଙ୍କ ପାଇଁ ଏକ ସୁବର୍ଣ୍ଣ ସମୟ ହେବ ଏବଂ ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ସମୟ ବହୁତ ଶୁଭ ରହିବ।

ମକର ରାଶି

ମକର ରାଶିର ଲୋକଙ୍କୁ ଭାଗ୍ୟର ସମ୍ପୂର୍ଣ୍ଣ ସାଥ ମିଳିବ। ଆପଣମାନଙ୍କୁ ନିଜ କଠିନ ପରିଶ୍ରମର ଉଚିତ ଫଳ ପ୍ରାପ୍ତ ହେବ। ଚାକିରି କରୁଥିବା ଲୋକଙ୍କ ପାଇଁ ସମୟ ବେଶ ଭଲ ରହିବ ଏବଂ କାର୍ଯ୍ୟ କ୍ଷେତ୍ରରେ ନୂଆ ଦାୟିତ୍ୱ ମିଳିପାରେ। ଅଧୁରା ରହିଥିବା କାମଗୁଡ଼ିକ ଶେଷ ହେବ। ପିତୃ ପକ୍ଷର ସମୟ ଏହି ରାଶିଗୁଡ଼ିକ ପାଇଁ ବହୁତ ଭଲ ରହିବ। ଏମାନେ ସମ୍ପୂର୍ଣ୍ଣ ଶ୍ରଦ୍ଧା ଓ ନିଷ୍ଠାର ସହିତ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତର୍ପଣ ଓ ଶ୍ରାଦ୍ଧ କରିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ରେଡ୍ ଜୋନ୍‌ରେ ଗଞ୍ଜାମ: ଅଫିସରଙ୍କ ହଜିଗଲାଣି ନିଦ, ଚିନ୍ତାରେ ଲୋକେ; ନିୟୋଜିତ ହେଲେ ୪୦ ଉଦ୍ଧାରକାରୀ ଦଳ…

ଭଞ୍ଜନଗର, ୧୮।୧୧ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ଲଗାଣ ବର୍ଷାକୁ ନେଇ ଗଞ୍ଜାମ ଜିଲାରେ ଆଶଙ୍କା ବଢ଼ିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତିକୁ ଜୋରଦାର କରାଯାଇଛି।…

ପ୍ଲେଇଂ ଇଲେଭେନ୍‌ରେ ସୁଯୋଗ ନମିଳିବାକୁ ରାଗିଗଲେ ଖେଳାଳି, କହିଲେ ମୋର ଆତ୍ମସମ୍ମାନ….

ନୂଆଦିଲ୍ଲୀ, ୧୮।୧୧: ଦୋହାରେ ନଭେମ୍ବର ୧୯ରୁ ଆରମ୍ଭ ହେବ ୨୦୨୬ ପୁରୁଷ ଇମର୍ଜିଂ ଏସିଆ କପ୍‌ । ଏହି ଟୁର୍ଣ୍ଣାମେଣ୍ଟରେ ଇଣ୍ଡିଆ-ଏ ପକ୍ଷରୁ ଖେଳିବେ ଭାରତୀୟ ଅଲରାଉଣ୍ଡର…

Litton Das: ପ୍ରଥମେ ଶତକ, ଏବେ ଉଇକେଟକିପିଂରେ ରଚିଲେ ଇତିହାସ, ଭାଙ୍ଗିଲେ ୪୭ ବର୍ଷ ପୁରୁଣା ବିଶ୍ୱ ରେକର୍ଡ

ଢାକା/ଜୋହାନ୍ସବର୍ଗ,୧୮।୧୧: ଟେଷ୍ଟ କ୍ରିକେଟରେ ବାଂଲାଦେଶର ଖେଳାଳିମାନେ କ୍ରମାଗତ ଭାବେ ନିଜର ଦକ୍ଷତା ପ୍ରମାଣିତ କରୁଛନ୍ତି । ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ଭୂମିରେ ଚମତ୍କାର ପ୍ରଦର୍ଶନ ଜାରି…

ବାତ୍ୟା ଅକ୍ବାନ; ଉପକୂଳ ଅଞ୍ଚଳରେ ଆଲର୍ଟ ପ୍ରଶାସନ, ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର ଜାରି

ମହାକାଳପଡ଼ା,୧୮ା୧୧(ପ୍ରତାପ ଚନ୍ଦ୍ର ସ୍ୱାଇଁ): ବଙ୍ଗୋସାଗର ସୃଷ୍ଟି ବାତ୍ୟା ଅକ୍ବାନ ଓଡିଶା ମୁହାଁ ହେଉଛି । ଏହା ପ୍ରଭାବରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର କେତେକ…

ମହିଳା ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି: ପ୍ରଥମ ମ୍ୟାଚ୍‌ରେ ମାଲେସିଆକୁ ଭେଟିବ ଭାରତ

ଭୋପାଳ,୧୮।୧୧: ମହିଳା ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି ଟୁର୍ନାମେଣ୍ଟ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଚଳିତ ସିଜନରେ ଚମତ୍କାର ଫର୍ମରେ ଥିବା ଭାରତୀୟ ଦଳ ଟୁର୍ନାମେଣ୍ଟ ଜିତିବା…

ବାତ୍ୟା ଅକ୍ବାନ: ଝିପିଝିପି ବର୍ଷା ଆରମ୍ଭ, ଦୁର୍ଗମ ଅଞ୍ଚଳରୁ ଲୋକଙ୍କୁ ଉଦ୍ଧାର ଜାରି

ପାତ୍ରପୁର,୧୮ା୧୧(ଉମା ଚରଣ ନେପାକ): ସମ୍ଭାବ୍ୟ ବାତ୍ୟା ଅକ୍ବାନକୁ ନେଇ ପାତ୍ରପୁର ବ୍ଲକ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଜୋରଦାର କରାଯାଇଛି । ପାହାଡ଼ିଆ ଓ ନଦୀ ଅବବାହିକାରେ…

ହକି ଇଣ୍ଡିଆ ନିର୍ବାଚନ ସ୍ଥଗିତ: ଅନ୍ତରୀଣ ରହିତାଦେଶ ହଟାଇବାକୁ ହୋଇଥିବା ଆବେଦନ ଖାରଜ କଲେ ହାଇକୋର୍ଟ

କଟକ,୧୮।୧୧: ହକି ଇଣ୍ଡିଆ ନିର୍ବାଚନ ପ୍ରକ୍ରିୟାକୁ ସ୍ଥଗିତ ରଖିଛନ୍ତି ମାନ୍ୟବର ଓଡ଼ିଶା ହାଇକୋର୍ଟ । ନିର୍ବାଚନ ଉପରେ ପୂର୍ବରୁ ଲାଗିଥିବା ଅନ୍ତରୀଣ ରହିତାଦେଶକୁ ପ୍ରତ୍ୟାହାର କରିବା ପାଇଁ…

ସାନ ନଦୀରେ ବଢ଼ିଛି ଜଳସ୍ତର, ଗାଧୋଇବାକୁ ଯାଇ ନିଖୋଜ ସନ୍ତୋଷ

ଗୁଡାରି,୧୮।୧୧(ପ୍ରମୋଦ କୁମାର ପତି): ଗୁଡାରି ବ୍ଲକ ଅନ୍ତର୍ଗତ ଏମ କେ ରାଇ ଗ୍ରାମପଂଚାୟତର ମେରିଆପାଙ୍ଗା ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ସନ୍ତୋଷ ପାଲକା (୩୯) ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?