ଆରମ୍ଭ ହେଲା ପିତୃପକ୍ଷ

ପୁରୀ ଅଫିସ,୨ା୯: ବୁଧବାରଠାରୁ ଆରମ୍ଭ ହୋଇଛି ପିତୃପକ୍ଷ । ଏହା ୧୫ ଦିନ ଅର୍ଥାତ୍‌ ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ଚାଲିବ। ଏହି ୧୫ ଦିିନରେ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ତିଳ ତର୍ପଣ ଓ ପିଣ୍ଡଦାନ କରାଯାଇଥାଏ। ଏଥିଲାଗି ଶ୍ରୀକ୍ଷେତ୍ରରେ ତିଳ ତର୍ପଣ ଏବଂ ପିଣ୍ଡଦାନ କରିଛନ୍ତି ଶ୍ରଦ୍ଧାଳୁ। ପିତୃପକ୍ଷ ପ୍ରଥମ ଦିନରେ ତୀର୍ଥରାଜ ମହୋଦଧି, ଶ୍ୱେତଗଙ୍ଗା, ମାର୍କଣ୍ଡ, ଇନ୍ଦ୍ରନ୍ଦ୍ୟୁମ୍ନ ଓ ନରେନ୍ଦ୍ର ପୁଷ୍କରିଣୀରେ ଶ୍ରଦ୍ଧାଳୁମାନେ ସ୍ନାନ କରି ତିଳତର୍ପଣ କରଛନ୍ତି। ଧାର୍ମିିକ ଗ୍ରନ୍ଥ ଅନୁସାରେ ପାରିବାରିକ କଲ୍ୟାଣ ଓ ପିତୃ ପୁରୁଷଙ୍କ ଆତ୍ମ ଶାନ୍ତି ପାଇଁ ପିତୃ ପକ୍ଷରେ ଶ୍ରାଦ୍ଧ କର୍ମ କରିବା ଉଚିତ। ବିଧି ପୂର୍ବକ ଶ୍ରାଦ୍ଧ କଲେ ପିତୃ ଆଶୀର୍ବାଦ କରିଥାନ୍ତି । ବିଶ୍ୱାସ ରହିଛି ଏହି ପକ୍ଷରେ ପିତୃଗଣ କୌଣସି ନା କୌଣସି ରୂପରେ ଆମ୍ଭମାନଙ୍କ ପାଖକୁ ଆସନ୍ତି ଓ ଆଶୀର୍ବାଦ କରିଥାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନରଓ୍ବେକୁ ହରାଇ ସେମିଫାଇନାଲରେ ଇଂଲଣ୍ଡ

ମାୟାମି,୧୨ା୭: ଜୁଡେ ବେଲିଂଘମଙ୍କ ଡବଲ ଗୋଲ ବଳରେ ଚଳିତ ଫିଫା ବିଶ୍ୱକପ୍‌ର ତୃତୀୟ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ୨-୧ ଗୋଲରେ ନରଓ୍ବେକୁ ପରାସ୍ତ କରି ସେମିଫାଇନାଲ…

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ସାରା ଜଗତର କଲ୍ୟାଣ ପାଇଁ ହଜାର ହଜାର କିଲୋମିଟର ପଦଯାତ୍ରା କଲେ ଜୈନ ମୁନି, ସଦମାର୍ଗରେ ଚାଲିବାକୁ…

କେସିଙ୍ଗା,,୧୨।୭(ତୁମେଶ୍ୱର ସାହୁ): ଜୈନ ମୁନି ହିମାଂଶୁ ରାଜସ୍ଥାନରୁ ହଜାର ହଜାର କିଲୋମିଟର ପଦ ଯାତ୍ରା କରି ସାତ ଗୋଟି ନିୟମକୁ ଆଧାର କରି କେସିଙ୍ଗାର ରାଇସ ମିଲରେ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ପୁରୁଷୋତ୍ତମପୁର ରଥଯାତ୍ରା ନେଇ ପୋଲିସର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୨ା୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ରଥଯାତ୍ରାର ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଆଇଆଇସି କୁଳମଣିସେଠୀଙ୍କ ତତ୍ତ୍ୱାବଧାନରେ ରବିବାର ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri